ଅତାବିରାରେ ନବନିର୍ବାଚିତ ସାଂସଦ ପ୍ରଦୀପ ପୁରୋହିତ ଓ ବିଧାୟକ ନିହାରରଞ୍ଜନ ମହାନନ୍ଦଙ୍କ ସ୍ୱାଗତ ସମ୍ବର୍ଦ୍ଧନା ସଭା
ବରଗଡ, (ନିରୋଜ କୁମାର ପାଣୀ) : ଆଜି ଶନିବାର ମଧ୍ୟାହ୍ନ ୧୨ଟାରେ ବରଗଡ ଜିଲ୍ଲା ଅତାବିରା ମାର୍କେଟ ପରିସରରେ ନବନିର୍ବାଚିତ ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ, ଅତାବିରା ବିଧାୟକ ନିହାରରଞ୍ଜନ ମହାନନ୍ଦଙ୍କ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଯାଇଛି । ଓଡ଼ିଶା ରାଜ୍ୟ କୃଷକ ସଂଗଠନ ତରଫରୁ ଏହି!-->…
Read More...
Read More...