Browsing Tag

bargarh news

ଗନ୍ଧମାର୍ଦ୍ଦନକୁ ଜାତୀୟ ସଂପତ୍ତି ଘୋଷଣା ପାଇଁ ଲୋକସଭାରେ ବରଗଡ ସାଂସଦ ପ୍ରଦୀପ ପୁରୋହିତ କେନ୍ଦ୍ର ସରକାରଙ୍କ ଦୃଷ୍ଟି…

ବରଗଡ, (ନିରୋଜ କୁମାର ପାଣୀ) : ଆଜି ଲୋକସଭାର ଶୀତକାଳୀନ ଅଧିବେଶନରେ ୩୭୭ ଧାରା ଅଧିନିୟମ ଅନୁୟାୟୀ ବରଗଡ ସାଂସଦ ପ୍ରଦୀପ ପୁରୋହିତ ଗନ୍ଧମାର୍ଦ୍ଦନ ପାହାଡକୁ ଜାତୀୟ ସଂପତ୍ତି ଘୋଷଣା ପାଇଁ ଲୋକସଭାରେ କେନ୍ଦ୍ର ସରକାରଙ୍କ ଠାରେ ପ୍ରସ୍ତାବ ଉଠାଇଛନ୍ତି । ଶ୍ରୀ ପୁରୋହିତ ଉଲ୍ଲେଖ କରିଛନ୍ତି ଯେ,
Read More...

ବିଜେପୁରରେ ଆନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ

ଦିବ୍ୟାଙ୍ଗଙ୍କ ପ୍ରଗତି ପାଇଁ ଉପଯୁକ୍ତ ସ୍ନେହ ଶ୍ରଦ୍ଧା ଆବଶ୍ୟକ ବରଗଡ, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ବିଜେପୁର ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟ ଅନ୍ତର୍ଗତ ସ୍ଥାନୀୟ ସଂକର୍ଷଣ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପଡ଼ିଆରେ ଆନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ମଙ୍ଗଳବାର ପାଳିତ ହୋଇଯାଇଛି ।
Read More...

ଆର୍ଥିକ ସାକ୍ଷରତା ତାଲିମ ଶିବିର ଅନୁଷ୍ଠିତ

ବରଗଡ, (ନିରୋଜ କୁମାର ପାଣୀ) : ବରଗଡ ଜିଲ୍ଲା ଅମ୍ବାଭନା ବ୍ଲକ ଅନ୍ତର୍ଗତ ଭୁକ୍ତା ଠାରେ ଏଚ୍‌ଡିଏଫ୍‌ସି ବ୍ୟାଙ୍କ ଓ ମହାଶକ୍ତି ଫାଉଣ୍ଡେସନର ପ୍ରକଳ୍ପ ସଂପୂର୍ଣ୍ଣା ଆନୁକୂଲ୍ୟରେ ଦିନିକିଆ ଡିଜିଟାଲ ଆର୍ଥିକ ସାକ୍ଷରତା ତାଲିମ ଶିବିର ଅନୁଷ୍ଠିତ ହୋଇଯାଇଛି । ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟ
Read More...

ଲାୟନ୍ସ କ୍ଲବ ପକ୍ଷରୁ ନିଃଶୁଳ୍କ ସ୍ୱାସ୍ଥ୍ୟ ଶିବିର

ବରଗଡ଼, (ନିରୋଜ କୁମାର ପାଣୀ) : ବରଗଡ଼ ଉପକଣ୍ଠ ନୂଆଁ ସରସରା ସ୍ଥିତ ମିଳିତ ଗ୍ରାମ ପଞ୍ଚାୟତ ମହା ବିଦ୍ୟାଳୟ ଠାରେ ବରଗଡ଼ ଲାୟନ୍ସ କ୍ଲବ ଆନୁକୂଲ୍ୟରେ ଏକ ନିଃଶୁଳ୍କ ମେଗା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛି । ଏଥିରେ ଡାକ୍ତର ଶୁଶିଲ କୁମାର କର - ଚକ୍ଷୁ, ଡାକ୍ତର ସ୍ୱାଧିନ ଶର୍ମା -
Read More...

ବରଗଡ଼ର ଖେଳାଳୀ ପ୍ରବୀଣ ଲୁହା ଓ ଟ୍ରେନର ସୌର୍ଯ୍ୟ ରଞ୍ଜନ ରାଏ ଓଡ଼ିଶା ଟି-୨୦ ଦଳରେ

ଜିଲ୍ଲା କ୍ରିକେଟ ଏସୋସିଏସନ ପକ୍ଷରୁ ଶୁଭେଚ୍ଛା ବରଗଡ, (ନିରୋଜ କୁମାର ପାଣୀ) : ବରଗଡ ଜିଲ୍ଲାର ପ୍ରତିଭାବାନ ଖେଳାଳୀ ତଥା ଜିଲ୍ଲା ବରିଷ୍ଠ ଦଳର ଅଧିନାୟକ ପ୍ରବୀଣ ଲୁହା ଓଡ଼ିଶା ବରିଷ୍ଠ ଟି-୨୦ କ୍ରିକେଟ ଦଳରେ ସାମିଲ ହୋଇଛନ୍ତି । ଗତକାଲି ଓଡ଼ିଶା କ୍ରିକେଟ ଏସୋସିଏସନ ପକ୍ଷରୁ ସୟଦ
Read More...

ମାଉସୀ ମା’ ମନ୍ଦିର ପାଇଁ ଭୂମିପୂଜନ କଲେ ବିଧାୟକ

ବରଗଡ, (କେପିଏନ୍‌ଏସ୍‌) : ବରଗଡ ଜିଲ୍ଲା ଗାଇସିଲେଟ ବ୍ଲକ ଅନ୍ତର୍ଗତ ଖୁଣ୍ଟପାଲି ଗ୍ରାମରେ ମାଉସୀ ମା' ମନ୍ଦିର ନିର୍ମାଣ ପାଇଁ ଭୂମିପୂଜନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ରୂପେ ବିଜେପୁର ବିଧାୟକ ସନତ ଗଡତିଆ, ସମ୍ମାନିତ ଅତିଥି ରୂପେ ବିଜେପି ଜିଲ୍ଲା
Read More...

ଜୀବନ ଦେବି ପଛେ ଇଂଚେ ଜମି ଦେବିନି : ପ୍ରଦୀପ ପୁରୋହିତ

ବରଗଡ, (ନିରୋଜ କୁମାର ପାଣୀ) : ଗନ୍ଧମାର୍ଦ୍ଦନ ପାଇଁ ଜୀବନ ଦେବି ପଛେ ଇଂଚେ ଜମି କାହାକୁ ଦିଆଯିବ ନାହିଁ । ଗନ୍ଧମାର୍ଦ୍ଦନକୁ ଆଦାନୀ ନେବ ବୋଲି ଚର୍ଚ୍ଚା ହେଉଥିବା ବେଳେ ଏହାର ପ୍ରତିକ୍ରିୟା ରଖିଛନ୍ତି ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ । ବିରୋଧୀ ଦଳ ମିଛ ପ୍ରଚାର କରୁଛନ୍ତି । ପ୍ରସଙ୍ଗ
Read More...

କବି ଜ୍ୟୋତିରଞ୍ଜନ ମିଶ୍ରଙ୍କ କବିତା ସଂକଳନ ‘ଏକାନ୍ତବାସ’ ଲୋକାର୍ପିତ

ବରଗଡ, (କେପିଏନ୍‌ଏସ୍‌) : ଲାଭ ନଥାଇ ବେପାର କରୁଥିବା ମଣିଷ ହିଁ କବିଟିଏ । ଅନ୍ତର ବେଦନା ହିଁ କବିତା ହୋଇ ଝରିଯାଏ କଲମ ମୁନରୋକ୍ଷତ ସବୁ କବିତା ହୋଇ ନପାରନ୍ତି, ମାତ୍ର ପ୍ରତିଟି କବିତା ପଶ୍ଚାତପଦରେ ଥାଏ ଏକ କେବେ ବି ଶୁଖୁ ନଥିବା କ୍ଷତ । ଯାହା ଚିରକାଳ ଦୁଃଖ ହିଁ ଦେଇଥାଏ ଓ ସେଇ ଦୁଃଖଦ
Read More...

ବରଗଡରେ ଜିଲ୍ଲାପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର

ବରଗଡ, (ନିରୋଜ କୁମାର ପାଣୀ) : ବରଗଡ଼ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଜିଲ୍ଲାପାଳ ଆଦିତ୍ୟ ଗୋୟଲ ଏବଂ ଆରକ୍ଷୀ ଅଧିକ୍ଷକ ପ୍ରହଲ୍ଲାଦ ସହାୟ ମୀନାଙ୍କ ମିଳିତ ଅଧ୍ୟକ୍ଷତାରେ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ଶ୍ରୀ ଗୋୟଲ ଏବଂ ଆରକ୍ଷୀ ଅଧିକ୍ଷକ ଶ୍ରୀ
Read More...

ଜିଲ୍ଲା ବିକାଶ ସମନ୍ୱୟ ଏବଂ ତଦାରଖ କମିଟି : ଦିଶାର ପ୍ରଥମ ବୈଠକ

ବିଭାଗୀୟ ଅଧିକାରୀଙ୍କ ମଧ୍ୟରେ ସମନ୍ୱୟ ରକ୍ଷା କରି ତୃଣମୂଳ ସ୍ତରରେ କେନ୍ଦ୍ର ସରକାରଙ୍କ ଯୋଜନାଗୁଡିର ସଫଳ ରୂପାୟନ କରନ୍ତୁ : ସାଂସଦ ବରଗଡ, (ନିରୋଜ କୁମାର ପାଣୀ) : ବରଗଡ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷଠାରେ ବରଗଡ ସାଂସଦ ପ୍ରଦୀପ ପୁରୋହିତଙ୍କ ଅଧ୍ୟକ୍ଷତାରେ ଜିଲ୍ଲା ବିକାଶ ସମନ୍ୱୟ
Read More...