Browsing Tag

bargarh news

ଶ୍ମଶାନରେ ଉଭୟ କେନ୍ଦ୍ର ଏବଂ ରାଜ୍ୟ ସରକାରଙ୍କ ପୋଷ୍ଟର ଲଗାଇଲା କଂଗ୍ରେସ

ବରଗଡ, (ସତ୍ୟ ନାରାୟଣ ପ୍ରଧାନ) : ସାରା ଦେଶରେ କରୋନା ମହାମାରୀ ତାର କାୟାବିସ୍ତାର କରୁଥିବା ବେଳେ ଉଭୟ କେନ୍ଦ୍ରରେ ଥିବା ମୋଦୀ ସରକାର ଏବଂ ରାଜ୍ୟରେ ଥିବା ନବୀନ ସରକାର ଜନସାଧାରଣଙ୍କୁ ବଞ୍ଚାଇବା ଛାଡ଼ି ଫଟୋ ରାଜନୀତି କରିବାରେ ବ୍ୟସ୍ତ ରହିଥିବା ଅଭିଯୋଗ କରିଛି କଂଗ୍ରେସ । ସେହିପରି ଭାବେ
Read More...

ସୁଷମା ବିଶ୍ୱାଳଙ୍କ ଅକାଳ ବିୟୋଗ

ବରଗଡ, (ନିରୋଜ କୁମାର ପାଣୀ) : ବରଗଡ ବ୍ଲକ ସରସରା ଗ୍ରାମ ପଞ୍ଚାୟତସ୍ଥିତ ରେଙ୍ଗାଲପାଲି ଗ୍ରାମ କୈଳାସ ବିଶ୍ୱାଳଙ୍କ ଧର୍ମପତ୍ନୀ ସୁଷମା ବିଶ୍ୱାଳ(୪୮ ବର୍ଷ ବୟସରେ)ଙ୍କ କିଡନୀ ଫେଲ୍‌ ଯୋଗୁଁ ଅକାଳ ବିୟୋଗ ହୋଇଥିବା ସୂଚନା ମିଳିଛି । ରେଙ୍ଗାଲପାଲିରେ ହଠାତ୍‌ ଅସୁସ୍ଥ ହେବାରୁ ବରଗଡ ବୁର୍ଲା
Read More...

ମାଟ୍ରିକ ପରୀକ୍ଷାରେ ବରଗଡ଼ ଜିଲ୍ଲାର ପାସ୍ ହାର ୯୬%

ବରଗଡ଼, (ସତ୍ୟନାରାୟଣ ପ୍ରଧାନ) : ଗତକାଲି ପ୍ରକାଶ ପାଇଥିବା ମାଟ୍ରିକ ପରୀକ୍ଷା ଫଳ ବରଗଡ଼ ଜିଲ୍ଲାର ପାସ୍ ହାର ଶତକଡ଼ା ୯୬.୯୬ ରହିଛି । ସେଥିମଧ୍ୟରୁ ଏ୧ ଗ୍ରେଡରେ ୮୪ ଜଣ ଛାତ୍ରଛାତ୍ରୀ ରହିଥିବା ବେଳେ ଏ୨ ଗ୍ରେଡରେ ୬୬୭ ଜଣ ଛାତ୍ରଛାତ୍ରୀ ରହିଛନ୍ତି । ଚଳିତ ବର୍ଷ ଜିଲ୍ଲାର ୩୨୦ଟି
Read More...

ଭିଡିଓ କନଫରେନ୍ସ ମାଧ୍ୟମରେ ଦୁଇଟି ଅକ୍ସିଜେନ ପ୍ଲାଣ୍ଟ ଭିତ୍ତି ପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ବରଗଡ଼, (ସତ୍ୟନାରାୟଣ ପ୍ରଧାନ) : ବରଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଉନ୍ନତମାନର ସ୍ୱାସ୍ଥ୍ୟ ସେବା ଯୋଗାଇ ଦେବା ପାଇଁ ଆଜି ଭିଡିଓ କନଫରେନ୍ସସିଂ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁଇଟି ଅକ୍ସିଜେନ ପ୍ଲାଣ୍ଟର ଭିତ୍ତି ପ୍ରସ୍ତର ସ୍ଥାପନ କରିଥିଲେ । ଏହି ଅବସରରେ ଆୟୋଜିତ
Read More...

ଉଠା ଦୋକାନୀଙ୍କୁ ସହାୟତା ରାଶି ପ୍ରଦାନ

ବରଗଡ଼, (ସତ୍ୟନାରାୟଣ ପ୍ରଧାନ) : କୋଭିଡ କଟକଣାରେ ବହୁ ଅସୁବିଧାର ସମ୍ମୁଖୀନ ହେଉଥିବା ରାଜ୍ୟର ଉଠା ଦୋକାନୀଙ୍କୁ ସାହାଯ୍ୟ କ୍ରମେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗତଦିନରେ ୩୦୦୦ ଟଙ୍କା ଲେଖାଏଁ ସହାୟତା ଦେବାକୁ ଘୋଷଣା କରିଥିଲେ । ଏହି କ୍ରମରେ ବରପାଲି ବ୍ଲକର ୨୩୩ ଜଣ ଉଠା ଦୋକାନୀଙ୍କୁ
Read More...

କୁମ୍ଭାରୀରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ

ବରଗଡ଼, (ସତ୍ୟନାରାୟଣ ପ୍ରଧାନ) : ପଶ୍ଚିମ ଓଡିଶାରେ ମଞ୍ଚ ନାଟକର ସୃଷ୍ଟିକର୍ତ୍ତା ଭାଷା, ଲୋକକଳା ସଂସ୍କୃତି, ଶବ୍ଦନୃତ୍ୟ, ସମ୍ବଲପୁରୀ ଲୋକନୃତ୍ୟର ପ୍ରଚାରକ, ଲୋକମହୋତ୍ସବର ଜନକ, କୋଶଳ ନାଟ୍ୟ ମହର୍ଷି ଗୁରୁ ଭଗବାନ ସାହୁଙ୍କ ୯୧ତମ ଜୟନ୍ତୀ ତାଙ୍କ ଜନ୍ମସ୍ଥାନ କୁମ୍ଭାରୀଠାରେ ପାଳିତ
Read More...

ଆମରଣ ଅନଶନରେ ବସିଲେ ଚାଷୀ

ବରଗଡ, (ନିରୋଜ କୁମାର ପାଣୀ) : ଫେଲ ମାରିଲା ଉପଜିଲ୍ଲାପାଳଙ୍କ ଲିଖିତ ପ୍ରତିଶ୍ରୁତି । ଧାନ ମାର୍କେଟ, ତହସିଲ ଅଫିସରେ ଧାରଣା ପରେ ଚାଷୀମାନେ ରାଜରାସ୍ତାରେ ରାସ୍ତାରୋକ କଲେ ହେଲେ କିଛି ସୁଫଳ ମିଳିଲାନି । ଜିଲ୍ଲା ପ୍ରଶାସନ ଓ ବିଭାଗୀୟ ଅଧିକାରୀଙ୍କ ଅବହେଳା ଯୋଗୁଁ ଶେଷରେ ଆମରଣ ଅନଶନରେ
Read More...

ରକ୍ତଦାନ ଶିବିର : ୩୭ ୟୁନିଟ ରକ୍ତ ସଂଗ୍ରହ

ବରଗଡ, (ନିରୋଜ କୁମାର ପାଣୀ) : ସ୍ୱର୍ଗତ ମାୟାଧର ସେଠଙ୍କ ଜନ୍ମ ଜୟନ୍ତୀ ପାଳନ ଅବସରରେ ମାୟାଧର ଯୁବକ ସଂଘର ଆନୁକୂଲ୍ୟରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ବିଜେପୁର ବ୍ଲକ ଖରମୁଣ୍ଡା ବାପୁଜି ଉଚ୍ଚ ବିଦ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମକୁ ଖରମୁଣ୍ଡା ଡାକ୍ତରଖାନାର ଅନୀଲ
Read More...

ଅତାବିରା ଥାନା ଅଞ୍ଚଳରେ ବ୍ୟାପକ ନିଶା କାରବାର : ଦୁଇ ଗିରଫ

ବରଗଡ, (ନିରୋଜ କୁମାର ପାଣୀ) : ବରଗଡ ଜିଲ୍ଲା ଅତାବିରା ଥାନା ଅଂଚଳର ବହୁତ ଦିନରୁ ନିଶା କାରବାର ବ୍ୟାପକ ଭାବରେ ବଢି ଚାଲିଛି । ବରଗଡ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ପଦ୍ମିନୀ ସାହୁଙ୍କ ନିର୍ଦ୍ଦେଶ କ୍ରମେ ଅତାବିରା ଥାନା ଅଧିକାରୀ ଦିଲିପ କୁମାର ବେହେରାଙ୍କ ନେତୃତ୍ୱରେ ବିଭିନ୍ନ ଅଂଚଳ ଗ୍ରସ୍ତ
Read More...

ଜୁନ ୨୫ରୁ ଚାଲିବ ଇସ୍ପାତ ଏକ୍ସପ୍ରେସ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ହାଓଡ଼ା-ଟିଟଲାଗଡ ଇସ୍ପାତ ସୁପର ଫାଷ୍ଟ ଏକ୍ସପ୍ରେସ ଆସନ୍ତା ୨୫ ତାରିଖରୁ ଚାଲିବ ବୋଲି ଦକ୍ଷିଣ ପୂର୍ବ ରେଳବାଇ କର୍ତ୍ତୃପକ୍ଷ ପତ୍ର ସଂଖ୍ୟା T-95/51/Spl Train,19-6-21ରେ ସୂଚିତ କରିଛନ୍ତି । ଉକ୍ତ ଦିନ ଇସ୍ପାତ ଏକ୍ସପ୍ରେସ ହାଓଡ଼ାରୁ ସକାଳ ୬:୩୫
Read More...