ଜିଲ୍ଲା ସ୍ତରୀୟ ପଞ୍ଚାୟତ ରାଜ ଓ ଲୋକ ସେବା ଦିବସ ପାଳିତ
ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ସମ୍ମିଳନୀ କକ୍ଷରେ ଜିଲ୍ଲା ସ୍ତରୀୟ ପଞ୍ଚାୟତ ରାଜ ଓ ଲୋକ ସେବା ଦିବସ ପାଳିତ ହୋଇଯାଇଛି । ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ପୁଣ୍ୟ ଜୟନ୍ତୀ ଅବସରରେ ଆୟୋଜିତ ଉତ୍ସବରେ ଡିଆରଡିଏର ପ୍ରକଳ୍ପ ନିର୍ଦ୍ଦେଶକ କୃତିବାସ!-->…
Read More...
Read More...