Browsing Tag

bargarh news

ବିଜୁ ଜନତା ଦଳ ମହିଳା ଶାଖାର ନଗର ସଭାନେତ୍ରୀ ହେଲେ କଳ୍ପନା ମାଝୀ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ବରଗଡ଼ ନଗର ବିଜୁ ଜନତା ଦଳର ମହିଳା ଶାଖା ସଭାନେତ୍ରୀ ଭାବେ ଶ୍ରୀମତୀ କଳ୍ପନା ମାଝୀଙ୍କୁ ରାଜ୍ୟ ସଭାନେତ୍ରୀ ତଥା ଅତାବିରା ବିଧାୟିକା ସ୍ନେହାଙ୍ଗିନୀ ଛୁରିଆ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁମୋଦନ କ୍ରମେ ମନୋନୀତ କରିଛନ୍ତି । ଫଳରେ ବରଗଡ଼
Read More...

ସମ୍ବଲପୁରୀ ବସ୍ତ୍ରାଳୟରେ ଜାତୀୟ ହସ୍ତତନ୍ତ ଦିବସ ପାଳିତ : ଗିଫ୍ଟ ଭାଉଚରର ଶୁଭାରମ୍ଭ

ବରଗଡ଼, (ସତ୍ୟନାରାୟଣ ପ୍ରଧାନ) : ବରଗଡ଼ ସହର ସମ୍ବଲପୁରୀ ବସ୍ତ୍ରାଳୟର ମୁଖ୍ୟ କାର୍ଯ୍ୟାଳୟ ସମ୍ମୁଖରେ ଥିବା ମେଗା ସୋରୁମ ଠାରେ ଜାତୀୟ ହସ୍ତତନ୍ତ୍ର ଦିବସ ପାଳିତ ହୋଇଯାଇଛି । ମୁଖ୍ୟ ଅତିଥି ଭାବେ ସମ୍ବଲପୁରୀ ବସ୍ତ୍ରାଳୟର ପ୍ରଶାସିକା ତଥା ବରଗଡ଼ ଜିଲ୍ଲାପାଳ ମୋନୀଷା ବାନାର୍ଜୀ ଯୋଗ ଦେଇ
Read More...

ବରଗଡ଼ ବିଜୁ ଛାତ୍ର ଜନତା ଦଳର ବ୍ଲକ୍ ସ୍ତରୀୟ ବୈଠକ ଅନୁଷ୍ଠିତ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ଗତକାଲି ବିଜୁ ଛାତ୍ର ଜନତା ଦଳର ରାଜ୍ୟ ସାଧାରଣ ସମ୍ପାଦକ ତଥା ବରଗଡ଼ ଜିଲ୍ଲା ପର୍ଯ୍ୟବେକ୍ଷକ, ବରଗଡ଼ ଜିଲ୍ଲା ସଭାପତି କରନ ସିକନ୍ଦର, ଜିଲ୍ଲା ଉପ ସଭାପତି ନୀଳାମ୍ବର ଦୀପ, ଆଇ.ଟି କୋଡ଼ିନେଟର ଭୂପତି ପ୍ରଧାନଙ୍କ ସହିତ ବ୍ଲକ୍ ସ୍ତରୀୟ ବୈଠକ ଅନୁଷ୍ଠିତ
Read More...

ସଠିକ୍‌ ସମୟରେ ରକ୍ତଦାନ କରି ୧୦ ବର୍ଷର ଶିଶୁର ଜୀବନ ବଞ୍ଚାଇଲା ସଂକଲ୍ପ ପରିବାର

ବରଗଡ଼, (ନିରୋଜ କୁମାର ପାଣୀ) : ବରଗଡ଼ ରକ୍ତ ଭଣ୍ଡାର ସମେତ ବୁର୍ଲା ତଥା ଆଖପାଖ ସମସ୍ତ ରକ୍ତ ଭଣ୍ଡାର ମାନଙ୍କରେ ରକ୍ତର ଘୋର ଅଭାବ ଦେଖାଯାଉ ଥିବାରୁ ବର୍ତ୍ତମାନ ଲୋକେ ରକ୍ତ ବୁନ୍ଦାଏ ପାଇବା ପାଇଁ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି । ଏପରି ଏକ ଅସହାୟ ସମୟରେ ଅମ୍ବାଭୋନା
Read More...

ବରଗଡ଼ ମାତୃଛାୟାରେ ଅନ୍ତେବାସିନୀଙ୍କ ପରଲୋକ

ବରଗଡ଼, (ନିରୋଜ କୁମାର ପାଣୀ) : ଆଜି ଭୋର ସମୟରେ ଶାନ୍ତି ତପୋବନ ଆଶ୍ରମ ସ୍ଥିତ ବାନପ୍ରସ୍ଥର ଅନ୍ତେବାସିନୀ ସରୋଜିନୀ ଦାଶ ପରଲୋକ ଗମନ କରିଛନ୍ତି । ମୃତ୍ୟୁ ସମୟରେ ତାଙ୍କୁ ୮୨ ବର୍ଷ ହେଉଥିବା ବେଳେ ସେ ଗତ ୮ ବର୍ଷ ହେଲା ମାତୃଛାୟା ସ୍ଥିତ ବାନପ୍ରସ୍ଥ ଆଶ୍ରମରେ ଅନ୍ତେବାସୀ ଭାବରେ ରହି
Read More...

ସମ୍ବଲପୁରୀ ଗୀତ ‘ପାଗଲ୍‌ ପ୍ରେମୀ’ ରେକର୍ଡିଂ ହେଲା

ବରଗଡ, (ସତ୍ୟନାରାୟଣ ପ୍ରଧାନ) : ପ୍ରେମ ପାଇଁ ଅନେକ ସଂଘର୍ଷ କରି ଜଣେ ଝିଅ କିମ୍ବା ଜଣେ ପୁଅର ମନକୁ କିଣିବାକୁ ହୋଇଥାଏ । କେତେବେଳେ ରାଗ ରୁଷା ତ ଆଉ କେତେବେଳେ ମାନ ଅଭିମାନ।ତେବେ ପ୍ରେମରୁ ପ୍ରତାରଣା ପାଇବା ପରେ କିଭଳି ତା ପଛରେ ପାଗଳ ଭଳି ଯୁବକ ଜଣକ ରାସ୍ତା କଡରେ ବୁଲିଥାଏ । ତାହାକୁ
Read More...

ରେଳବାଇ ଓଭର ବ୍ରିଜ ଶୀଘ୍ର ଶେଷ ପାଇଁ ଆଲୋଚନା

ବରଗଡ଼, (ସତ୍ୟନାରାୟଣ ପ୍ରଧାନ) : ବରପାଲି ଠାରେ ନିର୍ମାଣଧୀନ ଥିବା ରେଳବାଇ ଓଭର ବ୍ରିଜ ଓ ବାଇପାସ୍ ରାସ୍ତା ନିର୍ମାଣ କାର୍ଯ୍ୟରେ ଉପୁଜିଥିବା ସମସ୍ୟାର ସମାଧାନ ପାଇଁ ବିଜେପୁର ବିଧାୟିକା ରୀତା ସାହୁ ଏବଂ ସ୍ଥାନୀୟ ପ୍ରଶାସନିକ ଅଧିକାରୀଙ୍କ ଉପସ୍ଥିତିରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି ।
Read More...

ଅତାବିରା ଆଞ୍ଚଳିକ ବାରିକ ସଂଘର କାର୍ଯ୍ୟକାରୀ କମିଟୀ ବୈଠକ

ବରଗଡ଼, (ନିରୋଜ କୁମାର ପାଣୀ) : ବରଗଡ ଜିଲ୍ଲା ଅତାବିରା ବ୍ଲକ ଅନ୍ତର୍ଗତ ଗୋଡ଼ଭଗା ମା' ସମଲେଇ ମନ୍ଦିର ପ୍ରାଙ୍ଗଣରେ ଅତାବିରା ଆଞ୍ଚଳିକ ବାରିକ ସଂଘର କାର୍ଯ୍ୟକାରୀ କମିଟିର ଏକ ବିଶେଷ ଅଧିବେଶନ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ସଭାରେ ସଭାପତି ଭାବେ ହାରାଧନ ବାରିକ ଓ କାର୍ଯ୍ୟକାରୀ ସଭାପତି
Read More...

ନାଗପଡ଼ା ଗ୍ରାମକୁ ରାଜସ୍ୱ ଗ୍ରାମରେ ପରିଣତ କରିବା ପାଇଁ ଦାବୀପତ୍ର

ବରଗଡ, (ନିରୋଜ କୁମାର ପାଣୀ) : ବରଗଡ ଜିଲ୍ଲା ଭେଡେନ ବ୍ଲକ ଅନ୍ତର୍ଗତ ରେମଣ୍ଡା ପଞ୍ଚାୟତ ନାଗପଡା ଗ୍ରାମର ରେମଣ୍ଡା ଗ୍ରାମପଞ୍ଚାୟତରେ ଅଧିନରେ ରହିଛି । ଆଜି ଭେଡେନ ତହସିଲଦାର ଅନୀଲ କୁମାର ହୋତାଙ୍କୁ ନାଗପଡ଼ା ଗ୍ରାମକୁ ରାଜସ୍ୱ ଗ୍ରାମରେ ପରିଣତ କରିବା ପାଇଁ ଦାବୀପତ୍ର ପ୍ରଦାନ କରିଛନ୍ତି
Read More...

ବିଧାୟିକା ରୀତା ସାହୁଙ୍କ ସଂଗ୍ରହାଳୟର ମରାମତି କାର୍ଯ୍ୟର ତଦାରଖ

ବରଗଡ଼, (ସତ୍ୟନାରାୟଣ ପ୍ରଧାନ) : ବରପାଲି ସ୍ଥିତ ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସଂଗ୍ରାହାଳୟର ଓ ଗବେଷଣା କେନ୍ଦ୍ରର ସମ୍ପୂର୍ଣ୍ଣ ମରାମତି କାର୍ଯ୍ୟକୁ ଆଜି ବିଜେପୁର ବିଧାୟିକା ରୀତା ସାହୁ ବୁଲି ଦେଖିବା ସହ କାମ ଶୀଘ୍ର ଶେଷ କରିବାକୁ କହିଥିଲେ । ୧୯୭୦ରୁ କବି ଗଙ୍ଗାଧର ମେହେରଙ୍କ ବାସ
Read More...