Browsing Tag

bargarh news

କଂଗ୍ରେସ କର୍ମୀଙ୍କୁ ଉଠାଇ ନେଲା ପୋଲିସ

ବରଗଡ଼, (ସତ୍ୟନାରାୟଣ ପ୍ରଧାନ) : ଗତକାଲି ମଧ୍ୟରାତ୍ରିରେ ରାସ୍ତା ରୋକ କରିଥିବା କଂଗ୍ରେସ ନେତାମାନଙ୍କୁ ଉଠାଇ ନେଲା ବରଗଡ଼ ଟାଉନ ଥାନା ପୋଲିସ । ସୂଚନା ଅନୁସାରେ ଯେ, ଗତକାଲି ସଂଧ୍ୟାରେ ଜିଲ୍ଲା କଂଗ୍ରେସ ସଭାପତି ନିହାର ରଞ୍ଜନ ମହାନନ୍ଦଙ୍କ ନେତୃତ୍ୱରେ କର୍ମୀମାନେ ହାଜତ ମୃତ୍ୟୁ ଘଟଣାର
Read More...

ମେଗା ଭତ୍ତା ବଣ୍ଟନ କାର୍ଯ୍ୟକ୍ରମ

ବରଗଡ଼, (ସତ୍ୟନାରାୟଣ ପ୍ରଧାନ) : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନ୍ମ ଦିନ ପାଳନ ପରିପ୍ରେକ୍ଷୀରେ ମାସ ବ୍ୟାପୀ ବିଜେଡିର ସମାଜସେବା କାର୍ଯ୍ୟକ୍ରମରେ ଆଜି ସୋହେଲା ବ୍ଲକ ପରିସରରେ ଅସହାୟଙ୍କୁ ଭତ୍ତା ବଣ୍ଟନ କରାଯାଇଥିଲା । ଏହି ଅବସରରେ ଆୟୋଜିତ ମେଗା କାର୍ଯ୍ୟକ୍ରମରେ ଅତିଥି ଭାବେ
Read More...

ମମିତା ମେହେର ଏବଂ ଗୋବିନ୍ଦ କୁମ୍ଭାର ମୃତ୍ୟୁ ଘଟଣାର ସିବିଆଇ ତଦନ୍ତ ଦାବୀରେ କଂଗ୍ରେସର ରାସ୍ତା ଅବରୋଧ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ବରଗଡ଼ ତୋରା ଗ୍ରାମର ଗୋବିନ୍ଦ କୁମ୍ଭାର ହାଜତ ମୃତ୍ୟୁ ଘଟଣାର ତଦନ୍ତ ଇତିମଧ୍ୟରେ ଶୀତଳ ଭଣ୍ଡାରକୁ ଚାଲିଯାଇଥିବା ବେଳେ ମହାଲିଙ୍ଗ ସନସାଇନ ସ୍କୁଲର ଅଧ୍ୟକ୍ଷା ମମିତା ମେହେର ହତ୍ୟା ଘଟଣାର ତଦନ୍ତ ମଧ୍ୟ ଠିକ୍ ଭାବରେ ହୋଇପାରୁନାହିଁ ବୋଲି ପ୍ରତିବାଦ କରି
Read More...

ମମିତା ମେହେରଙ୍କୁ ନ୍ୟାୟ ପ୍ରଦାନ ଦାବୀରେ ବିଜେପୁର ଭୁଲିଆ ସମାଜର ବିକ୍ଷୋଭ ଓ ଦାବୀପତ୍ର ପ୍ରଦାନ

ବରଗଡ଼, (ସତ୍ୟନାରାୟଣ ପ୍ରଧାନ) : ବହୁ ଚର୍ଚ୍ଚିତ ମମିତା ମେହେର ହତ୍ୟା ଘଟଣାର ସିବିଆଇ ତଦନ୍ତ ଏବଂ ଅନ୍ୟ ଅଭିଯୁକ୍ତମାନଙ୍କୁ ତୁରନ୍ତ ଗିରଫ ଦାବୀରେ ଆଜି ବରଗଡ଼ ଜିଲ୍ଲା ବିଜେପୁର ବ୍ଲକ ଭୁଲିଆ ମେହେର ସମାଜ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯିବା ସହ ଏକ ଦାବୀପତ୍ର ସ୍ଥାନୀୟ ତହସିଲଦାରଙ୍କୁ
Read More...

ଅରୁଣାଚଳ ପ୍ରଦେଶରେ ଅବସ୍ଥାପିତ ଓଡ଼ିଆ ଅଧ୍ୟାପକ ଆବିଷ୍କାର କଲେ ତିନି ପ୍ରଜାତିର ନୂତନ ମାଛ

ବରଗଡ, (ସତ୍ୟନାରାୟଣ ପ୍ରଧାନ) : ନିକଟରେ ପ୍ରକାଶିତ ରିପୋର୍ଟ ଅନୁଯାୟୀ, ଅରୁଣାଚଳ ପ୍ରଦେଶର ଇଟାନଗରର ଡେରା ନାଟୁଙ୍ଗ ସରକାରୀ ମହାବିଦ୍ୟାଳୟର ପ୍ରାଣୀ ବିଜ୍ଞାନ ବିଭାଗ ତିନୋଟି ନୂତନ ପ୍ରଜାତିର ମାଛ ଆବିଷ୍କାର କରିଛି ।ସେମାନଙ୍କୁ Aborichthys uniobarensis, Aborichthys barapensis
Read More...

ବରଗଡ଼ ପୁରୁଣା ହସ୍ପିଟାଲର ୩୩/୦.୪ କେଭି ଗ୍ରୀଡ଼ ସବ୍‌ଷ୍ଟେସନ କାର୍ଯ୍ୟକ୍ଷମ କରାଯାଉ : ଆମ୍ ଆଦମୀ ପାର୍ଟି

ବରଗଡ, (ନିରୋଜ କୁମାର ପାଣୀ) : ବରଗଡ ମୁଖ୍ୟ ଚିକିତ୍ସାଳୟରେ ୨୪ ଘଣ୍ଟା ବିଦ୍ୟୁତ ସେବା ଯୋଗେଇ ଦେବା ପାଇଁ ସରକାର ୩୩/୦.୪ କେଭି ଗ୍ରୀଡ଼ ସବ୍ ଷ୍ଟେସନ ସ୍ଥାପନ କରିଥିଲେ । କିନ୍ତୁ ତାହା କାର୍ଯ୍ୟକ୍ଷମ ନହୋଇ ମୃତ ହୋଇ ପଡିରହିଛି । ଏହାକୁ କାର୍ଯ୍ୟକ୍ଷମ କରିବାକୁ ଏସ୍ .ଇ ଏଲେକ୍ଟ୍ରିକାଲ
Read More...

ବିଜେପୁର ବ୍ଲକରେ ମେଗା ସମନ୍ୱୟ ମେଳା

ବରଗଡ, (ସତ୍ୟନାରାୟଣ ପ୍ରଧାନ) : ବରଗଡ ଜିଲ୍ଲା ଅନ୍ତର୍ଗତ ବିଜେପୁର ବ୍ଲକ ପ୍ରାଙ୍ଗଣରେ ଓଡିଶା ଜୀବିକା ମିଶନ ଓ ମିଶନ ଶକ୍ତି ପକ୍ଷରୁ ଋଣ ସମନ୍ୱୟ ମେଳା ଅନୁଷ୍ଠିତ ହୋଇଯାଇଛି । ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ଜୀବିକା ମିଶନ ସଂଯୋଜକ ଶଙ୍କର ଚଳାନ ଯୋଗଦେଇଥିବା ବେଳେ ସମ୍ମାନିତ
Read More...

ବରଗଡ଼ ମହିଳା କଲେଜଠାରେ ରକ୍ତଦାନ ଶିବିର

ବରଗଡ଼, (ସତ୍ୟନାରାୟଣ ପ୍ରଧାନ) : ବରଗଡ଼ ମହିଳା କଲେଜଠାରେ ଭାରତୀୟ ରେଡକ୍ରସ ସୋସାଇଟି, ଯୁବ ରେଡକ୍ରସ ଦ୍ୱରା ସଂକୁଳ ସ୍ତରୀୟ ସ୍ୱେଚ୍ଛାସେବୀମାନଙ୍କ ଶିକ୍ଷା ଓ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଥିଲା । ଏଥିରେ ଅତିଥି ଭାବେ କଲେଜ ପରିଚାଳନା କମିଟିର ଅଧ୍ୟକ୍ଷ ତଥା ବରଗଡ଼ ବିଧାୟକ ଦେବେଶ
Read More...

ଯାମୁଟପାଲି ଗ୍ରାମରେ ସ୍ୱଚ୍ଛ ଭାରତ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ

ବରଗଡ, (ନିରୋଜ କୁମାର ପାଣୀ) : ଆଜି ନେହେରୁ ଯୁବ କେନ୍ଦ୍ର ବରଗଡ଼ର ସ୍ୱେଚ୍ଛାସେବୀ ରତିକାନ୍ତ ପ୍ରଧାନଙ୍କ ନେତୃତ୍ୱରେ ଯାମୁଟପାଲି ଗ୍ରାମରେ ସ୍ୱଚ୍ଛ ଭାରତ ଅଭିଯାନ ପାଳନ କରାଯାଇଛି । ଯାମୁଟପାଲି ଗ୍ରାମର ହେଲ୍ପିଂ ହେଣ୍ଡ୍ ୟୁଥ୍ କ୍ଲବର ଯୁବକମାନେ ମିଶି ଯାମୁଟପାଲି ଗ୍ରାମର ସିଂହରା କଟାକୁ
Read More...

ଜଗବନ୍ଧୁ ଦାସ ଡିଗ୍ରୀ ମହିଳା ମହାବିଦ୍ୟାଳୟ ଯୁବ ରେଡକ୍ରସ ଶିବିର ଉଦ୍‌ଯାପିତ

ବରଗଡ଼, (ସତ୍ୟନାରାୟଣ ପ୍ରଧାନ) : ବରପାଲି ସ୍ଥିତ ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ସଂକୁଳ ସ୍ତରୀୟ ଯୁବ ରେଡକ୍ରସ୍ ତାଲିମ ଶିବିର ଉଦ୍‌ଯାପିତ ହୋଇଯାଇଛି । ଗତ ତିନିଦିନ ଧରି ଆୟୋଜିତ ହୋଇଥିବା ଉକ୍ତ ଶିବିରର ଉଦ୍‌ଯାପନୀ ଦିବସରେ ଇପ୍ସ କୈଳାଶ ଚନ୍ଦ୍ର ବଳ ଯୋଗ ଦେଇ
Read More...