ମାଁ ସମଲେଶ୍ୱରୀଙ୍କ ପୂଜାର୍ଚ୍ଚନା କରି ଜନକଲ୍ୟାଣ ସେବା ଟ୍ରଷ୍ଟର ୧୯ତମ ପ୍ରତିଷ୍ଠାତା ଦିବସ ପାଇଁ ନିମନ୍ତ୍ରଣ କଲେ…
ବରଗଡ଼, (ନିରୋଜ କୁମାର ପାଣୀ) : ବରଗଡର ଅଗ୍ରଣୀ ସାମାଜିକ ଅନୁଷ୍ଠାନ ଜନ କଲ୍ୟାଣ ସେବା ଟ୍ରଷ୍ଟର ୧୯ତମ ପ୍ରତିଷ୍ଠାତା ଦିବସ ଓ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ ପାଇଁ ଆଜି ବରଗଡ଼ ସ୍ଥିତ ତଲିପଡା ସମଲେଶ୍ଵରୀ ମନ୍ଦିର ଠାରେ ଅନୁଷ୍ଠାନ ତରଫରୁ ପୂଜାର୍ଚ୍ଚନା କରି ମାଁଙ୍କୁ ନିମନ୍ତ୍ରଣ ପତ୍ର!-->…
Read More...
Read More...