ଅତାବିରାରେ ବିଜେପିର କର୍ମୀ ସମାବେଶ ଓ ମିଶ୍ରଣ ପର୍ବ
ବରଗଡ, (ନିରୋଜ କୁମାର ପାଣୀ) : ଆଜି ଶୁକ୍ରବାର ମଧ୍ୟାହ୍ନ ୧୨ଟାରେ ବରଗଡ ଜିଲ୍ଲା ଅତାବିରା ନିର୍ବାଚନ ମଣ୍ଡଳୀ ଅଧିନ ଅତାବିରା ଏନ୍ଏସି ଅଗ୍ରସେନ ଭବନ ପାଖରେ ବିଜେପିର କର୍ମୀ ସମ୍ମିଳନୀ ଓ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି । ଅତାବିରା ଏନ୍ଏସି ନଗର ସଭାପତି ସୁରେନ୍ଦ୍ର ସ୍ୱାଇଁଙ୍କ!-->…
Read More...
Read More...