Browsing Tag

bargarh news

୪ଟି ଜିଓ ଷ୍ଟୋରରେ ଜିଓ ମାର୍ଟ ଆରମ୍ଭ

ବରଗଡ, (ନିରୋଜ କୁମାର ପାଣୀ) : ବରଗଡ ଜିଲ୍ଲାର ଚାରୋଟି ଷ୍ଟୋରରେ ଜିଓ ମାର୍ଟ ସେବା ଆରମ୍ଭ ହୋଇଛି ଯେଉଁଥିରେ ଗ୍ରାହକମାନେ ଜିଓ ଷ୍ଟୋରରେ ଅନ୍‌ଲାଇନ୍‌ ମାଧ୍ୟମରେ ବିଭିନ୍ନ ପ୍ରକାର ସାମଗ୍ରୀଗୁଡିକ ନିଜ ପସନ୍ଦ ହିସାବରେ ବାଛି ପାରିବେ ଓ ସେହି ଜିନିଷ କମ୍‌ ଦରରେ କିଣିପାରିବେ । କମ୍ପାନୀ…
Read More...

ବରଗଡରେ ନିର୍ମାଣ ହେବ କ୍ୟାନ୍ସର ହସ୍ପିଟାଲ

ବରଗଡ, (ନିରୋଜ କୁମାର ପାଣୀ) : ବରଗଡରେ ନିର୍ମାଣ ହେବ କ୍ୟାନ୍ସର ହସ୍ପିଟାଲ । ବରଗଡ ଜିଲ୍ଲାର ଜନସାଧାରଣଙ୍କ ଅନେକ ଦିନର ଆଶା ପୂରଣ ହେବାକୁ ଯାଉଛି । ଜିଲ୍ଲାରେ ସବୁଠାରୁ ଅଧିକ ଲୋକ କେନସର ରୋଗରେ ପୀଡିତା ହୋଇ ମୃତ୍ୟୁବରଣ କରୁଛନ୍ତି । ତେଣୁ ବରଗଡବାସୀ ସବୁବେଳେ ଅନେକ ବର୍ଷରୁ ରାଜ୍ୟ…
Read More...

ଜିଲ୍ଲାପାଳ ମନୀଷା ବାନାର୍ଜୀଙ୍କୁ ସମ୍ବର୍ଦ୍ଧିତ କଲେ କଳାକାର ସଂଘ

ବରଗଡ଼ : (ସତ୍ୟ ନାରାୟଣ ପ୍ରଧାନ) ପଶ୍ଚିମ ଓଡ଼ିଶା କଳାକାର ମହାସଂଘ ପକ୍ଷରୁ ଗତକାଲି ଜିଲ୍ଲାପାଳ ମନୀଷା ବାନାର୍ଜୀଙ୍କୁ ସମ୍ବର୍ଦ୍ଧନା ଓ ଶୁଭେଚ୍ଛା ଜ୍ଞାପନ କରାଯାଇଛି । ଏହି ଅବସରରେ ସଂଘ କାର୍ଯ୍ୟାଳୟ ପରିସରରେ ଆୟୋଜିତ କାର୍ଯ୍ୟକ୍ରମରେ ମହାସଂଘର ଅଧକ୍ଷ ଚୈତନ୍ୟ ପାଇକ ସମ୍ବର୍ଦ୍ଧନା ସଭା…
Read More...

ଇନ୍‌ଡୋର ଷ୍ଟାଡିୟମ ପାଇଁ ପଡ଼ିଆ ପରିଦର୍ଶନ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ବରଗଡ଼ ସଦର ମହକୁମାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ଵାରା ଘୋଷିତ ଇନଡୋର ଷ୍ଟାଡିୟମ ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ଜମି ଚିହ୍ନଟ ପ୍ରକ୍ରିୟା ଆରମ୍ଭ ହୋଇଛି । ଏହି କ୍ରମରେ ଆଜି ବରଗଡ଼ ଜିଲ୍ଲାପାଳ ମୋନୀଷା ବାନାର୍ଜୀଙ୍କ ସମେତ ବରଗଡ଼ ବିଧାୟକ…
Read More...

ପ୍ରସ୍ତାବିତ ନୂତନ ଇନ୍‌ଡୋର ଷ୍ଟାଡିୟମକୁ ସହିଦ ମାଧୋ ସିଂଙ୍କ ନାମରେ ନାମିତ କରାଯାଉ : ଆପ୍

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ରାଜ୍ୟ ସରକାର ଖେଳର ବିକାଶ ପାଇଁ ବିଭିନ୍ନ ସ୍ଥାନରେ ଇନ୍‌ଡୋର ଷ୍ଟାଡିୟମ ନିର୍ମାଣ କରିବାକୁ ନିଷ୍ପତ୍ତି ନେଇଛନ୍ତି ଯାହାକି ସ୍ୱାଗତ ଯୋଗ୍ୟ ପଦକ୍ଷେପ କିନ୍ତୁ ତାହାକୁ ସହିଦ ମାଧୋ ସିଂଙ୍କ ନାମରେ ନାମିତ କରିବାକୁ ଆମ୍ ଆଦମୀ ପାର୍ଟି ଦାବୀ କରିଛି ।…
Read More...

ଡିଆର୍‌ଡିଏ ସମ୍ମିଳନୀ କକ୍ଷରେ ୭୫ତମ ସ୍ୱାଧୀନତା ଦିବସର ଆଜାଦିକା ଅମୃତ ମହୋତ୍ସବ ଅନୁଷ୍ଠିତ

ବରଗଡ, (ନିରୋଜ କୁମାର ପାଣୀ) : ଆଜି ବରଗଡ ଜିଲ୍ଲା ଡିଆର୍‌ଡିଏ ସମ୍ମିଳନୀ କକ୍ଷରେ ୭୫ତମ ସ୍ୱାଧୀନତା ଦିବସର ଆଜାଦିକା ଅମୃତ ମହୋତ୍ସବ ଅବସରରେ ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ବିଭାଗର ଏକ ସେମିନାର ଆୟୋଜିତ ହୋଇଥିଲା ଏହି କାର୍ଯ୍ୟକ୍ରମରେ ମନ୍ତ୍ରୀ ସୁଶାନ୍ତ ସିଂହ ଯୋଗ ଦେଇଥିଲେ । ଏଥିରେ…
Read More...

ସତଲମା କେନାଲ କଡ଼ରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ

ବରଗଡ, (ସତ୍ୟ ନାରାୟଣ ପ୍ରଧାନ) : ଆଜି ବରଗଡ ଜିଲ୍ଲା ବରପାଲି ବ୍ଲକ ଅନ୍ତର୍ଗତ ସତଲମା କେନାଲରେ ଦିବଂଗତ ବିଧାୟକ ସୁବଳ ସାହୁଙ୍କ ସୃତି ଉଦ୍ୟେଶ୍ୟରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ପ୍ରଥମେ ହଲଦିପାଲି ବ୍ରିଜରୁ ଆରମ୍ଭ କରି ସତଲମା ପର୍ଯ୍ୟନ୍ତ କେନାଲର ଉଭୟ ପାର୍ଶ୍ୱରେ…
Read More...

ପଞ୍ଚାୟତ ମହାବିଦ୍ୟାଳୟରେ ସ୍ୱଚ୍ଛତା ପକ୍ଷ ପାଳିତ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ସ୍ଥାନୀୟ ପଞ୍ଚାୟତ ମହାବିଦ୍ୟାଳୟଠାରେ ଜାତୀୟ ସେବା ଯୋଜନା(ଏନ୍ଏସ୍ଏସ୍) ତରଫରୁ ସ୍ୱଚ୍ଛତା ପକ୍ଷ କାର୍ଯ୍ୟକ୍ରମ ଆଜି ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ପଞ୍ଚାୟତ ମହାବିଦ୍ୟାଳୟର ଅଧ୍ୟକ୍ଷ ଅର୍ଥନୀତି ବିଭାଗର ପ୍ରଫେସର ଡକ୍ଟର ପତିତପାବନ ସାହୁ ଉକ୍ତ…
Read More...

ବଜରଙ୍ଗଦଳର ନୂତନ ସଂଯୋଜକ ସମ୍ବର୍ଦ୍ଧିତ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ଆଜି ବଜରଙ୍ଗ ଦଳ ବରଗଡ଼ ଜିଲ୍ଲା ତରଫରୁ ଜିଲ୍ଲା ସଂଯୋଜକ ଟିକୁ ବନ୍‌ଛୋରଙ୍କ ନେତୃତ୍ଵରେ ନୂତନ ଭାବେ ପ୍ରାନ୍ତ ସହ ସଂଯୋଜକ ଦାୟିତ୍ୱ ପାଇଥିବାରୁ ସତ୍ୟକେତନ ମହାନ୍ତି (କୁନୁ ମହାନ୍ତି) ଓ କିଶୋର ବିଭାରଙ୍କୁ ବଜରଙ୍ଗ ଦଳ ଜିଲ୍ଲା କାର୍ଯ୍ୟାଳୟରେ ସ୍ୱାଗତ…
Read More...

ବିଜୁ ଛାତ୍ର ଜନତା ଦଳର ଜିଲ୍ଲା କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ଗତକାଲି ବିଜୁ ଛାତ୍ର ଜନତା ଦଳର ଜିଲ୍ଲା କାର୍ୟ୍ୟକାରିଣୀ ବୈଠକ ଜିଲ୍ଲା ସଭାପତି କରନ ସିକନ୍ଦରଙ୍କ ନେତୃତ୍ୱରେ ବରଗଡ଼ ବିଜୁ ପଟ୍ଟନାୟକ ଟାଉନ ହଲ ଠାରେ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ବରଗଡ଼ ବିଧାୟକ ଦେବେଶ ଆଚାର୍ଯ୍ୟ, ରାଜ୍ୟ ସାଧାରଣ ସମ୍ପାଦକ ତଥା…
Read More...