ନୂତନ ଜାତୀୟ ରାଜପଥ ଦାବି କଲେ ବରଗଡ଼ ସାଂସଦ
ବରଗଡ, (ନିରୋଜ କୁମାର ପାଣୀ) : ଓଡ଼ିଶାରେ ନୂତନ ଜାତୀୟ ରାଜପଥର ଚୂଡ଼ାନ୍ତ ଅନୁମୋଦନ ଏବଂ ଘୋଷଣା ପାଇଁ ଅନୁରୋଧ କଲେ ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ । ବଲାଙ୍ଗିର-ପାଟଣାଗଡ଼-ହରିଶଙ୍କର-ପାଇକମାଳ-ନୂଆପଡ଼ା ନୂଆ ଜାତୀୟ ରାଜପଥ ପାଇଁ କେନ୍ଦ୍ରମନ୍ତ୍ରୀ ନୀତିନ ଗଡ଼କରୀଙ୍କ ପାଖରେ ସେ ଏହି ବଡ଼ ଦାବୀ!-->…
Read More...
Read More...