ଗୁରୁ ଭଗବାନ ସାହୁଙ୍କ ଜୀବନୀ ପୁସ୍ତକ ଲୋକାର୍ପିତ
ବରଗଡ, (ନିରୋଜ କୁମାର ପାଣୀ) : ପଶ୍ଚିମ ଓଡିଶାର ମହାନ ନାଟ୍ୟଗୁରୁ କୋସଲି ନାଟ୍ୟମହର୍ଷି ଗୁରୁ ଭଗବାନ ସାହୁଙ୍କ ଜୀବନୀ ପୁସ୍ତକ ସ୍ଥାନୀୟ ବିଜୁ ପଟ୍ଟନାୟକ ଟାଉନ ହଲ ପରିସରରେ ଲୋକାର୍ପିତ ହୋଇଯାଇଛି । ଗୁରୁ ଭଗବାନ ସାହୁ ସ୍ମୃତି କମିଟୀର ସଭାପତି ମୋହନ ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି!-->…
Read More...
Read More...