ବରଗଡ଼ ଜିଲ୍ଲା ଓକିଲ ସଂଘ ପକ୍ଷରୁ ଆନ୍ଦୋଳନ ଚେତାବନୀ
ବରଗଡ଼, (ସତ୍ୟନାରାୟଣ ପ୍ରଧାନ) : ୩ ଦଫା ଦାବୀରେ ବରଗଡ଼ ଜିଲ୍ଲା ଓକିଲ ସଂଘ ପକ୍ଷରୁ ଆନ୍ଦୋଳନ ଚେତାବନୀ ଦେଇଛନ୍ତି । ଆଜି ସଂଘର ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ସାମ୍ବାଦିକ ସମ୍ମିଳନୀରେ ସଂଘ ସଭାପତି ଶ୍ୟାମ ସୁନ୍ଦର ଅଦାବର ୩ ଦଫା ଦାବୀ ସଂପର୍କରେ ଅବଗତ କରାଇବା ସହ ଏହାର ତୁରନ୍ତ ସମାଧାନ!-->…
Read More...
Read More...