Browsing Tag

bargarh news

ବରଗଡ଼ ମୁଖ୍ୟ କେନାଲରୁ ଜଣେ ବ୍ୟକ୍ତିଙ୍କ ଶବ ଉଦ୍ଧାର

ବରଗଡ଼, (ନିରୋଜ କୁମାର ପାଣୀ) : ବରଗଡ଼ ମୁଖ୍ୟ କେନାଲ ବରଡୋଲ ଦେଓଗାଁ ମଧ୍ୟରେ ଥିବା ଡବଲ୍‌ ବ୍ରିଜ୍‌ ନିକଟରୁ ଆଜି ଏକ ବ୍ୟକ୍ତିଙ୍କ ମୃତ ଶରୀର ଉଦ୍ଧାର ହୋଇଛି । ପାଣିରେ ଭାସି ଭାସି ଯାଉଥିବା ବେଳେ ସ୍ଥାନୀୟ ଲୋକଙ୍କଠୁ ଖବର ପାଇଁ ବରଗଡ଼ ପୋଲିସ ଓ ଅଗ୍ନିଶମ ବାହିନୀ ଆସି ମୃତ ବ୍ୟକ୍ତିଙ୍କ
Read More...

ସଂକଳ୍ପ ପରିବାର ଓ ପୋଢ଼ମୁଣ୍ଡା ଗ୍ରାମବାସୀଙ୍କ ଉଦ୍ୟମରେ ବୃକ୍ଷରୋପଣ ମହୋତ୍ସବ

ବରଗଡ, (ନିରୋଜ କୁମାର ପାଣୀ) : ବରଗଡ ଜିଲ୍ଲା ପୋଢ଼ମୁଣ୍ଡା ଗ୍ରାମରେ ସାମାଜିକ ଅନୁଷ୍ଠାନ ସଂକଳ୍ପ ପରିବାର, ବରଗଡ ଓ ପୋଢ଼ମୁଣ୍ଡା ଗ୍ରାମବାସୀଙ୍କର ମିଳିତ ଉଦ୍ୟମରେ ଗ୍ରାମ ପରିସରରେ ରହିଥିବା ଖାଲି ସ୍ଥାନରେ ସାମାଜିକ ବନୀକରଣ ତଥା ୭୫ତମ ବନ ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି । ବରଗଡ଼ ବନଖଣ୍ଡ
Read More...

ସାଂସଦ ପ୍ରଦୀପ ପୁରୋହିତଙ୍କୁ ଦେବଦତ୍ତ କ୍ଲବରେ ସମ୍ବର୍ଦ୍ଧନା

ବରଗଡ, (ନିରୋଜ କୁମାର ପାଣୀ) : ବରଗଡ ଜିଲ୍ଲା ଗାଇସିଲେଟ ବ୍ଲକ କେନ୍ଦୁଭଟା ସ୍ଥିତ ଦେବଦତ୍ତ କ୍ଲବରେ ନବ ନିର୍ବାଚିତ ବରଗଡ଼ ଲୋକସଭା ସାଂସଦ ପ୍ରଦୀପ ପୁରୋହିତଙ୍କୁ କ୍ଲବର ସମ୍ପାଦକ କାହ୍ନୁଚରଣ ମାଝି ପୁଷ୍ପଗୁଚ୍ଛ ଓ ଉତ୍ତରୀୟ ଦେଇ ସମ୍ବର୍ଦ୍ଧିତ କରିଥିଲେ । ଏହି ଅବସରରେ ଏକ ବୈଠକ ଅନୁଷ୍ଠିତ
Read More...

ସାଂସଦ ପ୍ରଦୀପ ଓ ବିଧାୟକ ନୀହାରଙ୍କୁ ସମ୍ବର୍ଦ୍ଧିତ

ବରଗଡ, (ନିରୋଜ କୁମାର ପାଣୀ) : ବରଗଡ ଜିଲ୍ଲା ଭେଡେନ ବ୍ଲକ ଥୁଆପାଲି ଛକ ଠାରେ ନୂତନ ଭାବେ ନିର୍ବାଚିତ ହୋଇଥିବା ଭାରତୀୟ ଜନତା ପାର୍ଟି ବରଗଡ ସାଂସଦ ପ୍ରଦୀପ କୁମାର ପୁରୋହିତ ଓ ଅତାବିରା ନିର୍ବାଚନ ମଣ୍ଡଳୀର ବିଧାୟକ ନୀହାର ରଞ୍ଜନ ମହାନନ୍ଦଙ୍କୁ ପୁଷ୍ପମାଲ୍ୟ ଓ ଅଙ୍ଗବସ୍ତ୍ର ଦେଇ
Read More...

ସୁବର୍ଣ୍ଣ ଦୀପର ରଥଯାତ୍ରା ସଂଖ୍ୟା ଲୋକାର୍ପିତ

ବରଗଡ, (ନିରୋଜ କୁମାର ପାଣୀ) : ସ୍ଥାନୀୟ ରାଣାପ୍ରତାପ ସ୍କୁଲ ପରିସରରେ ଯୁଗୋପଯୋଗୀ ଶିଶୁ କିଶୋର ସାହିତ୍ୟ ପତ୍ରିକା ସୁବର୍ଣ୍ଣ ଦୀପର ରଥଯାତ୍ରା ସଂଖ୍ୟା ଲୋକାର୍ପିତ ହୋଇଯାଇଛି । ବିଦ୍ୟାଳୟର ଭାରତୀ ଶିଶୁ ସାହିତ୍ୟ ସଂସଦର ସମ୍ପାଦିକା ଅଶ୍ଲେଷା ମହାନନ୍ଦଙ୍କ ସଂଯୋଜନାରେ ଅନୁଷ୍ଟିତ ଏହି
Read More...

ବିଜୟପଲ୍ଲୀରେ ବନ ମହୋତ୍ସବ ସପ୍ତାହ

ବରଗଡ, (ନିରୋଜ କୁମାର ପାଣୀ) : ବରପାଲି ବ୍ଲକ ଅନ୍ତର୍ଗତ ବିଜୟପଲ୍ଲୀ ସେବାଶ୍ରମ ହାଇସ୍କୁଲରେ ୭୫ତମ ବନ ମହୋତ୍ସବ ସପ୍ତାହ ପାଳିତ ହୋଇଛି । ଜିଲ୍ଲା ପରିବେଶ ସମିତି, ଜିଲ୍ଲା ପରିବେଶ ସଚେତନତା ସମିତି ପକ୍ଷରୁ ଓ ସ୍କୁଲର ଇକୋ-କ୍ଲବ ସହଯୋଗ ଅନୁଷ୍ଠିତ ସଭାରେ ସଚେତନତା ସମିତିର ସଭାପତି ତେଜରାଜ
Read More...

ଟାଟା ପାୱାର ବିରୁଦ୍ଧରେ ଜିଲ୍ଲା ଚାଷୀ ସଂଗଠନର ଚେତାବନୀ ବୈଠକ

ବରଗଡ, (ନିରୋଜ କୁମାର ପାଣୀ) : ଆଜି ସ୍ଥାନୀୟ ଜିଲ୍ଲା ବରିଷ୍ଠ ନାଗରିକ ସଂଘ କାର୍ଯ୍ୟାଳୟ ଠାରେ ଏକ ଚାଷୀ ସମାବେଶ ଅନୁଷ୍ଠିତ ହୋଇଥିଲା । ସଭାପତି ଅମୂଲ୍ୟ ପତିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ମାସିକ ବୈଠକରେ ନୂତନ ସରକାର ଚାଷୀ ପାଇଁ ଧାନ କ୍ୱିଣ୍ଟାଲ ପ୍ରତି ଟ. ୩୧୦୦ର ଘୋଷଣା
Read More...

ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି

ବରଗଡ, (ନିରୋଜ କୁମାର ପାଣୀ) : ବରଗଡ ଜିଲ୍ଲା ବିଜେପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଉକ୍ତ ଶିବିରରେ ଜିଲ୍ଲାପାଳ ଆଦିତ୍ୟ ଗୋଏଲ, ଆରକ୍ଷୀ ଅଧିକ୍ଷକ ପ୍ରହଲ୍ଲାଦ ସହାୟ ମୀନା, ପଦ୍ମପୁର ଅତିରିକ୍ତ ଜିଲ୍ଲାପାଳ କୃଣାଲ
Read More...

ବନ ମହୋତ୍ସବ ପାଳିତ

ବରଗଡ, (ନିରୋଜ କୁମାର ପାଣୀ) : ବରଗଡ ଜିଲ୍ଲାର ଅତାବିରା ବ୍ଲକର କୁଲିତା ଟୁକୁରା ଗ୍ରାମ ପଞ୍ଚାୟତରେ ରବିବାର ଦିନ ଛୋଟ ମୋର ଗାଁଁ ଟି, ମାଉଣ୍ଟ ଏକ୍ସପ୍ଲୋର, ଏବଂ ମାଁ ପନ୍ଥେଇ ଚାରିଟେବୁଲ ଟ୍ରଷ୍ଟର ମିଳିତ ଉଦ୍ୟମରେ ବନ ମହୋତ୍ସବ ପାଳିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଗ୍ରାମର ସମସ୍ତ
Read More...

ଅବସରପ୍ରାପ୍ତ ପୋଷ୍ଟ ମାଷ୍ଟର ଘାସିରାମ ଦାସଙ୍କ ପରଲୋକ

ବରଗଡ, (ନିରୋଜ କୁମାର ପାଣୀ) : ବରଗଡ ଅବସରପ୍ରାପ୍ତ ପୋଷ୍ଟ ମାଷ୍ଟର ଘାସିରାମ ଦାସ(୮୬)ଙ୍କ ପରଲୋକ ହୋଇଯାଇଛି । ଗତକାଲି ଶନିବାର ତାଙ୍କ ନିଜ ଘର ଗୋବିନ୍ଦ ପାଲିରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଥିଲେ । ଅବିଭକ୍ତ ସମ୍ବଲପୁର ଜିଲ୍ଲାର ଜଣେ ଦକ୍ଷ ପୋଷ୍ଟ ମାଷ୍ଟର ଭାବରେ ତାଙ୍କର ବେଶ ଖ୍ୟାତି
Read More...