Browsing Tag

bargarh news

କୁମ୍ଭାରୀ କୃଷି ସମବାୟ ସମିତି ସମ୍ପାଦକଙ୍କ ଘରେ ଭିଜିଲାନ୍ସ ଚଢାଉ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ବରପାଲି ବ୍ଲକ ଅନ୍ତର୍ଗତ କୁମ୍ଭାରୀ କୃଷି ସମବାୟ ସମିତିର ସମ୍ପାଦକ ଗୈାର ଚନ୍ଦ୍ର ବୁଦ୍ଧିଆଙ୍କ ଘରେ ଏବଂ ତାଙ୍କ କାର୍ଯ୍ୟାଳୟରେ ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢାଉ କରାଯାଇ ୮୭.୫ ଲକ୍ଷ ଟଙ୍କାର ସମ୍ପତ୍ତି ତଦନ୍ତ ପରିସରଭୁକ୍ତ କରିଥିବା ସୂଚନା ମିଳିଛି ।
Read More...

ଖଟରେ ବୁହା ହେଲେ ରୋଗୀ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ଅତାବିରା ବ୍ଲକ ବୁଗବୁଗା ପଞ୍ଚାୟତ ଅନ୍ତର୍ଗତ କଣ୍ଟାତଳ ଗ୍ରାମକୁ ପକ୍କା ରାସ୍ତାଟିଏ ହୋଇପାରି ନାହିଁ । ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ଦ୍ବାରା ଅନେକ ଯୋଜନାରେ ପକ୍କା ରାସ୍ତା ନିର୍ମାଣ ହେଉଥିବା ବେଳେ କଣ୍ଟାତଳ ଗ୍ରାମ ପାଇଁ ସ୍ୱପ୍ନ ଅଟେ । ଅନ୍ୟପକ୍ଷରେ
Read More...

ସର୍ବାଙ୍ଗ ଦାନ କରିଥିବା ସ୍ୱର୍ଗତ ଚମ୍ପାବତୀ ପ୍ରଧାନଙ୍କ ଶ୍ରାଦ୍ଧ ଦିବସରେ ରକ୍ତଦାନ ଶିବିର ଅନୁଷ୍ଠିତ

ବରଗଡ, (ସତ୍ୟ ନାରାୟଣ ପ୍ରଧାନ) : ବିଶ୍ଵ ଅଙ୍ଗଦାନ ଦିବସରେ ନିଜର ସର୍ବାଂଗ ଦାନ କରିଥିବା ସ୍ୱର୍ଗତ ଚମ୍ପାବତୀ ପ୍ରଧାନଙ୍କ ଶ୍ରାଦ୍ଧ ଦିବସ ଅବସରରେ ଏକ ସ୍ୱେଛାକୃତ ରକ୍ତଦାନ ଶିବିର ଟିହିଁକିପାଲି, ଭେଡେନ ଠାରେ ଅନୁଷ୍ଠିତ ହୋଇଥିଲା । ଶିବିରକୁ ଗୌର ଚନ୍ଦ୍ର ପାଣଗ୍ରାହୀ ଫିତା କାଟି ଉଦ୍ଘାଟନ
Read More...

ପବିତ୍ର ସମ୍ପର୍କର ମୂକସାକ୍ଷୀ ହେଉଛି ରକ୍ଷା ବନ୍ଧନ ଉତ୍ସବ

ବରଗଡ, (ନିରୋଜ କୁମାର ପାଣୀ) : ଭାଇ ଭଉଣୀର ପବିତ୍ର ସମ୍ପର୍କର ମୂକସାକ୍ଷୀ ହେଉଛି ରକ୍ଷା ବନ୍ଧନ ଉତ୍ସବ ବା ରାକ୍ଷୀ ପୂର୍ଣ୍ଣିମା । କୋଭିଡ଼ କଟକଣା ସାମନ୍ୟ କୋହଳ ହେବା ପରେ ଏହି ଉତ୍ସବ ପାଇଁ ବରଗଡ଼ ସହର ଚଳଚଞ୍ଚଳ ହୋଇଥିଲା । ମାରୱାଡି ଯୁବାମଞ୍ଚର ଜାଗୃତି ଶାଖା ପକ୍ଷରୁ କରୋନା ଯୋଦ୍ଧା
Read More...

ମୁକ୍ତା ସାହୁ ବଲାଙ୍ଗିର ଜିଲ୍ଲାର ମହିଳା ମୋର୍ଚ୍ଚା ପର୍ଯ୍ୟବେକ୍ଷକ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ବରଗଡ଼ ଜିଲ୍ଲା ପରିଷଦ ଅଧ୍ୟକ୍ଷା ଶ୍ରୀମତୀ ମୁକ୍ତା ସାହୁ ବଲାଙ୍ଗିର ଜିଲ୍ଲାର ମହିଳା ମୋର୍ଚ୍ଚାର ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତି ପାଇଥିବାରୁ ବରଗଡ଼ ଜିଲ୍ଲା ମହିଳା ମୋର୍ଚ୍ଚା ସଭାନେତ୍ରୀ ସଂଗୀତ ଅଗ୍ରୱାଲ ଅଭିନନ୍ଦନ ଜ୍ଞାପନ କରିଛନ୍ତି । ଏଥିପାଇଁ
Read More...

କରୋନା ସଚେତନତା ଓ ମାକ୍ସ ବଣ୍ଟନ

ବରଗଡ଼, (ନିରୋଜ କୁମାର ପାଣୀ) : ଅଗ୍ରଣୀ ସାମାଜିକ ଅନୁଷ୍ଠାନ ଜନ କଲ୍ୟାଣ ସେବା ଟ୍ରଷ୍ଟ ପକ୍ଷରୁ ଗୋଡଭଗା ସାରସ୍ୱତ ମହାବିଦ୍ୟାଳୟରେ ୩୦୦ ଜଣ ଛାତ୍ରଛାତ୍ରୀ ମାନଙ୍କୁ ସଚେତନତା ଓ ମାକ୍ସ ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ମୁଖ୍ୟଅତିଥି ଭାବେ ଜନ କଲ୍ୟାଣ ସେବା ଟ୍ରଷ୍ଟର
Read More...

୫ଶହ କଫ ସିରଫ ଜବତ ସହ ୨ ଜଣଙ୍କୁ କୋର୍ଟ ଚାଲାଣ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ପଦ୍ମପୁର ଉପଖଣ୍ଡ ପାଇକମାଲ ପୋଲିସ ୫ଶହ କଫ ସିରଫ ଜବତ କରିବା ସହ ୨ ଜଣକୁ ଗିରଫ କରିଥିବା ଖବର ମିଳିଛି । ସୂଚନା ଅନୁସାରେ ଝାରବନ୍ଧ ଅଞ୍ଚଳରୁ କୋଶଲ ଚନ୍ଦ୍ର ସାହୁ, ଶୁଶିଲ ବନଛୋର, କଫ ସିରଫ ଚାଲାଣ କରୁଥିବା ନେଇ ପାଇକମାଲ ପୋଲିସ କୌଣସି
Read More...

ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ଜୟନ୍ତୀ ଉତ୍ସବ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ବରପାଲି ମହାବିଦ୍ୟାଳୟର ସମ୍ମିଳନୀ କକ୍ଷଠାରେ ଓଡ଼ିଶା ସାହିତ୍ୟ ଏକାଡେମୀ ପକ୍ଷରୁ ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ୧୫୯ ତମ ଜୟନ୍ତୀ ଉତ୍ସବ ପାଳିତ ହୋଇଯାଇଛି । ଓଡ଼ିଶା ସାହିତ୍ୟ ଏକାଡେମୀର ସଭ୍ୟ ତଥା ସମାଜ ଖବର କାଗଜର ପୂର୍ବତନ ସମ୍ପାଦକ ବାମାପଦ
Read More...

ରକ୍ଷା ବନ୍ଧନ ଓ କବି ଗଙ୍ଗାଧର ମେହେରଙ୍କ ଜୟନ୍ତୀ ଉତ୍ସବ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ବରଗଡ଼ ଚକରକେନ୍ଦ ଛକ ଠାରେ ଥିବା ଶାନ୍ତି ତପୋବନ ଆଶ୍ରମ, ମାତୃଛାୟା, ବାନପ୍ରସ୍ଥ ଆନୁକୂଲ୍ୟରେ ଅନୁଷ୍ଠିତ ପବିତ୍ର ରକ୍ଷା ବନ୍ଦନ ଓ ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ଜୟନ୍ତୀ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ଉତ୍ସବକୁ ସୋହେଲା କଲେଜର ପୂର୍ବତନ ଅଧକ୍ଷ
Read More...

ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ଜୟନ୍ତୀ ଉତ୍ସବ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ବରଗଡ଼ ଜିଲ୍ଲାର ବିଭିନ୍ନ ସ୍ଥାନରେ ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ଜୟନ୍ତୀ ଉତ୍ସବ ଜିଲ୍ଲାର ବିଭିନ୍ନ ସ୍ଥାନରେ ପାଳିତ ହୋଇଯାଇଛି । ଜିଲ୍ଲାର ସଦର ମହକୁମାଠାରେ ଆଜି ସକାଳୁ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାପାଳ ମୋନୀଷା ବାନାର୍ଜୀ ଗୋଶାଳା ଛକଠାରେ
Read More...