ପୁରୋହିତ ଜେନେରାଲ ହସପିଟାଲରେ ମହିଳା ଦିବସ ପାଳନ
ବରଗଡ଼, (ନିରୋଜ କୁମାର ପାଣୀ) : ମାର୍ଚ୍ଚ ୮ ତାରିଖକୁ ଆନ୍ତର୍ଜାତୀୟ ମହିଳା ଦିବସ ରୂପେ ପାଳନ କରାଯାଏ । ଏଥିପାଇଁ ସରକାରୀ ବେସରକାରୀ ଅନୁଷ୍ଠାନ ମାନଙ୍କ ପକ୍ଷରୁ ବିଭିନ୍ନ କାର୍ଯ୍ୟକ୍ରମ ମାନ ଆୟୋଜନ କରାଯାଉଛି । ପଶ୍ଚିମ ଓଡ଼ିଶାର ଅଗ୍ରଣୀ ସ୍ୱାସ୍ଥ୍ୟ କେନ୍ଦ୍ର ଭାବେ ପରିଚିତ ପୁରୋହିତ!-->…
Read More...
Read More...