Browsing Tag

bargarh news

ବରପାଲି ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ଯୁବ ରେଡକ୍ରସ୍ ତାଲିମ ଶିବିର

ବରଗଡ଼, (ସତ୍ୟନାରାୟଣ ପ୍ରଧାନ) : ବରପାଲି ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ଯୁବ ରେଡକ୍ରସ୍ ତାଲିମ ଶିବିର ଆୟୋଜିତ ହୋଇଯାଇଛି । ଅଧକ୍ଷା ପଦ୍ମିନୀ ଦାସଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥି ଭାବେ ବିଜେପୁର ବିଧାୟିକା ରୀତା ସାହୁ ଯୋଗ ଦେଇ
Read More...

ନକଲି ଆର୍‌ଟିଓ ଗିରଫ୍‌

ବରଗଡ଼, (ସତ୍ୟନାରାୟଣ ପ୍ରଧାନ) : ବରଗଡ଼ ଜାତୀୟ ରାଜପଥ ବରାହଗୋଡା ନିକଟସ୍ଥ ଟୋଲଗେଟ ପାଖରେ ନିଜକୁ ଆର୍‌ଟିଓ ପରିଚୟ ଦେଇ ଭାରି ଯାନଗୁଡିକୁ ଅଟକାଇ ପଇସା ଅସୁଲି କରୁଥିବା ନକଲି ଆର୍‌ଟିଓ ଗିରଫ୍‌ ହୋଇଥିବା ଜଣାପଡିଛି । ଖବର ପାଇ ପୋଲିସ ତାକୁ ଥାନରେ ଅଟକ ରଖି ପଚରାଉଚରା କରୁଥିବା ସୂଚନା
Read More...

ଅଷ୍ଟମ ଶ୍ରେଣୀ ଛାତ୍ରଛାତ୍ରୀମାନଙ୍କ ସ୍ୱାଗତ ଉତ୍ସବ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ବରଗଡ଼ ଜିଲ୍ଲାର ବିଭିନ୍ନ ସରକାରୀ ଓ ବେସରକାରୀ ସ୍କୁଲଗୁଡିକରେ ଆଜି ସରକାରଙ୍କ ନିୟମ ମୁତାବକ ଅଷ୍ଟମ ଶ୍ରେଣୀ ଖୋଲାଯିବା ସହ ଆଲୋଚନା ମାଧ୍ୟମରେ ପାଠପଢ଼ା ଆରମ୍ଭ ହୋଇଛି । କରୋନା କଟକଣା ଯୋଗୁଁ ଗତ ଦେଢ ବର୍ଷ କାଳ ସ୍କୁଲ ବନ୍ଦ ହେବା ସହ ଛାତ୍ର ଛାତ୍ରୀ
Read More...

ତାଲପଦର ପଞ୍ଚାୟତ ଉଚ୍ଚ ମାଧ୍ୟମିକ ସ୍କୁଲରେ ଯୁବ ରେଡକ୍ରସ୍ ଶିବିର ଉଦ୍‌ଯାପିତ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ବିଜେପୁର ବ୍ଳକ ଅନ୍ତର୍ଗତ ତାଲପଦର ପଞ୍ଚାୟତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟଠାରେ ଯୁବ ରେଡକ୍ରସର ଶିକ୍ଷା ଓ ତାଲିମ ଶିବିର ଉଦ୍‌ଯାପିତ ହୋଇଯାଇଛି । ଗତ ୨୩ ତାରିଖରୁ ତିନି ଦିନ ଧରି ଅନୁଷ୍ଠିତ ହୋଇଥିବା ଏହି ଉତ୍ସବରେ ଆଜି ମୁଖ୍ୟ ଅତିଥି ଭାବେ ବିଜେପୁର
Read More...

ମାଗଣା ତୃତୀୟ କମ୍ପ୍ୟୁଟରୀକୃତ ଚକ୍ଷୁ ପରୀକ୍ଷା ଶିବିର ଅନୁଷ୍ଠିତ

ବରଗଡ, (ନିରୋଜ କୁମାର ପାଣୀ) : ବରଗଡ ନିଷ୍ଠା ପରିବାର ଓ ମହାନଦୀ ନେତ୍ର ଚିକିତ୍ସାଳୟ, ପଣ୍ଡାପାଲି, ବୀରମହାରାଜପୁରର ମିଳିତ ଆନୁକୂଲ୍ୟରେ ତୃତୀୟ ମାଗଣା କମ୍ପ୍ୟୁଟରୀକୃତ ଚକ୍ଷୁ ପରୀକ୍ଷା ଶିବିର ବନ୍ୟା ଆଶ୍ରୟ ସ୍ଥଳୀ, ଗଣ୍ଡତୁରୁମ, ଭେଡେନ, ବରଗଡ଼ଠାରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ୧୮୨
Read More...

ମୁକ୍ତା ସାହୁ ବିଜେପି ଓବିସି ମୋର୍ଚ୍ଚାର ରାଷ୍ଟ୍ରୀୟ କାର୍ଯ୍ୟକାରିଣୀ ସଦସ୍ୟା ରୂପେ ମନୋନୀତ

ବରଗଡ଼, (ସତ୍ୟନାରାୟଣ ପ୍ରଧାନ) : ବରଗଡ଼ ଜିଲ୍ଲା ପରିଷଦ ଅଧ୍ୟକ୍ଷା ଶ୍ରୀମତୀ ମୁକ୍ତା ସାହୁ ବିଜେପି ଓବିସି ମୋର୍ଚ୍ଚାର ରାଷ୍ଟ୍ରୀୟ କାର୍ଯ୍ୟକାରିଣୀ ସଦସ୍ୟା ରୂପେ ମନୋନୀତ ହୋଇଛନ୍ତି । ଓବିସି ମୋର୍ଚ୍ଚା ତରଫରୁ ପ୍ରକାଶିତ ପ୍ରେସ ରିଲିଜ ଅନୁଯାୟୀ ଦେଶର ୪୨ ଜଣ ସଭ୍ୟଙ୍କ ମଧ୍ୟରୁ ଓଡିଶା
Read More...

ବିଧାନସଭା ଗୃହ ସଦାଚାର କମିଟିର ବରଗଡ଼ ଜିଲ୍ଲା ଗସ୍ତ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ଜନ ପ୍ରତିନିଧି ଓ ଜିଲ୍ଲାସ୍ତରୀୟ ଅଧିକାରୀ, ତଥା ତୃଣମୂଳ ସ୍ତରରେ କାର୍ଯ୍ୟ କରୁଥିବା ଅଧିକାରୀମାନଙ୍କ ମଧ୍ୟରେ ସୁ ସଂପର୍କ ରକ୍ଷା କରି ନିଜ ଜିଲ୍ଲାର ବିକାଶ କାର୍ଯ୍ୟ ତ୍ୱରାନ୍ୱିତ କରାଯାଇ ପାରିବ ଏଥିପ୍ରତି ଯତ୍ନବାନ ହେବା ଆବଶ୍ୟକ ଅଟେ ବୋଲି ଆଜି ବରଗଡ଼
Read More...

ବରଗଡ଼ ରେଳଷ୍ଟେସନ ସମାସ୍ୟାର ସମାଧାନ ପାଇଁ ରେଳ କତ୍ତୃପକ୍ଷଙ୍କୁ ଭେଟିଲେ ଭାଜପା ପ୍ରତିନିଧି

ବରଗଡ଼, (ସତ୍ୟନାରାୟଣ ପ୍ରଧାନ) : ବରଗଡ଼ ରୋଡ଼ ରେଳଷ୍ଟେସନରେ ଲାଗି ରହିଥିବା ବହୁବିଧ ସମସ୍ୟାର ସମାଧାନ ପାଇଁ ବରଗଡ଼ ସାଂସଦ ସୁରେଶ ପୂଜାରୀଙ୍କ ନେତୃତ୍ୱରେ ଏକ ପ୍ରତିନିଧି ଦଳ ରେଳବାଇ କତ୍ତୃପକ୍ଷଙ୍କୁ ଭେଟିଛନ୍ତି । ବରଗଡ଼ ଜିଲ୍ଲା ଭାଜପାର ପ୍ରତିନିଧିମାନେ ସମ୍ବଲପୁର ସ୍ଥିତ ସମ୍ବଲପୁର
Read More...

ଗୃହ ରାଷ୍ଟ୍ର ମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ

ବରଗଡ଼, (ସତ୍ୟନାରାୟଣ ପ୍ରଧାନ) : କଳାହାଣ୍ଡି ଜିଲ୍ଲା ମହାଲିଙ୍ଗ ସ୍ଥିତ ସନ ସାଇନ୍ ପବ୍ଲିକ ସ୍କୁଲର ଅଧ୍ୟକ୍ଷା ମମିତା ମେହେରଙ୍କ ହତ୍ୟା ଘଟଣାରେ ସଂପୃକ୍ତ ଅଭିଯୋଗରେ ରାଜ୍ୟ ସରକାରଙ୍କ ଗୃହ ବିଭାଗ ରାଷ୍ଟ୍ର ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ଇସ୍ତଫା ଦାବୀ କରିବା ସହ କୁଶପୁତ୍ତଳିକା ଦାହ
Read More...

ପୁରାତନ ଛାତ୍ର ସଂଘର ବନ୍ଧୁ ମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ

ବରଗଡ଼, (ସତ୍ୟନାରାୟଣ ପ୍ରଧାନ) : ବରପାଲି ହାଇସ୍କୁଲର ପୁରାତନ ଛାତ୍ର ସଂଘର ବନ୍ଧୁ ମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ କୋହଳ କୋଭିଡ କଟକଣା ମଧ୍ୟରେ ଏହି ଉତ୍ସବ ପାଳନ କରାଯାଇଥିଲା । ଚଳିତ ବର୍ଷ ବରପାଲି ହାଇସ୍କୁଲର ୭୫ ତମ ପ୍ରତିଷ୍ଠା ଦିବସ
Read More...