Browsing Tag

bargarh news

ବରଗଡ଼ ଗାନ୍ଧୀ ସ୍ମୃତି ପାଠାଗାରରେ ତିରୋଧାନ ଦିବସ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ବରଗଡ଼ ଗାନ୍ଧୀ ସ୍ମୃତି ପାଠାଗାର ପକ୍ଷରୁ ଆଜି ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ତିରୋଧାନ ଦିବସ ପାଳନ କରାଯାଇଥିଲା । ଅତିଥି ଭାବେ ବରଗଡ଼ ବିଧାୟକ ଦେବେଶ ଆଚାର୍ଯ୍ୟ, ମୁଖ୍ୟ ବକ୍ତା ଭାବେ ଡଃ ସୁଜିତ ପୃଷେଠ ଯୋଗଦାନ କରି ସ୍ମୃତି ଚାରଣ କରିଥିଲେ ।
Read More...

ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ତିରୋଧାନ ଦିବସରେ ଶ୍ରଦ୍ଧାଞ୍ଜଳି

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ତିରୋଧାନ ଦିବସ ଅବସରରେ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଥିଲା । ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ଶ୍ରଦ୍ଧାଞ୍ଜଳି ସଭାରେ ଜିଲ୍ଲାପାଳ ଜ୍ୟୋତି ରଞ୍ଜନ ପ୍ରଧାନ ଅଧ୍ୟକ୍ଷତା
Read More...

ପୁଣ୍ୟତିଥି ଅବସରରେ ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତିକୁ ମାଲ୍ୟାର୍ପଣ

ବରଗଡ, (ନିରୋଜ କୁମାର ପାଣୀ) : ଆଜି ବରଗଡ଼ ଜିଲ୍ଲା କଂଗ୍ରେସ କମିଟି ତରଫରୁ ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ପୁଣ୍ୟତିଥି (ତିରୋଧାନ ଦିବସ) ଅବସରରେ ଗାନ୍ଧୀଜୀଙ୍କ ପ୍ରତିମୂର୍ତ୍ତିକୁ ମାଲ୍ୟାର୍ପଣ କରାଗଲା । ଏଥିରେ ଜିଲ୍ଲା କଂଗ୍ରେସ କମିଟି ସଭାପତି ନିହାର ରଞ୍ଜନ ମହାନନ୍ଦ, ନିପନ ଦାଶ,
Read More...

ଅମ୍ଭାଭୋନା ବ୍ଲକରେ କୋଭିଡ ଯୋଦ୍ଧାଙ୍କୁ ଟୀକାକରଣ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ବରଗଡ଼ ଜିଲ୍ଲା ଅମ୍ଭାଭୋନା ବ୍ଲକ ଅନ୍ତର୍ଗତ ବିଭିନ୍ନ ଅଞ୍ଚଳରେ କାର୍ୟ୍ୟରତ କୋଭିଡ ଯୋଦ୍ଧାମାନଙ୍କୁ ଆଜି ଟୀକାକରଣ କରାଯାଇଥିଲା । ଲଖନପୁର ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ର ଏବଂ ଅମ୍ଭାଭୋନ (ନୂତନ) ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ର ଠାରେ ଏହି ଟୀକା ପ୍ରଦାନ
Read More...

ସର୍ବଭାରତୀୟ ସଂଚାର ସମ୍ମିଳନୀ ଉଦଯାପିତ

ବରଗଡ଼, (ସତ୍ୟନାରାୟଣ ପ୍ରଧାନ) : ବରଗଡ଼ ସାମ୍ବାଦିକ ସଂଘ ଆନୁକୂଲ୍ୟରେ ସଂଘ ଅଫିସ ପରିସରରେ ଆୟୋଜିତ ୪ ଦିନିଆ ସର୍ବଭାରତୀୟ ସଂଚାର ସମ୍ମିଳନୀ ଆଜି ଉଦଯାପିତ ହୋଇଯାଇଛି । ଏଥିରେ ପଶ୍ଚିମ ଓଡ଼ିଶା ଏବଂ ଛତିଶଗଡ଼ର ଅଞ୍ଚଳ ଶତାଧିକ କଳାକାର ଅଂଶ ଗ୍ରହଣ କରିଥିଲେ । ଉଦଯାପନୀ ସନ୍ଧ୍ୟାରେ ବରଗଡ଼
Read More...

ସତସଙ୍ଗ ଓ ପ୍ରବଚନ ସମାରୋହ

ବରଗଡ଼, (ନିରୋଜ କୁମାର ପାଣୀ) : ପୌଷ ମାସ ଚତୁର୍ଦ୍ଦଶୀ ତିଥିରେ ଶ୍ରୀ ଶ୍ରୀ ସଂତ ଶ୍ରୀନିବାସ ରାମାନୁଜ ଦାସ ଆଚାରୀ ମହାରାଜ ଆଶ୍ରମ ନାଗେନପାଲି ଠାରେ ସତସଙ୍ଗ ଓ ପ୍ରବଚନ ସମାରୋହ ହୋଇ ଯାଇଛି । ଆଶ୍ରମର ମହନ୍ତ ଜାନକୀ ବଲ୍ଲଭ ରାମାନୁଜ ଦାସ ଶ୍ରୀମଦ୍ ଭାଗବତ ପଠନ କରି ପୂଜା ଅର୍ଚ୍ଚନା କରିଥିଲେ
Read More...

ବରଗଡରେ ଜିଲ୍ଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳିତ

ବରଗଡ, (ସତ୍ୟନାରାୟଣ ପ୍ରଧାନ) : ବରଗଡରେ ଜିଲ୍ଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ବରଗଡ଼ ଜର୍ଜ ହାଇସ୍କୁଲ ପଡିଆରେ ପାଳିତ ହୋଇଯାଇଛି । ମୁଖ୍ୟ ଅତିଥି ଭାବେ ଯୋଗଦେଇ ରାଜ୍ୟ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ ଜାତୀୟ ପତାକା ଉତ୍ତୋଳନ କରିଥିଲେ । ଭାରତୀୟ ସ୍ବାଧୀନତା ସଂଗ୍ରାମରେ ବରଗଡ଼ ଜିଲ୍ଲାର
Read More...

ବରଗଡ଼ରେ ପୂର୍ଣ୍ଣାଙ୍ଗ ସିଏଚସି କେବେ ହେବ ସ୍ୱାସ୍ଥ୍ୟ ମନ୍ତ୍ରୀ ଜନସାଧାରଣଙ୍କୁ ଜବାବ ଦିଅନ୍ତୁ : ଆମ୍ ଆଦମୀ ପାର୍ଟି

ବରଗଡ଼, (ସତ୍ୟନାରାୟଣ ପ୍ରଧାନ) : ବରଗଡ଼ ପୁରୁଣା ହସ୍ପିଟାଲ ସ୍ଥାନାନ୍ତରିତ ହେବାର ଗୋଟିଏ ବର୍ଷ ଫେବୃଆରୀ ୧ରେ ପୂରଣ ହେବ କିନ୍ତୁ ମୁଖ୍ୟମନ୍ତ୍ରୀ ଦେଇଥିବା ପ୍ରତିଶ୍ରୁତି ପୂର୍ଣ୍ଣାଙ୍ଗ ଗୋଷ୍ଠୀ ସ୍ଵାସ୍ଥ୍ୟକେନ୍ଦ୍ର (ସିଏଚ୍‌ସି) ଏପର୍ଯ୍ୟନ୍ତ ହୋଇନାହିଁ ବୋଲି ଆମ୍‌ଆଦମୀ ପାର୍ଟି ଅଭିଯୋଗ
Read More...

ଦମଦମା ବ୍ରିଜ ନିକଟ ଜାତୀୟ ରାଜପଥରେ ଓଲଟିଲା ଦଶଚକିଆ ଟ୍ରକ

ବରଗଡ଼, (ସତ୍ୟନାରାୟଣ ପ୍ରଧାନ) : ଦମଦମା ବ୍ରିଜ ନିକଟ ଜାତୀୟ ରାଜପଥରେ ଓଲଟିଲା ଦଶଚକିଆ ଟ୍ରକ ବୋଲି ଖବର ମଳୀଛି । ସୂଚନା ଯୋଗ୍ୟ ଯେ, ବରଗଡ଼ ଜିଲ୍ଲା ଅତାବିରା ନିକଟସ୍ଥ ଦମମଦା ବ୍ରିଜ୍ ନିକଟରେ ଏକ ମାଲବୋଝେଇ ଦଶଚକିଆ ଟ୍ରକ ଭାରସାମ୍ୟ ହରାଇ ଓଲଟି ପଡିଛି । ଯାହାଫଳରେ କି ରାସ୍ତାରେ ଯାତାୟତ
Read More...

ଭିଜିଲାନ୍ସ ଜାଲରେ ପଞ୍ଚାୟତ କାର୍ୟ୍ୟନିର୍ବାହୀ ଅଧିକାରୀ

ବରଗଡ, (ନିରୋଜ କୁମାର ପାଣୀ) : ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ପଞ୍ଚାୟତ କାର୍ୟ୍ୟନିର୍ବାହୀ ଅଧିକାରୀଙ୍କ ଘରେ ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢାଉ କରାଯାଇଛି । ବରଗଡ ଜିଲ୍ଲା ଭଟଲି ବ୍ଲକ୍ କେଲେଙ୍ଗାପାଲିର ପଞ୍ଚାୟତ କାର୍ୟ୍ୟନିର୍ବାହୀ ଅଧିକାରୀ ଉମେଶ କୁମାର ସେଠଙ୍କ ଘରେ ଭିଜିଲାନ୍ସ
Read More...