Browsing Tag

bargarh news

ଖଇରପାଲି ଗ୍ରାମରେ ୧୮ତମ ମହାଲକ୍ଷ୍ମୀ ପୂଜା : କଳସ ଯାତ୍ରାରେ ଶତାଧିକ ମହିଳାଙ୍କ ଯୋଗଦାନ

ବରଗଡ, (କେପିଏନ୍‌ଏସ୍‌) : ବରଗଡ଼ ଜିଲ୍ଲା ପଦ୍ମପୁର ବ୍ଲକ ଅଧୀନ ଖଇରପାଲି ଗ୍ରାମରେ ମାଁ ମହାଲକ୍ଷ୍ମୀଙ୍କ ୧୮ତମ ପୂଜନୋତ୍ସବ ମହା ଆଡମ୍ବର ସହିତ ପାଳନ ହୋଇଯାଇଛି । ଗ୍ରାମର ଶତାଧିକ ମହିଳା ହରିଦ୍ରା ବର୍ଣ୍ଣର ବସ୍ତ୍ର ଧାରଣ କରି କଳସ ଯାତ୍ରାରେ ଯୋଗଦାନ କରିଥିଲେ । କର୍ତ୍ତା ଭାବରେ ସନ୍ତୋଷ
Read More...

ଶୈକ୍ଷିକ କ୍ଷେତ୍ର ପରିଭ୍ରମଣରେ ଶିକ୍ଷାର୍ଥୀଙ୍କ ଶିଳ୍ପାନୁଷ୍ଠାନ ପରିଦର୍ଶନ

ବରଗଡ଼, (କେପିଏନ୍‌ଏସ୍‌) : ଭାରତୀୟ ମାନକ ବ୍ୟୁରୋ ଭୁବନେଶ୍ଵର ଶାଖା ଆନୁକୂଲ୍ୟରେ ବରଗଡ଼ ଜିଲ୍ଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଜନତା ସରକାରୀ ଉଚ୍ଚ ବିଦ୍ୟାଳୟର ମାନକ କ୍ଲବର ଛାତ୍ରଛାତ୍ରୀ ଶୈକ୍ଷିକ କ୍ଷେତ୍ର ପରିଭ୍ରମଣରେ ଆସି ଜିଲ୍ଲାରେ ଥିବା ଏସିସି ସିମେଣ୍ଟ କାରଖାନା ପରିଦର୍ଶନ କରିଥିଲେ
Read More...

ମୁଖ୍ୟମନ୍ତ୍ରୀଙ୍କ ସରକାରୀ କାର୍ଯ୍ୟକ୍ରମରେ ମିଲର୍ସଙ୍କ ଠାରୁ ଚାନ୍ଦ ସଂଗ୍ରହ : ତେବେ କଟନି ଛଟନି ବନ୍ଦ ହେବ କେମିତି

ବରଗଡ, (ନିରୋଜ କୁମାର ପାଣୀ) : ଗତ ନିର୍ବାଚନ ସମୟରେ ଭାରତୀୟ ଜନତା ପାର୍ଟି ଓଡିଶାର ଚାଷୀମାନଙ୍କୁ ଦେଇଥିବାର ପ୍ରତିଶୃତି ଅନୁଯାୟୀ ପ୍ରତି ଧାନ କ୍ୱିଣ୍ଟାଲ ପିଛା ୮ ଶହ ଟଙ୍କା ଇନପୁଟ ସବସିଡି ପ୍ରଦାନ କରିବା ପର୍ବ ଗତକାଲି ବରଗଡ ଜିଲ୍ଲା ସୋହେଲା ବ୍ଲକ ଇଛାପାଲିଠାରେ ଅନୁଷ୍ଠିତ ହୋଇଯାଇଛି ।
Read More...

ନାଟ୍ୟଗୁରୁ ହରେକୃଷ୍ଣ ପୂଜାରୀଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ

ବରଗଡ, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ଅମ୍ବାପାଲି ସ୍ଥିତ ସମଲେଶ୍ୱରୀ ସରକାରୀ ଉଚ୍ଚ ବିଦ୍ୟାଳୟ ଠାରେ ନାଟ୍ୟ ଗୁରୁ ତଥା ସ୍କୁଲର ପ୍ରତିଷ୍ଠାତା ସ୍ୱର୍ଗୀୟ ହରେକୃଷ୍ଣ ପୂଜାରୀଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ ହୋଇଯାଇଛି । ଉକ୍ତ କାର୍ଯ୍ୟକ୍ରମରେ ବରଗଡ ସାଂସଦ ପ୍ରଦୀପ ପୁରୋହିତ ମୁଖ୍ୟ
Read More...

ରାଜ୍ୟ ସ୍ତରୀୟ ବାଲ୍ ବୈଜ୍ଞାନିକ ପ୍ରଦର୍ଶନୀ ନିମନ୍ତେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ବରଗଡ଼, (ନିରୋଜ କୁମାର ପାଣୀ) : ଜିଲ୍ଲା ବିଜ୍ଞାନ କେନ୍ଦ୍ର ଟୁକୁର୍ଲା ଠାରେ ଜିଲ୍ଲା ଶିକ୍ଷା ଅଧିକାରୀ ରାଧାକାନ୍ତ ଛାତ୍ରୀଙ୍କ ସଭାପତିତ୍ୱରେ ଆସନ୍ତା ଡ଼ିସେମ୍ବର ୧୮/୧୯ ଓ ୨୦ ତାରିଖରେ ଅନୁଷ୍ଠିତ ହେବାକୁ ଥିବା ରାଜ୍ୟସ୍ତରୀୟ ବାଲ୍ ବୈଜ୍ଞାନିକ ପ୍ରଦର୍ଶନୀ ନିମନ୍ତେ ଏକ ପ୍ରସ୍ତୁତି ବୈଠକ
Read More...

ଗନ୍ଧମାର୍ଦ୍ଦନକୁ ଜାତୀୟ ସଂପତ୍ତି ଘୋଷଣା ପାଇଁ ଲୋକସଭାରେ ବରଗଡ ସାଂସଦ ପ୍ରଦୀପ ପୁରୋହିତ କେନ୍ଦ୍ର ସରକାରଙ୍କ ଦୃଷ୍ଟି…

ବରଗଡ, (ନିରୋଜ କୁମାର ପାଣୀ) : ଆଜି ଲୋକସଭାର ଶୀତକାଳୀନ ଅଧିବେଶନରେ ୩୭୭ ଧାରା ଅଧିନିୟମ ଅନୁୟାୟୀ ବରଗଡ ସାଂସଦ ପ୍ରଦୀପ ପୁରୋହିତ ଗନ୍ଧମାର୍ଦ୍ଦନ ପାହାଡକୁ ଜାତୀୟ ସଂପତ୍ତି ଘୋଷଣା ପାଇଁ ଲୋକସଭାରେ କେନ୍ଦ୍ର ସରକାରଙ୍କ ଠାରେ ପ୍ରସ୍ତାବ ଉଠାଇଛନ୍ତି । ଶ୍ରୀ ପୁରୋହିତ ଉଲ୍ଲେଖ କରିଛନ୍ତି ଯେ,
Read More...

ବିଜେପୁରରେ ଆନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ

ଦିବ୍ୟାଙ୍ଗଙ୍କ ପ୍ରଗତି ପାଇଁ ଉପଯୁକ୍ତ ସ୍ନେହ ଶ୍ରଦ୍ଧା ଆବଶ୍ୟକ ବରଗଡ, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ବିଜେପୁର ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟ ଅନ୍ତର୍ଗତ ସ୍ଥାନୀୟ ସଂକର୍ଷଣ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପଡ଼ିଆରେ ଆନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ମଙ୍ଗଳବାର ପାଳିତ ହୋଇଯାଇଛି ।
Read More...

ଆର୍ଥିକ ସାକ୍ଷରତା ତାଲିମ ଶିବିର ଅନୁଷ୍ଠିତ

ବରଗଡ, (ନିରୋଜ କୁମାର ପାଣୀ) : ବରଗଡ ଜିଲ୍ଲା ଅମ୍ବାଭନା ବ୍ଲକ ଅନ୍ତର୍ଗତ ଭୁକ୍ତା ଠାରେ ଏଚ୍‌ଡିଏଫ୍‌ସି ବ୍ୟାଙ୍କ ଓ ମହାଶକ୍ତି ଫାଉଣ୍ଡେସନର ପ୍ରକଳ୍ପ ସଂପୂର୍ଣ୍ଣା ଆନୁକୂଲ୍ୟରେ ଦିନିକିଆ ଡିଜିଟାଲ ଆର୍ଥିକ ସାକ୍ଷରତା ତାଲିମ ଶିବିର ଅନୁଷ୍ଠିତ ହୋଇଯାଇଛି । ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟ
Read More...

ଲାୟନ୍ସ କ୍ଲବ ପକ୍ଷରୁ ନିଃଶୁଳ୍କ ସ୍ୱାସ୍ଥ୍ୟ ଶିବିର

ବରଗଡ଼, (ନିରୋଜ କୁମାର ପାଣୀ) : ବରଗଡ଼ ଉପକଣ୍ଠ ନୂଆଁ ସରସରା ସ୍ଥିତ ମିଳିତ ଗ୍ରାମ ପଞ୍ଚାୟତ ମହା ବିଦ୍ୟାଳୟ ଠାରେ ବରଗଡ଼ ଲାୟନ୍ସ କ୍ଲବ ଆନୁକୂଲ୍ୟରେ ଏକ ନିଃଶୁଳ୍କ ମେଗା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛି । ଏଥିରେ ଡାକ୍ତର ଶୁଶିଲ କୁମାର କର - ଚକ୍ଷୁ, ଡାକ୍ତର ସ୍ୱାଧିନ ଶର୍ମା -
Read More...

ବରଗଡ଼ର ଖେଳାଳୀ ପ୍ରବୀଣ ଲୁହା ଓ ଟ୍ରେନର ସୌର୍ଯ୍ୟ ରଞ୍ଜନ ରାଏ ଓଡ଼ିଶା ଟି-୨୦ ଦଳରେ

ଜିଲ୍ଲା କ୍ରିକେଟ ଏସୋସିଏସନ ପକ୍ଷରୁ ଶୁଭେଚ୍ଛା ବରଗଡ, (ନିରୋଜ କୁମାର ପାଣୀ) : ବରଗଡ ଜିଲ୍ଲାର ପ୍ରତିଭାବାନ ଖେଳାଳୀ ତଥା ଜିଲ୍ଲା ବରିଷ୍ଠ ଦଳର ଅଧିନାୟକ ପ୍ରବୀଣ ଲୁହା ଓଡ଼ିଶା ବରିଷ୍ଠ ଟି-୨୦ କ୍ରିକେଟ ଦଳରେ ସାମିଲ ହୋଇଛନ୍ତି । ଗତକାଲି ଓଡ଼ିଶା କ୍ରିକେଟ ଏସୋସିଏସନ ପକ୍ଷରୁ ସୟଦ
Read More...