ତୃତୀୟ ଦିନରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଚାଷୀଙ୍କ ବିକ୍ଷୋଭ
ବରଗଡ଼, (ସତ୍ୟନାରାୟଣ ପ୍ରଧାନ) : ବରଗଡ଼ ଜିଲ୍ଲାରେ ଚାଷୀଙ୍କ ଆନ୍ଦୋଳନ ସତ୍ୱେ କୌଣସି ସମାଧାନର ବାଟ ବାହାରି ପାରୁନାହିଁ । ଜିଲ୍ଲା ସାରା ରବି ଋତୁରେ ସଂଗ୍ରହ ହୋଇ ମଣ୍ଡିରେ ପଡି ରହିଥିବା ହଜାର ହଜାର କ୍ଵିଣ୍ଟାଲ ଧାନ ବିକ୍ରି ନ ହୋଇପଡି ରହିଛି । ଗତ କିଛିଦିନ ପୂର୍ବେ ଚାଷୀମାନେ ବରପାଲି!-->…
Read More...
Read More...