Browsing Tag

bargarh news

ବରଗଡ ଅଗ୍ରସେନ ଛକ ଠାରେ ରାସ୍ତାରୋକ ଆନ୍ଦୋଳନ

ବରଗଡ, (ନିରୋଜ କୁମାର ପାଣୀ) : ଦୀର୍ଘ ସମୟରୁ ଗୁରୁତର ଅବସ୍ଥାରେ ପଡ଼ିରହିଥିବା ଏକ ଗାଇର ଚିକିତ୍ସା ଓ ଥଇଥାନ ପାଇଁ ଦିନ ତମାମ ସ୍ଥାନୀୟ ଲୋକେ ବରଗଡ଼ ପୌର ପରିଷଦକୁ ଯୋଜଯୋଗ କରି ହଇରାଣ ହୋଇ ଯାଇଥିଲେ ମାତ୍ର ରାତି ୭.୩୦ଟା ପର୍ଯ୍ୟନ୍ତ କେହି ଆସିନଥିଲେ ଓଲଟା ଏବେ କିଛି କରାଯାଇପାରିବ ନାହିଁ
Read More...

ନୃସିଂହନାଥ ମନ୍ଦିର ପରିଦର୍ଶନ ପାଇଁ ମହାମହିମ ରାଷ୍ଟ୍ରପତିଙ୍କୁ ନିମନ୍ତ୍ରଣ କଲେ ବରଗଡ ସାଂସଦ ପ୍ରଦୀପ ପୁରୋହିତ

ବରଗଡ, (ନିରୋଜ କୁମାର ପାଣୀ) : ଗନ୍ଧମାର୍ଦ୍ଦନ ପାହାଡ ପାଦଦେଶରେ ଅବସ୍ଥିତ ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ତୀର୍ଥକ୍ଷେତ୍ର ନୃସିଂହନାଥ ମନ୍ଦିର ପରିଦର୍ଶନରେ ଆସିବା ପାଇଁ ଦେଶର ମହାମହିମ ରାଷ୍ଟ୍ରପତି ଶ୍ରୀମତୀ ଦୌପଦୀ ମୁର୍ମୁଙ୍କୁ ବରଗଡ ସାଂସଦ ପ୍ରଦୀପ ପୁରୋହିତ ନିମନ୍ତ୍ରଣ କରିଥିବା ସୂଚନା
Read More...

ଗୁଡେଶିରା ରଥଯାତ୍ରା ସାତ ବର୍ଷ ପୂର୍ତ୍ତି ଅବସରରେ ମାଉସୀ ମାଁ ମନ୍ଦିର ପ୍ରତିଷ୍ଠା

ବରଗଡ, (ନିରୋଜ କୁମାର ପାଣୀ) : ବରଗଡ଼ ସଦର ଅନ୍ତର୍ଗତ ଗୁଡେଶିରା ରଥଯାତ୍ରା ୨୦୧୬ ମସିହାରେ ଆରମ୍ଭ ହୋଇଥିବା ବେଳେ କୋଭିଡ୍‌ ମହାମାରୀ ଯୋଗୁଁ ୨୦୨୦-୨୦୨୧ ବନ୍ଦ ହୋଇଥିବା ବେଳେ ଡମ୍ବରୁ ଧର ଦେବତାଙ୍କ ସଭାପତିତ୍ଵରେ ଏ ବର୍ଷ ଏଥର ସାତ ବର୍ଷ ପୂର୍ତ୍ତି ଉପଲକ୍ଷେ ୩ ତାରିଖ ବୁଧବାର ଦିନ ନୂଆ
Read More...

ବରଗଡ – ନୂଆପଡ଼ା ରେଲୱେ ଲାଇନ କାମ ତ୍ଵରାନ୍ୱିତ କରିବା ପାଇଁ ରେଳମନ୍ତ୍ରୀଙ୍କ ଠାରେ ଦାବୀ

ବରଗଡ, (ନିରୋଜ କୁମାର ପାଣୀ) : ଆଜି ନୂଆଦିଲ୍ଲୀ ସ୍ଥିତ ରେଲୱେ ଭବନରେ ରେଳମନ୍ତ୍ରୀ ଅଶ୍ମିନୀ ବୈଷ୍ଣବଙ୍କୁ ସକ୍ଷାତ କରି ବରଗଡ଼ ନୂଆପଡ଼ା ରେଲୱେ ଲାଇନ ତ୍ଵରାନ୍ନିତ କରିବା ପାଇଁ ବରଗଡ ସାଂସଦ ପ୍ରଦୀପ ପୁରୋହିତ ଦାବୀ କରିଛନ୍ତି । ମନ୍ତ୍ରୀ ଶ୍ରୀ ବୈଷ୍ଣବ ଅଧିକାରୀ ମାନଙ୍କୁ ଡ଼ାକି ତୁରନ୍ତ
Read More...

ସମନ୍ଵିତ ଗ୍ରାମ୍ୟ ବିକାଶ କାର୍ଯ୍ୟକ୍ରମ ଲୋକାର୍ପିତ

ବରଗଡ, (ନିରୋଜ କୁମାର ପାଣୀ) : ଓଡ଼ିଶାର ୧୦ ଗୋଟି ଆକାଂକ୍ଷୀ ଜିଲ୍ଲା ମଧ୍ୟରୁ ବରଗଡ଼ ଜିଲ୍ଲା ଅନ୍ୟତମ । ଶିକ୍ଷା, ସ୍ୱାସ୍ଥ୍ୟ, ଜୀବନ ଜୀବିକା ତଥା ସାମଗ୍ରିକ ବିକାଶ କ୍ଷେତ୍ରରେ ଏହି ଅଞ୍ଚଳ ବିକାଶ ମାନଦଣ୍ଡର ନିମ୍ନରେ ରହିଛି । ଜିଲ୍ଲାର ପାଇକମାଲ ବ୍ଲକ୍‌ର ୫ ଗୋଟି ଗ୍ରାମ ଯଥା ମିଠାପାଲି,
Read More...

ସାଂସଦ ପ୍ରଦୀପ ପୁରୋହିତ ବ୍ରଜରାଜନଗର ରାଜପଥ ନିର୍ମାଣ ଦାବୀରେ କେନ୍ଦ୍ର ପରିବହନ ମନ୍ତ୍ରୀଙ୍କୁ ଚିଠି ଦେଲେ

ବରଗଡ, (ନିରୋଜ କୁମାର ପାଣୀ) : ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ ତାଙ୍କର ସଂସଦୀୟ କ୍ଷେତ୍ରର ବିକାଶ ଦିଗରେ ପଦକ୍ଷେପ ଆରମ୍ଭ କରିଛନ୍ତି । ବିଧାୟକ ଥିବା ସମୟରେ ପଦ୍ମପୁର ଅଞ୍ଚଳ ପାଇଁ ଶାଣିତ ସ୍ୱର ଉତ୍ତୋଳନ କରି ଶ୍ରେଷ୍ଠ ବିଧାୟକ ଭାବରେ ପୁରସ୍କାର ପାଇ ଥିଲେ । ସେହି ସ୍ୱରକୁ କେନ୍ଦ୍ରରେ
Read More...

ଏଚିଭର୍ସ ହେଲପିଙ୍ଗ ଫାଉଣ୍ଡେସନ୍‌ର ପ୍ରତିଷ୍ଠା ଦିବସ ଅନୁଷ୍ଠିତ

ବରଗଡ଼, (ନିରୋଜ କୁମାର ପାଣୀ) : ବାପୁଜୀ ସ୍ୱତନ୍ତ୍ର ବିଦ୍ୟାଳୟରେ ରବିବାର ଏଚିଭର୍ସ ହେଲ୍‌ପିଙ୍ଗ ଫାଉଣ୍ଡେସନର ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଅନୁଷ୍ଠାନର ସଭାପତି ଦିବାକର ମାଝିଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉକ୍ତ ସମାରୋହରେ ବରଗଡ଼ ବିଧାୟକ ଅଶ୍ୱିନୀ ଷଡ଼ଙ୍ଗୀ ମୁଖ୍ୟଅତିଥି ଭାବେ
Read More...

ବରଗଡ଼ ଜିଲ୍ଲା ପରିବେଶ ସୁରକ୍ଷା ମଞ୍ଚର ବୈଠକ

ବରଗଡ, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ପରିବେଶ ସୁରକ୍ଷା ମଞ୍ଚର ଏକ ସାଧାରଣ ବୈଠକ, ସଭାପତି ପ୍ରମୋଦ କୁମାର ହୋତାଙ୍କ ସଭାପତିତ୍ୱରେ ଜିଲ୍ଲା ବରିଷ୍ଠ ନାଗରିକ ସଂଘ କାର୍ଯ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି । ମଞ୍ଚର ସମ୍ପାଦକ ପ୍ରକୃତି ବନ୍ଧୁ ମୀନକେତନ ସାହୁ ବିଗତ ବର୍ଷର ପରିବେଶ
Read More...

ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧୀକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

ବରଗଡ, (ନିରୋଜ କୁମାର ପାଣୀ) : ବରଗଡ଼ ଅମ୍ବାଭୋନା ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧୀକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଉକ୍ତ ଶିବିରରେ ଜିଲ୍ଲାପାଳ ଆଦିତ୍ୟ ଗୋଏଲ୍‌ ଏବଂ ଜିଲ୍ଲା ଆରକ୍ଷୀ ଅଧୀକ୍ଷକ ପ୍ରହଲ୍ଲାଦ ସହାୟ ମୀନାଙ୍କ
Read More...

ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର ପ୍ରଦାନ କଲେ ସାଂସଦ ପ୍ରଦୀପ ପୁରୋହିତ

ବରଗଡ, (ନିରୋଜ କୁମାର ପାଣୀ) : ନୂଆଦିଲ୍ଲୀର ଓଡ଼ିଶା ଭବନରେ ବରଗଡ ସାଂସଦ ପ୍ରଦୀପ ପୁରୋହିତ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସାକ୍ଷାତ କରି ଅନେକ ଗୁଡିଏ ଦାବି ଉପସ୍ଥାପନ କରିଛନ୍ତି । ଝାରସୁଗୁଡ଼ା ଏବଂ ଏହାର ଆଖପାଖରେ ଅନେକ ଗୁଡିଏ ଶିଳ୍ପ କାରଖାନା ଗଢି ଉଠିଥିବା ବେଳେ ସ୍ଥାନୀୟ
Read More...