Browsing Tag

bargarh news

ବରଗଡ଼ରେ ଡ୍ରେନେଜ ବ୍ୟବସ୍ଥା ବେହାଲ

ବରଗଡ଼, (ସତ୍ୟନାରାୟଣ ପ୍ରଧାନ) : ପୌର ପରିଷଦ ଅଞ୍ଚଳରେ ବର୍ଷା ହେଲେ ଏବେ ଡ୍ରେନେଜ ଏକ ପ୍ରମୁଖ ସମସ୍ୟା ଭାବେ ଦେଖା ଦେଇଛି । ଗତ ତିନିଦିନ ଧରି ଲଗାଣ ବର୍ଷା ଯୋଗୁଁ ସହରର ଅନେକ ପଡା ଜଳମଗ୍ନ ହୋଇଥିବା ବେଳେ ଏବେ ସହରର ଜଳ ନିଷ୍କାସନ ବ୍ୟବସ୍ଥା ଉପରେ ପ୍ରଶ୍ନବାଚି ସୃଷ୍ଟି ହୋଇଛି । ଅନେକ
Read More...

ସମ୍ବଲପୁରୀ ଦିନ ଅବସରରେ ଓଡ଼ିଶା ମୋ ପାରିବାର ଓ ଜୀବନ ବିନ୍ଦୁ ତରଫରୁ ରକ୍ତଦାନ ଶିବିର

ବରଗଡ଼, (ସତ୍ୟନାରାୟଣ ପ୍ରଧାନ) : କରୋନା ସମୟରେ ରକ୍ତ ଅଭାବକୁ ଦୂର କରିବା ପାଇଁ ବିଧାୟକ ଦେବେଶ ଆଚାର୍ଯ୍ୟଙ୍କ ତତ୍ୱାବଧାନରେ ଆଜି ବରଡୋଲ ପିପଲି ପାଲିର ଟିକ୍ରାପଡାଠାରେ ବିବିସି କ୍ଲବ ଆନୁକୁଲ୍ୟରେ ସମ୍ବଲପୁରୀ ଦିନ ଅବସରରେ ଏକ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଥିଲା । ଏହି
Read More...

ଗାଁକୁ ନାହିଁ ରାସ୍ତା : ଦୀର୍ଘ ଦୁଇ କିଲୋମିଟର ପର୍ଯ୍ୟନ୍ତ ଷ୍ଟ୍ରେଚରରେ ବୁହା ହେଲେ ରୋଗୀ

ବରଗଡ, (ନିରୋଜ କୁମାର ପାଣୀ) : ଗାଁକୁ ନାହିଁ ରାସ୍ତା ଫଳରେ ଦୀର୍ଘ ଦୁଇ କିଲୋମିଟର ପର୍ଯ୍ୟନ୍ତ ଷ୍ଟ୍ରେଚରରେ ବୁହା ହେଲେ ରୋଗୀ । ଏ କୌଣସି ଉପାନ୍ତ ଅଞ୍ଚଳର କଥା ନୁହେଁ ଏ ହେଉଛି ବରଗଡ଼ ଜିଲ୍ଲା ବରଗଡ଼ ବ୍ଲକ ତୋରା ପଞ୍ଚାୟତର ବଡ଼ଟିକରା ଗ୍ରାମର ଅଭାବନୀୟ ଦୃଶ୍ୟ । ଗାଁ ଲୋକଙ୍କ କହିବା
Read More...

ବରଗଡ଼ ଜିଲ୍ଲା ମୁଖ୍ୟ ଚିକତ୍ସାଳୟରେ ଥିବା ରକ୍ତ ସଂରକ୍ଷଣ ବିଭାଗ ଦୀର୍ଘଦିନ ହେଲା ଅଚଳାବସ୍ଥାରେ ପଡି ରହିଥିବା ଅଭିଯୋଗ

ବରଗଡ, (ନିରୋଜ କୁମାର ପାଣୀ) : ବରଗଡ଼ ସହରଠୁ ପ୍ରାୟ ଆଠ କିଲୋମିଟର ଦୂରରେ ଗଢିଉଠିଥିବା ନୂତନ ଚକଚକିଆ କୋଠାରେ ଜିଲ୍ଲା ମୁଖ୍ୟ ଚିକତ୍ସାଲୟ ସ୍ଥାପିତ ମାତ୍ର ଏଠାରେ ଆନୁସଙ୍ଗିକ ବ୍ୟବସ୍ଥା ଅଭାବରୁ ରୋଗୀ ବିଭିନ୍ନ ସମୟରେ ହଇରାଣ ହେଉଥିବା ଅଭିଯୋଗ ହେଉଛି । ସୂଚନାନୁସାରେ ଜିଲ୍ଲା ମୁଖ୍ୟ
Read More...

ଜିଲ୍ଲା ସ୍ତରୀୟ ଶିଶୁ ସୁରକ୍ଷା ସଭା ଅନୁଷ୍ଠିତ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ବରଗଡ଼ ଜିଲ୍ଲା ପ୍ରଶାସନ, ଏଡ୍ ଇଟ୍ ଏକସନ୍ ଏବଂ ୟୁନିସେଫ ପକ୍ଷରୁ ଆଜି ମିଶନ ଶକ୍ତି ହଲ୍ ଠାରେ ଶିଶୁ ଚାଲାଣ ଏବଂ ତାଙ୍କ ସୁରକ୍ଷା ସଂପର୍କରେ ଏକ ଜିଲ୍ଲା ସ୍ତରୀୟ ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି । ଏଥିରେ ଅତିଥି ଭାବେ ଏଡ୍ ଇଟ୍ ଏକସନ୍‌ର ନିର୍ଦ୍ଦେଶକ
Read More...

ପଶ୍ଚିମ ଓଡ଼ିଶାରେ ବିପର୍ଯ୍ୟସ୍ତ ସ୍ୱାସ୍ଥ୍ୟସେବା ପ୍ରତିବାଦରେ ବିଜେପିର ବିକ୍ଷୋଭ ପ୍ରଦର୍ଶନ

ବରଗଡ଼, (ସତ୍ୟନାରାୟଣ ପ୍ରଧାନ) : ସ୍ୱାସ୍ଥ୍ୟ କ୍ଷେତ୍ରରେ ପଶ୍ଚିମ ଓଡ଼ିଶାକୁ ରାଜ୍ୟ ସରକାର ସବୁବେଳେ ଅବହେଳା କରିଆସୁଥିବା ବେଳେ ବରଗଡ଼ ଜିଲ୍ଲାର ମଧ୍ୟ ସ୍ୱାସ୍ଥ୍ୟ ସେବା ବିପର୍ଯ୍ୟସ୍ତ ହୋଇପଡିଛି । ସେହିପରି ଭିମସାର ବୁର୍ଲାରେ ଏକ୍‌ମୋ ମେସିନ ଲଗେଇବା ଦାବୀରେ ଆଜି ଭାଜପା ପକ୍ଷରୁ ବରଗଡ଼
Read More...

ମୁଖ୍ୟ ଡାକ୍ତରଖାନାରେ ଅଲ୍ଟ୍ରାସାଉଣ୍ଡ ସେବା କେବେ ଚାଲୁ ହେବ : ଆମ୍ ଆଦମୀ ପାର୍ଟି

ବରଗଡ଼, (ସତ୍ୟନାରାୟଣ ପ୍ରଧାନ) : ଜିଲ୍ଲାରେ ସ୍ୱାସ୍ଥ୍ୟ ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡିଥିବା ଅଭିଯୋଗ କରିଛି ଆମ୍ ଆଦମୀ ପାର୍ଟି । ଟୁକୁର୍ଲା- ଖେଦାପାଲି ସ୍ଥିତ ଜିଲ୍ଳା ମୁଖ୍ୟ ଡାକ୍ତରଖାନାରେ ଅଲ୍ଟ୍ରା ସାଉଣ୍ଡ ସେବା ନଥିବାରୁ ରୋଗୀମାନେ ବରଗଡ଼ ପୁରୁଣା ହସ୍ପିଟାଲକୁ ଆସୁଛନ୍ତି ଅଲ୍ଟ୍ରା
Read More...

ବନପାଳଙ୍କୁ ବିଦାୟକାଳୀନ ଓ ବନରକ୍ଷୀଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା

ବରଗଡ, (ନିରୋଜ କୁମାର ପାଣୀ) : ବରଗଡ ଜିଲ୍ଲା ଭଟଲି ବନାଞ୍ଚଳ ଅନ୍ତର୍ଗତ ଭଟିଲି ସେକ୍ସନର ବନପାଳ ସୁଦାମ ଜଗଦଲାଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ଓ ନୂତନ ଭାବରେ ଯୋଗଦାନ କରିଥିବା ଦ୍ୱାରୀ ବିଟର ବନରକ୍ଷୀ ଶ୍ରୀମତୀ ଲିଜି ମହାପାତ୍ରଙ୍କୁ ଶ୍ରୀ ଶ୍ରୀ ମା' ଘଣ୍ଟେଶ୍ୱରୀ ଟ୍ରଷ୍ଟ ବୋର୍ଡ ଭଟିଲି ଓ
Read More...

ମର୍ମନ୍ତୁଦ ଦୁର୍ଘଟଣା : ଯୁବକଙ୍କ କ୍ଷତ ବିକ୍ଷତ ଶବ ଉଦ୍ଧାର

ବରଗଡ଼, (ସତ୍ୟନାରାୟଣ ପ୍ରଧାନ) : ବରଗଡ଼ ଥାନ ଅନ୍ତର୍ଗତ କୁରୁଆ ଗ୍ରାମ ନିକଟସ୍ଥ ଏକ ବ୍ରିଜ ଉପରେ ଜନୈକ ଯୁବକଙ୍କ କ୍ଷତ ବିକ୍ଷତ ମୃତଦେହକୁ ପୋଲିସ ଉଦ୍ଧାର କରି ଘଟଣାର ତଦନ୍ତ ଆରମ୍ଭ କରିଛି । ମୃତ ଯୁବକର ପରିଚୟ ମିଳି ନଥିବା ବେଳେ ପାଖରେ ପଡିଥିବା ଏକ ମୋଟର ସାଇକେଲରୁ ତଦନ୍ତ କରି ଏହା
Read More...

ବରଗଡ଼ ଜିଲ୍ଲାରେ ପଲିଥିନ୍ କଟକଣା ଅଧପନ୍ତରିଆ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ଏକକ ବ୍ୟବହୃତ ପଲିଥିନ୍ ନିଷେଧକୁ ପ୍ରାୟ ଅଢେଇ ବର୍ଷ ବିତିବାକୁ ଯାଉଥିବା ବେଳେ ଏହାର କଟକଣା ଏକ ପ୍ରକାର ଅଧପନ୍ତରିଆ । କଟକଣା ଲାଗୁର ୧ ବର୍ଷ ପର୍ଯ୍ୟନ୍ତ ବରଗଡ଼ ଜିଲ୍ଲାରେ ଥିବା ୪ଟି ପୌର ପ୍ରଶାସନ ପକ୍ଷରୁ ସ୍ଥାନୀୟ ପୌରାଂଚଳର ବିଭିନ୍ନ ବ୍ୟବସାୟିକ
Read More...