ଲୋକସଭା ବାଚସ୍ପତି ଓମ୍ ବିର୍ଲାଙ୍କୁ ସୌଜନ୍ୟମୂଳକ ସାକ୍ଷାତ
ବରଗଡ, (ନିରୋଜ କୁମାର ପାଣୀ) : ଆଜି ପାର୍ଲାମେଣ୍ଟ ଭବନରେ ଲୋକସଭାର ବାଚସ୍ପତି ଓମ୍ ବିର୍ଲାଙ୍କୁ ବରଗଡ ସାଂସଦ ପ୍ରଦୀପ ପୁରୋହିତ ସୌଜନ୍ୟ ମୂଳକ ସାକ୍ଷାତ କରିଛନ୍ତି । ଏହି ଅବସରରେ ବରଗଡ ସଂସଦୀୟ କ୍ଷେତ୍ରର ଅନେକ ଜନ ସମସ୍ୟା ବିଷୟରେ ସାଂସଦ ପ୍ରଦୀପ ବାଚସ୍ପତିଙ୍କୁ ଅବଗତ କରିଥିଲେ । ଗତ!-->…
Read More...
Read More...