Browsing Tag

bargarh news

ସତଲମା କେନାଲ କଡ଼ରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ

ବରଗଡ, (ସତ୍ୟ ନାରାୟଣ ପ୍ରଧାନ) : ଆଜି ବରଗଡ ଜିଲ୍ଲା ବରପାଲି ବ୍ଲକ ଅନ୍ତର୍ଗତ ସତଲମା କେନାଲରେ ଦିବଂଗତ ବିଧାୟକ ସୁବଳ ସାହୁଙ୍କ ସୃତି ଉଦ୍ୟେଶ୍ୟରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ପ୍ରଥମେ ହଲଦିପାଲି ବ୍ରିଜରୁ ଆରମ୍ଭ କରି ସତଲମା ପର୍ଯ୍ୟନ୍ତ କେନାଲର ଉଭୟ ପାର୍ଶ୍ୱରେ
Read More...

ପଞ୍ଚାୟତ ମହାବିଦ୍ୟାଳୟରେ ସ୍ୱଚ୍ଛତା ପକ୍ଷ ପାଳିତ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ସ୍ଥାନୀୟ ପଞ୍ଚାୟତ ମହାବିଦ୍ୟାଳୟଠାରେ ଜାତୀୟ ସେବା ଯୋଜନା(ଏନ୍ଏସ୍ଏସ୍) ତରଫରୁ ସ୍ୱଚ୍ଛତା ପକ୍ଷ କାର୍ଯ୍ୟକ୍ରମ ଆଜି ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ପଞ୍ଚାୟତ ମହାବିଦ୍ୟାଳୟର ଅଧ୍ୟକ୍ଷ ଅର୍ଥନୀତି ବିଭାଗର ପ୍ରଫେସର ଡକ୍ଟର ପତିତପାବନ ସାହୁ ଉକ୍ତ
Read More...

ବଜରଙ୍ଗଦଳର ନୂତନ ସଂଯୋଜକ ସମ୍ବର୍ଦ୍ଧିତ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ଆଜି ବଜରଙ୍ଗ ଦଳ ବରଗଡ଼ ଜିଲ୍ଲା ତରଫରୁ ଜିଲ୍ଲା ସଂଯୋଜକ ଟିକୁ ବନ୍‌ଛୋରଙ୍କ ନେତୃତ୍ଵରେ ନୂତନ ଭାବେ ପ୍ରାନ୍ତ ସହ ସଂଯୋଜକ ଦାୟିତ୍ୱ ପାଇଥିବାରୁ ସତ୍ୟକେତନ ମହାନ୍ତି (କୁନୁ ମହାନ୍ତି) ଓ କିଶୋର ବିଭାରଙ୍କୁ ବଜରଙ୍ଗ ଦଳ ଜିଲ୍ଲା କାର୍ଯ୍ୟାଳୟରେ ସ୍ୱାଗତ
Read More...

ବିଜୁ ଛାତ୍ର ଜନତା ଦଳର ଜିଲ୍ଲା କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ଗତକାଲି ବିଜୁ ଛାତ୍ର ଜନତା ଦଳର ଜିଲ୍ଲା କାର୍ୟ୍ୟକାରିଣୀ ବୈଠକ ଜିଲ୍ଲା ସଭାପତି କରନ ସିକନ୍ଦରଙ୍କ ନେତୃତ୍ୱରେ ବରଗଡ଼ ବିଜୁ ପଟ୍ଟନାୟକ ଟାଉନ ହଲ ଠାରେ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ବରଗଡ଼ ବିଧାୟକ ଦେବେଶ ଆଚାର୍ଯ୍ୟ, ରାଜ୍ୟ ସାଧାରଣ ସମ୍ପାଦକ ତଥା
Read More...

ଶିଶୁ ଶ୍ରୀ ଭ୍ରାମ୍ୟମାଣ ପାଠାଗାର

ବରଗଡ଼, (ସତ୍ୟନାରାୟଣ ପ୍ରଧାନ) : ବରଡୋଲ ସିମେଣ୍ଟ ନଗର ସ୍ଥିତ ସାଧନା ମନ୍ଦିର ଶ୍ରୀ ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା ଓ ଗବେଷଣା କେନ୍ଦ୍ରଠାରେ ଶିଶୁ ଶ୍ରୀ ଭ୍ରାମ୍ୟମାଣ ପାଠାଗାରର ଏକ ଶିକ୍ଷଣୀୟ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ପାଠାଗାର ମୁଖ୍ୟ ଉଦ୍ୟୋକ୍ତା ରବିନାରାୟଣ ସାହୁଙ୍କ
Read More...

ଦଳିତ ସମୁଦାୟଙ୍କ ପକ୍ଷରୁ ପ୍ରତିବାଦ ଦିବସ ପାଳିତ

ବରଗଡ଼, (ସତ୍ୟନାରାୟଣ ପ୍ରଧାନ) : ଦଳିତ ଖ୍ରୀଷ୍ଟିଆନ ଓ ମୁସଲମାନ ଭାଇ ଭଉଣୀମାନଙ୍କୁ ଅନୁସୂଚିତ ଜାତି ତାଲିକାରୁ ବାଦ ଦେବା ଯୋଗୁଁ ଅଗଷ୍ଟ ୧୦ ତାରିଖରେ ପ୍ରତିବାଦ ଦିବସ ଭାବେ ପାଳନ କରି ଆସୁଛନ୍ତି । ଏହି ପରିପ୍ରେକ୍ଷୀରେ ଆଜି ନେସ୍‌ନାଲ୍‌ କାଉନସିଲ ଅଫ ଦଳିତ ଖ୍ରୀଷ୍ଟିଆନ ବରଗଡ଼ ଜିଲ୍ଲା
Read More...

ମହାଶକ୍ତି ଫାଉଣ୍ଡେସନ ଓ ନାବାର୍ଡ ଓଡିଶା ଆନୁକୂଲ୍ୟରେ କୃଷକ ଉତ୍ପାଦକ ସଙ୍ଘର ପ୍ରଶିକ୍ଷଣ ଶିବିର

ବରଗଡ଼, (ସତ୍ୟନାରାୟଣ ପ୍ରଧାନ) : ଆଜି ବରଗଡ ଜିଲ୍ଲା ଗ୍ରାମ୍ୟ ଉନ୍ନୟନ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷଠାରେ ମହାଶକ୍ତି ଫାଉଣ୍ଡେସନ ଓ ନାବାର୍ଡ ଓଡିଶା ଆଞ୍ଚଳିକ କାର୍ଯ୍ୟାଳୟ ଆନୁକୂଲ୍ୟରେ କୃଷକ ଉତ୍ପାଦକ ସଂଘର ଦିନିକିଆ ତାଲିମ୍ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ
Read More...

ଜିଲ୍ଲା ସ୍ତରୀୟ ସ୍ୱାଧୀନତା ଦିବସ ପାଳନ ପାଇଁ ପ୍ରସ୍ତୁତି ବୈଠକ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ବରଗଡ଼ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷଠାର ଜିଲ୍ଲା ସ୍ତରୀୟ ସ୍ୱାଧୀନତା ଦିବସ ପାଳନ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ମନୀଷା ବାନାର୍ଜୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ଜିଲ୍ଲା ପ୍ରଶାସନ ଏବଂ ପୋଲିସ ପ୍ରଶାସନର
Read More...

ବରଗଡ଼ ଶିକ୍ଷା ଜିଲ୍ଲା ପ୍ରାଥମିକ ବିଦ୍ୟାଳୟରେ ଦୁର୍ନୀତି : ତଦନ୍ତ ପାଇଁ ଦାବୀ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ବରଗଡ଼ ଶିକ୍ଷା ଜିଲ୍ଲାର ବିଭିନ୍ନ ପ୍ରାଥମିକ ବିଦ୍ୟାଳୟଗୁଡିକରେ କରୋନା କଟକଣା ସମୟରେ ଜିନିଷ କିଣାରେ ମିଥ୍ୟା ବିଲ୍ ଦେଇ ଅର୍ଥ ଆତ୍ମସାତ ଅଭିଯୋଗରେ ଗତକାଲି ବରଗଡ଼ ଜିଲ୍ଲା ଭାଜପା ପକ୍ଷରୁ ଜିଲ୍ଲା ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ
Read More...

ବରଗଡ଼ ମୁଣ୍ଡାପଡାରେ ବିଶ୍ୱ ଆଦିବାସୀ ଦିବସ ପାଳିତ

ବରଗଡ଼, (ସତ୍ୟନାରାୟଣ ପ୍ରଧାନ) : ସାରା ବିଶ୍ୱରେ ଅଗଷ୍ଟ ୯ ତାରିଖକୁ ବିଶ୍ଵ ଆଦିବାସୀ ଦିବସ ଭାବେ ପାଳନ କରାଯାଏ । ଚଳିତ ବର୍ଷ ବରଗଡ଼ ମୁଣ୍ଡାପଡାରେ ଏହି ଦିବସ ପାଳନ କରାଗଲା । ମହାପୁରୁଷ ବିର୍ଷା ମୁଣ୍ଡା ଓ ବାବା ସାହେବ ଆମ୍ବେଦକରଙ୍କ ଫୋଟୋ ଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ କରାଯାଇଥିଲା ।
Read More...