Browsing Tag

bargarh news

ମନ୍ତ୍ରୀ ସୁଶାନ୍ତ ସିଂଙ୍କ ଦ୍ଵାରା ନବ ନିର୍ମିତ ଅଫିସ ଉଦ୍‌ଘାଟିତ

ବରଗଡ଼, (ସତ୍ୟନାରାୟଣ ପ୍ରଧାନ) : ବରଗଡ଼ ଜିଲ୍ଲା ଅମ୍ବାଭୋନା ତହସିଲ ଅନ୍ତର୍ଗତ ବୁଙ୍ଗାପାଲି ଏବଂ ଭୁକ୍ତା ଠାରେ ଆଜି ରାଜସ୍ୱ ନୀରିକ୍ଷକଙ୍କ କାର୍ଯ୍ୟାଳୟ ଓ ନୂତନ ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟର ନୂତନ କୋଠାକୁ ଶ୍ରମମନ୍ତ୍ରୀ ସୁଶାନ୍ତ ସିଂ ଉଦ୍‌ଘାଟନ କରିଥିଲେ । ଉଦଘାଟନୀ ଉତ୍ସବରେ
Read More...

ସରସର ଗ୍ରାମରେ ରକ୍ତଦାନ ଶିବିର

ବରଗଡ଼, (ସତ୍ୟନାରାୟଣ ପ୍ରଧାନ) : କରୋନା ସମୟରେ ରକ୍ତାଭାବକୁ ଦୂର କରିବା ପାଇଁ ବରଗଡ଼ ବିଧାୟକ ଦେବେଶ ଆଚାର୍ଯ୍ୟଙ୍କ ତତ୍ୱାବଧାନରେ ଆଜି ସରସରା ଗାଁର ଉଚ୍ଚ ବିଦ୍ୟାଳୟଠାରେ ବିଜୁ ଯୁବ, ଛାତ୍ର ଜନତା ଦଳ ତରଫରୁ ଏକ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । ଉକ୍ତ ଶିବିରରେ
Read More...

କଟକ ୱଡସ ସମ୍ବଲପୁର ଓଡ଼ିଆ ଚଳଚ୍ଚିତ୍ରର ସୁଟିଂ ଆରମ୍ଭ

ବରଗଡ଼, (ସତ୍ୟନାରାୟଣ ପ୍ରଧାନ) : ରାଜ୍ୟ ସରକାର ଚଳଚ୍ଚିତ୍ର ଏବଂ ସିରିଏଲର ଇନ୍‌ଡୋର ଆଉଟଡୋର ସୁଟିଂ ପାଇଁ ଅନୁମତି ଦେବା ପରେ ବରଗଡ଼ ଜିଲ୍ଲାର ବିଭିନ୍ନ ସ୍ଥାନରେ କଟକ ୱଡସ ସମ୍ବଲପୁର ଓଡ଼ିଆ ଚଳଚ୍ଚିତ୍ରର ସୁଟିଂ ଆରମ୍ଭ ହୋଇଛି । ଅଭିନେତା ସମ୍ୱିତ ଆଚାର୍ଯ୍ୟ ଓ ଅଭିନେତ୍ରୀ ସୁସ୍ମିତା
Read More...

ନୂତନ ଘରୋଇ ବସଷ୍ଟାଣ୍ଡରୁ ଆସନ୍ତା ବାହୁଡ଼ାରୁ ବସ ଗଡିବ

ବରଗଡ଼, (ସତ୍ୟନାରାୟଣ ପ୍ରଧାନ) : ବହୁ ବାଦ ବିବାଦର ଅନ୍ତ ଘଟିଛି । ଘରୋଇ ବସ୍ ମାଲିକ ସଂଘ ଏବଂ ପୈ।ର ପରିଷଦ ମଧ୍ୟରେ ଆପୋଷ ବୁଝାମଣା ହୋଇଥିବା ଜଣାପଡିଛି । ଆସନ୍ତା ଜୁଲାଇ ୨୦ ତାରିଖରୁ ନୂତନ ଭାବେ ନିର୍ମିତ ଘରୋଇ ବସଷ୍ଟାଣ୍ଡରୁ ବସ ଯାତାୟାତ ଆରମ୍ଭ ହେବ ବୋଲି ଘରୋଇ ବସ୍ ମାଲିକ ସଂଘ
Read More...

ଘରୋଇ ବସଷ୍ଟାଣ୍ଡ କାର୍ଯ୍ୟକ୍ଷମ ପାଇଁ ପ୍ରୟାସ ଆରମ୍ଭ : ଜିଲ୍ଲାପାଳଙ୍କ ଅଚାନକ ପରିଦର୍ଶନ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ବହୁ ବାଦବିବାଦ ହୋଇ ଦୀର୍ଘଦିନ ଧରି ପୌରପରିଷଦ ଦ୍ୱାରା ନିର୍ମିତ ଘରୋଇ ବସଷ୍ଟାଣ୍ଡ ପଡ଼ି ରହିଥିଲା । କିଛି ଦିନ ପୂର୍ବେ ବିଭିନ୍ନ ଗଣମାଧ୍ୟମରେ ଖବର ପ୍ରକାଶ ପାଇବା ପରେ ଆଜି ନୂତନ ଜିଲ୍ଲାପାଳ ତଥା ପୌର ପ୍ରଶାସିକା ମନୀଷା ବାନାର୍ଜୀ ବନ୍ଦ୍ ହୋଇ ପଡି
Read More...

ଚାଷୀ ପଞ୍ଜିକରଣ ପାଇଁ ସଚେତନତା ରଥ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ୨୦୨୧-୨୨ ଖରିଫ୍ ଋତୁରେ ଧାନ ବିକ୍ରି ପାଇଁ ଚାଷୀଙ୍କ ନାମ ପଞ୍ଜିକରଣ ଆରମ୍ଭ ହୋଇଯାଇଛି । ବରଗଡ଼ ଏବଂ ଅତାବିରା ନିୟନ୍ତ୍ରିତ ବଜାର କମିଟି ପକ୍ଷରୁ ବିଭିନ୍ନ ସ୍ଥାନରେ ପଞ୍ଜିକରଣ କରାଯାଉଅଛି । ଏହି ଅବସରରେ ଚାଷୀଙ୍କ ମଧ୍ୟରେ ସଚେତନତା ସୃଷ୍ଟି ପାଇଁ ଆଜି
Read More...

ବିଜୁ ମହିଳା ଜନତା ଦଳ ତରଫରୁ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଏବଂ ସମ୍ବର୍ଦ୍ଧନା ପର୍ବ ଅନୁଷ୍ଠିତ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ଆହ୍ୱାନରେ କରୋନା ସମୟରେ ରକ୍ତାଭାବକୁ ଦୂର କରିବା ପାଇଁ ବରଗଡ଼ ବିଧାୟକ ଦେବେଶ ଆଚାର୍ୟ୍ୟଙ୍କ ତତ୍ୱାବଧାନରେ ଆଜି ବରଗଡ଼ ଅଗ୍ରଗାମୀ ଯୁବକ ସଂଘ ପରିସରରେ ବିଜୁ ମହିଳା ଜନତା ଦଳ ତରଫରୁ ଏକ ସ୍ୱେଚ୍ଛାକୃତ
Read More...

ବନ୍ଦୀ ଜୀବନରୁ କେବେ ମୁକୁଳିବ ରିନ୍‌ଟୁ ମୁଦୁଲି : ସରକାରୀ ଚିକିତ୍ସା ଅପେକ୍ଷାରେ

ବରଗଡ, (ନିରୋଜ କୁମାର ପାଣୀ) : ବରଗଡ ଜିଲ୍ଲା ଭେଡେନ ବ୍ଲକ ତାଲମେଂଡା ପଂଚାୟତ ସହଁରାଟିକରା ଠାରେ ଏକ ଅସହାୟ ପରିବାର ବସବାସ କରନ୍ତି । ନିଜର ଜମି ବାଡି କିଛି ନାହିଁ ଅନ୍ୟର ଜାଗାରେ କୁଡିଆ ଘର ଆଶ୍ରୟ କରି ରହନ୍ତି । ଗତ ତିନି ବର୍ଷ ହେଲା ସ୍ଵାମୀ ଆରପାରିକୁ ଚାଲିଯାଇଥିବା ବେଳେ ବର୍ତ୍ତମାନ
Read More...

ବରଗଡର ନୂତନ ଏସପି ଭାବେ ଯୋଗଦେଲେ ରାହୁଲ ଜୈନ

ବରଗଡ, (ନିରୋଜ କୁମାର ପାଣୀ) : ବରଗଡର ନୂତନ ଏସପି ଭାବେ ରାହୁଲ ଜୈନ ଯୋଗ ଦେଇଛନ୍ତି । ବୁଧବାର ଜିଲ୍ଲା ପୋଲିସ କାର୍ଯ୍ୟାଳୟରେ ପୂର୍ବତନ ଏସପି ପଦ୍ମିନୀ ସାହୁଙ୍କଠାରୁ ବିଧିବଦ୍ଧ ଭାବେ ଦାୟିତ୍ୱ ଗ୍ରହଣ କଲା ପରେ ବରଗଡ଼ ଜିଲ୍ଲାର ଆଇନ ଶୃଙ୍ଖଳା ଦାୟିତ୍ୱ ତାଙ୍କ ହାତକୁ ଯାଇଛି । ତେବେ ଏହି
Read More...

ଗ୍ୟାସ ଟାଙ୍କି ଫାଟି ଘର ଭସ୍ମୀଭୂତ : ଅଳ୍ପକେ ବର୍ତ୍ତିଲେ ପରିବାର ଲୋକେ

ବରଗଡ, (ନିରୋଜ କୁମାର ପାଣୀ) : ଗ୍ୟାସ ଟାଙ୍କି ଫାଟି ଯିବାରୁ ଗୋଟିଏ ଘର ଭସ୍ମୀଭୂତ ହୋଇଯାଇଥିବା ବେଳେ ଅଳ୍ପକେ ବର୍ତ୍ତିଯାଇଛନ୍ତି ପରିବାର ଲୋକେ । ଘଟଣାରୁ ପ୍ରକାଶ ଯେ, ଅତାବିରା ବ୍ଲକ ଅନ୍ତର୍ଗତ ଜହ୍ନାପଡ଼ା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ମରହାଟିକିରା ଏମ୍.ପଦ୍ମାବତି ସକାଳ ୧୦ଘଣ୍ଟା ସମୟରେ
Read More...