Browsing Tag

bargarh news

ଧର୍ମପ୍ରାଣା ବିଜୟଲକ୍ଷ୍ମୀଙ୍କ ପରଲୋକ

ବରଗଡ଼, (ନିରୋଜ କୁମାର ପାଣୀ) : ସ୍ଥାନୀୟ ଗୋବିନ୍ଦପାଲି ନିବାସୀ ବିଜୟଲକ୍ଷ୍ମୀ ମିଶ୍ରଙ୍କ ୨୯ ତାରିଖସନ୍ଧ୍ୟାରେ ୭୪ ବର୍ଷ ବୟସରେ ପରଲୋକ ଘଟି ଯାଇଛି । ସେ ଜଣେ ଅତ୍ୟନ୍ତ ମେଳାପୀ, ପରୋପକାରୀ, ଧର୍ମପରାୟଣା ମହିଳା ଥିଲେ । ଅନ୍ତିମ ଶଯ୍ୟା ନିକଟରେ ଏକମାତ୍ର ପୁତ୍ର ବରଗଡ଼ ରୋଟାରୀ ସ୍କୁଲ
Read More...

ବରଗଡ଼ ବ୍ଲକସ୍ତରୀୟ ସମ୍ବର୍ଦ୍ଧନା ସଭା

ବରଗଡ଼, (ନିରୋଜ କୁମାର ପାଣୀ) : ଆଜି ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟର ସମ୍ମିଳନୀ କକ୍ଷରେ ବରଗଡ଼ ବ୍ଲକର ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ଲାଭ କରିଥିବା ଶିକ୍ଷକ ଓ ଶିକ୍ଷୟତ୍ରୀଙ୍କୁ ସମ୍ବର୍ଦ୍ଧିତ କରିବା ପାଇଁ ବରିଷ୍ଠ ଗୋଷ୍ଠୀ ଶିକ୍ଷା ଅଧିକାରୀ ଶ୍ରୀମତୀ ସେବାଶ୍ରୀ ଭୋଇଙ୍କ ସଭାପତିତ୍ୱରେ
Read More...

ଦ୍ୱି-ଦିବସୀୟ ଇଂରାଜୀ ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ

ବରଗଡ଼, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ବିଜେପୁର ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟ ଅନ୍ତର୍ଗତ ବରମୁଣ୍ଡା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବ୍ଲକସ୍ତରୀୟ ଦ୍ୱି-ଦିବସୀୟ ଇଂରାଜୀ ପ୍ରଶିକ୍ଷଣ ଶିବିର ବୁଧବାର ଉଦଘାଟିତ ହୋଇଯାଇଛି । ବାନ୍ଦୁପାଲି କ୍ଲଷ୍ଟରର ସିଆର୍‌ସିସି ସୀତାରାମ ଦୀପଙ୍କ
Read More...

ବରଗଡ଼ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ : ବିଭିନ୍ନ ପ୍ରକଳ୍ପର କରିବେ ଶିଳାନ୍ୟାସ

ବରଗଡ଼/ଭୁବନେଶ୍ୱର : ବରଗଡ଼ ଜିଲ୍ଲା ବିଜେପୁର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଟୁକୁର୍ଲାଠାରେ ମୁଖ୍ୟ ଚିକିତ୍ସାଳୟ ପରିସରରେ ନବ ନିର୍ମିତ କ୍ୟାନସର୍ ହସ୍ପିଟାଲର କରିବେ ଶୁଭ ଉଦ୍‌ଘାଟନ । ଏହାସହ ଗଙ୍ଗାଧର ମେହେର ଉଠା ଜଳସେଚନ ପ୍ରକଳ୍ପର ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ ।
Read More...

ସୋହେଲାର କରଣ୍ଡୋଲା ଗ୍ରାମଠାରେ ମାଣ୍ଡିଆ ଖାଦ୍ୟ ମେଳା ଉଦ୍‌ଘାଟିତ

ବରଗଡ଼, (ହେମନ୍ତ ସାହୁ) : ସଂପ୍ରତି ବରଗଡ଼ ଜିଲ୍ଲାର ସୋହେଲା ବ୍ଲକର କରଣ୍ଡୋଲାଠାରେ ଶ୍ରୀ ଶ୍ରୀ ବିଶ୍ୱଶାନ୍ତି ହରି ମହାଯଜ୍ଞ ସମାରୋହ ଅବସରରେ ଇତି ମଧ୍ୟରେ ଚଳିତ ବର୍ଷ ମାଣ୍ଡିଆ ଖାଦ୍ୟ ମେଳା ଉଦ୍‌ଘାଟିତ ହୋଇଯାଇଛି । ଆତ୍ମା ବରଗଡ଼, ଓଡିଶା ମିଲେଟ୍ସ୍ ମିଶନ ଓ ୱାସନ୍‌ର ମିଳିତ ସହାୟତା ତଥା
Read More...

ବିଶ୍ୱ ଓଡିଆ ଭାଷା ସମ୍ମିଳନୀରେ ବରଗଡର ପୁଅ ଆୟାଶ ପଣ୍ଡା ପ୍ରଶଂସିତ

ବରଗଡ, (ନିରୋଜ କୁମାର ପାଣୀ) : ଜନତା ମଇଦାନ ଭୁବନେଶ୍ୱରଠାରେ ଅନୁଷ୍ଠିତ ପ୍ରଥମ ବିଶ୍ୱ ଓଡିଆ ଭାଷା ସମ୍ମିଳନୀ-୨୦୨୪ରେ ବରଗଡ଼ର ବୁର୍ଦ୍ଦା ଗ୍ରାମର ତଥା ରେଭେନ୍ସା ବିଶ୍ୱବିଦ୍ୟାଳୟର ସ୍ନାତକ ପ୍ରଥମ ବର୍ଷ ଓଡିଆ ବିଭାଗର ଛାତ୍ର ଆୟାଶ ପଣ୍ଡା ଛାତ୍ର ବକ୍ତା ଭାବରେ ଅଂଶଗ୍ରହଣ କରି ବେଶ୍
Read More...

ମହିଳା ମହାବିଦ୍ୟାଳୟର ବାର୍ଷିକ ଉତ୍ସବ

ବରଗଡ଼, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲାର ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟର ବାର୍ଷିକ ଉତ୍ସବ ମହାବିଦ୍ୟାଳୟର ଅଧ୍ୟକ୍ଷା ପଦ୍ମିନୀ ଦାଶଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଓଡ଼ିଆ ବିଭାଗର ମୁଖ୍ୟ ଯତୀନ୍ଦ୍ର କୁମାର ସାହୁଙ୍କ ପରିଚାଳନା ସଭାରେ ମୁଖ୍ୟ ଅତିଥି
Read More...

ବରଗାଁ ସରକାରୀ ଉଚ୍ଚ ବିଦ୍ୟାଳୟରେ ବାର୍ଷିକ ଉତ୍ସବ ପାଳନ

ବରଗଡ, (ନିରୋଜ କୁମାର ପାଣୀ) : ବରଗଡ ଜିଲ୍ଲାର ବରଗାଁ ସରକାରୀ ଉଚ୍ଚ ବିଦ୍ୟାଳୟରେ ବାର୍ଷିକ ଉତ୍ସବ ୨୦୨୩-୨୪ ମହା ଆଡମ୍ବରରେ ପାଳିତ ହୋଇଯାଇଛି । ଉକ୍ତ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଦେବେଶ ଆଚାର୍ଯ୍ୟ(ମାନ୍ୟବର ବିଧାୟକ ତଥା ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ବରଗଡ଼), ସମ୍ମାନିତ ଅତିଥି ଭାବେ
Read More...

ପୂର୍ଣ୍ଣା ସ୍କୁଲର ବାର୍ଷିକୋତ୍ସବ : ମାତାପିତାଙ୍କ ଗହଣରେ ସମ୍ବର୍ଦ୍ଧିତ ହେଲେ ବିନିତ

ବରଗଡ, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ବିଜେପୁର ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟ ଅନ୍ତର୍ଗତ ପୂର୍ଣ୍ଣା ସରକାରୀ ପ୍ରାଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ ପାଳିତ ହୋଇଯାଇଛି । ଜାରିଂ କ୍ଲଷ୍ଟରର ସିଆର୍‌ସିସି ରାଜେଶ୍ଵର ବେହେରା ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଏହାକୁ ଉଦ୍‌ଘାଟନ କରିଥିଲେ ।
Read More...

ବରଗଡ଼ ଗୋଷ୍ଠୀ କାର୍ଯ୍ୟାଳୟରେ ସାଧାରଣତନ୍ତ୍ର ଦିବସ ପାଳିତ

ବରଗଡ଼, (ନିରୋଜ କୁମାର ପାଣୀ) : ବରଗଡ଼ ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟରେ ଆଜି ୭୫ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ବରିଷ୍ଠ ଗୋଷ୍ଠୀ ଶିକ୍ଷା ଅଧିକାରୀ ଶ୍ରୀମତୀ ସେବଶ୍ରୀ ଭୋଇ ପତାକା ଉତ୍ତୋଳନ କରି ସମସ୍ତଙ୍କୁ ସମ୍ବିଧାନ ଅନୁଯାୟୀ ନିଜର ଦାୟିତ୍ୱ ନିର୍ବାହ କରିବାକୁ
Read More...