Browsing Tag

bargarh news

ଦେଶମାତୃକାର ସେବା କରି ଆଗେଇ ନେବା

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ଗତକାଲି ସ୍ୱାଧୀନତାର ୭୫ତମ ସ୍ୱାଧୀନତା ଦିବସ ପାଳନ ଅବସରରେ କୋଭିଡ କଟକଣା ମଧ୍ୟରେ କେବଳ ଶିକ୍ଷୟତ୍ରୀ ମାନଙ୍କ ଉପସ୍ଥିତିରେ ଜାତୀୟ ପତାକା ଉତ୍ତୋଳନ କରାଯାଇଥିଲା । ଅଗଷ୍ଟ ୧୪, ୧୯୪୭ ମଧ୍ୟ ରାତ୍ର ପର୍ଯ୍ୟନ୍ତ ଆମେ ବ୍ରିଟିଶ ଶାସନ ଅଧିନରେ ପ୍ରଜା ଥିଲେ ।
Read More...

୭୫ତମ ଜିଲ୍ଲା ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ବରଗଡ଼ ଜିଲ୍ଲା ସ୍ତରୀୟ ୭୫ତମ ସ୍ୱାଧୀନତା ଦିବସ ସ୍ଥାନୀୟ ଜର୍ଜ ହାଇସ୍କୁଲ ପଡ଼ିଆରେ ଅନୁଷ୍ଠିତ ହୋଇଯାଇଛି । କୋଭିଡ କଟକଣା ମଧ୍ୟରେ ଅନୁଷ୍ଠିତ ଏହି ଜାତୀୟ ଉତ୍ସବରେ ମୁଖ୍ୟ ଅତିଥି ଭାବେ ରାଜ୍ୟ ଅର୍ଥ ଓ ଅବକାରୀ ବିଭାଗ ମନ୍ତ୍ରୀ ନିରଞ୍ଜନ ପୂଜାରୀ ଯୋଗ ଦେଇ
Read More...

ରାଜ୍ୟ ଓବିସି ସୁରକ୍ଷା ମଂଚର ବୈଠକ ଅନୁଷ୍ଠିତ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ବରଗଡ଼ଠାରେ ଓଡ଼ିଶା ରାଜ୍ୟ ଓବିସି ସୁରକ୍ଷା ମଞ୍ଚର ଏକ ସାଧାରଣ ବୈଠକ ଅନୁଷ୍ଠିତ ହୋଇଯାଇଛି । ମଞ୍ଚର ସଭାପତି ଷଡ଼ାନନ ଭୋଇଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ସଂପାଦକ ଡ଼. ବୀରେନ୍ଦ୍ର କୁମାର ବାଗ ଯାଦବ ଓ ବରିଷ୍ଠ ସଦସ୍ୟ ଏଡଭୋକେଟ୍ ଶଶିଭୂଷଣ
Read More...

ବିଶ୍ଵ ଅଙ୍ଗଦାନ ଦିବସରେ ସ୍ଵେଚ୍ଛାକୃତ ରକ୍ତଦାନ ଶିବିରରୁ ୩୭ ୟୁନିଟ୍ ରକ୍ତ ସଂଗୃହୀତ

ବରଗଡ, (ନିରୋଜ କୁମାର ପାଣୀ) : ବରଗଡ଼ ରକ୍ତ ଭଣ୍ଡାରରେ ରକ୍ତର ଅଭାବକୁ କିଛିକାଂଶରେ ଦୂର କରିବା ପାଇଁ ମର୍ଣିଂ ୱାକ ଗ୍ରୁପ ଓ ନିଷ୍ଠା ପାରିବାରର ମିଳିତ ଉଦ୍ୟମରେ ଆଜି ବରଗଡ଼ର ଆଶା କିରଣଠାରେ ଏକ ସ୍ଵେଚ୍ଛାକୃତ ରକ୍ତ ଦାନ ଶିବିର ଅନୁଷ୍ଠିତ ହୋଇଥିଲା । ମୁଖ୍ୟ ଅତିଥି ଭାବରେ ବରଗଡ଼ ବିଧାୟକ
Read More...

୪ଟି ଜିଓ ଷ୍ଟୋରରେ ଜିଓ ମାର୍ଟ ଆରମ୍ଭ

ବରଗଡ, (ନିରୋଜ କୁମାର ପାଣୀ) : ବରଗଡ ଜିଲ୍ଲାର ଚାରୋଟି ଷ୍ଟୋରରେ ଜିଓ ମାର୍ଟ ସେବା ଆରମ୍ଭ ହୋଇଛି ଯେଉଁଥିରେ ଗ୍ରାହକମାନେ ଜିଓ ଷ୍ଟୋରରେ ଅନ୍‌ଲାଇନ୍‌ ମାଧ୍ୟମରେ ବିଭିନ୍ନ ପ୍ରକାର ସାମଗ୍ରୀଗୁଡିକ ନିଜ ପସନ୍ଦ ହିସାବରେ ବାଛି ପାରିବେ ଓ ସେହି ଜିନିଷ କମ୍‌ ଦରରେ କିଣିପାରିବେ । କମ୍ପାନୀ
Read More...

ବରଗଡରେ ନିର୍ମାଣ ହେବ କ୍ୟାନ୍ସର ହସ୍ପିଟାଲ

ବରଗଡ, (ନିରୋଜ କୁମାର ପାଣୀ) : ବରଗଡରେ ନିର୍ମାଣ ହେବ କ୍ୟାନ୍ସର ହସ୍ପିଟାଲ । ବରଗଡ ଜିଲ୍ଲାର ଜନସାଧାରଣଙ୍କ ଅନେକ ଦିନର ଆଶା ପୂରଣ ହେବାକୁ ଯାଉଛି । ଜିଲ୍ଲାରେ ସବୁଠାରୁ ଅଧିକ ଲୋକ କେନସର ରୋଗରେ ପୀଡିତା ହୋଇ ମୃତ୍ୟୁବରଣ କରୁଛନ୍ତି । ତେଣୁ ବରଗଡବାସୀ ସବୁବେଳେ ଅନେକ ବର୍ଷରୁ ରାଜ୍ୟ
Read More...

ଜିଲ୍ଲାପାଳ ମନୀଷା ବାନାର୍ଜୀଙ୍କୁ ସମ୍ବର୍ଦ୍ଧିତ କଲେ କଳାକାର ସଂଘ

ବରଗଡ଼ : (ସତ୍ୟ ନାରାୟଣ ପ୍ରଧାନ) ପଶ୍ଚିମ ଓଡ଼ିଶା କଳାକାର ମହାସଂଘ ପକ୍ଷରୁ ଗତକାଲି ଜିଲ୍ଲାପାଳ ମନୀଷା ବାନାର୍ଜୀଙ୍କୁ ସମ୍ବର୍ଦ୍ଧନା ଓ ଶୁଭେଚ୍ଛା ଜ୍ଞାପନ କରାଯାଇଛି । ଏହି ଅବସରରେ ସଂଘ କାର୍ଯ୍ୟାଳୟ ପରିସରରେ ଆୟୋଜିତ କାର୍ଯ୍ୟକ୍ରମରେ ମହାସଂଘର ଅଧକ୍ଷ ଚୈତନ୍ୟ ପାଇକ ସମ୍ବର୍ଦ୍ଧନା ସଭା
Read More...

ଇନ୍‌ଡୋର ଷ୍ଟାଡିୟମ ପାଇଁ ପଡ଼ିଆ ପରିଦର୍ଶନ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ବରଗଡ଼ ସଦର ମହକୁମାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ଵାରା ଘୋଷିତ ଇନଡୋର ଷ୍ଟାଡିୟମ ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ଜମି ଚିହ୍ନଟ ପ୍ରକ୍ରିୟା ଆରମ୍ଭ ହୋଇଛି । ଏହି କ୍ରମରେ ଆଜି ବରଗଡ଼ ଜିଲ୍ଲାପାଳ ମୋନୀଷା ବାନାର୍ଜୀଙ୍କ ସମେତ ବରଗଡ଼ ବିଧାୟକ
Read More...

ପ୍ରସ୍ତାବିତ ନୂତନ ଇନ୍‌ଡୋର ଷ୍ଟାଡିୟମକୁ ସହିଦ ମାଧୋ ସିଂଙ୍କ ନାମରେ ନାମିତ କରାଯାଉ : ଆପ୍

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ରାଜ୍ୟ ସରକାର ଖେଳର ବିକାଶ ପାଇଁ ବିଭିନ୍ନ ସ୍ଥାନରେ ଇନ୍‌ଡୋର ଷ୍ଟାଡିୟମ ନିର୍ମାଣ କରିବାକୁ ନିଷ୍ପତ୍ତି ନେଇଛନ୍ତି ଯାହାକି ସ୍ୱାଗତ ଯୋଗ୍ୟ ପଦକ୍ଷେପ କିନ୍ତୁ ତାହାକୁ ସହିଦ ମାଧୋ ସିଂଙ୍କ ନାମରେ ନାମିତ କରିବାକୁ ଆମ୍ ଆଦମୀ ପାର୍ଟି ଦାବୀ କରିଛି ।
Read More...

ଡିଆର୍‌ଡିଏ ସମ୍ମିଳନୀ କକ୍ଷରେ ୭୫ତମ ସ୍ୱାଧୀନତା ଦିବସର ଆଜାଦିକା ଅମୃତ ମହୋତ୍ସବ ଅନୁଷ୍ଠିତ

ବରଗଡ, (ନିରୋଜ କୁମାର ପାଣୀ) : ଆଜି ବରଗଡ ଜିଲ୍ଲା ଡିଆର୍‌ଡିଏ ସମ୍ମିଳନୀ କକ୍ଷରେ ୭୫ତମ ସ୍ୱାଧୀନତା ଦିବସର ଆଜାଦିକା ଅମୃତ ମହୋତ୍ସବ ଅବସରରେ ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ବିଭାଗର ଏକ ସେମିନାର ଆୟୋଜିତ ହୋଇଥିଲା ଏହି କାର୍ଯ୍ୟକ୍ରମରେ ମନ୍ତ୍ରୀ ସୁଶାନ୍ତ ସିଂହ ଯୋଗ ଦେଇଥିଲେ । ଏଥିରେ
Read More...