Browsing Tag

bargarh news

ଗୀତା ମିଶ୍ରଙ୍କ ତତ୍ତ୍ଵାବଧାନରେ ବୃଦ୍ଧାଶ୍ରମ ଅନ୍ତେବାସୀଙ୍କ ଚନ୍ଦ୍ରହାସିନୀରେ ବଣଭୋଜି

ବରଗଡ, (ନିରୋଜ କୁମାର ପାଣୀ) : ସମଲାଇପଦର ସ୍ଥିତ ପାର୍ବତୀ ଗିରି ବୃଦ୍ଧାଶ୍ରମର ଅନ୍ତେବାସୀମାନଙ୍କ ପାଇଁ ବରଗଡ଼ର ସମାଜସେବୀ ଗୀତା ମିଶ୍ର ବଣଭୋଜିର ଆୟୋଜନ କରି ଆମୋଦିତ କରାଇଛନ୍ତି । ଅନ୍ତେବାସୀ ବୃଦ୍ଧ ବୃଦ୍ଧାଙ୍କ ସହିତ ସେବକ ସେବିକା ଗଣ ଛତିଶଗଡ ରାଜ୍ୟ ଚନ୍ଦରପୁରଠାରେ ବଣଭୋଜି ସାଙ୍ଗକୁ
Read More...

ବ୍ଲକସ୍ତରୀୟ ବାଳ ବୈଜ୍ଞାନିକ ପ୍ରଦର୍ଶନୀ ଉଦ୍‌ଘାଟିତ

ବରଗଡ଼, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ବିଜେପୁର ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟ ଅନ୍ତର୍ଗତ ଚାରପାଲି ହାଇସ୍କୁଲରେ ବ୍ଲକସ୍ତରୀୟ ବାଳ ବୈଜ୍ଞାନିକ ପ୍ରଦର୍ଶନୀ ଶନିବାର ଉଦ୍‌ଘାଟିତ ହୋଇଯାଇଛି । ହସ୍ତତନ୍ତ ଓ ବୟନ ଶିଳ୍ପ ମନ୍ତ୍ରୀ ରୀତା ସାହୁ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହାକୁ
Read More...

ବାରବଖରାରେ ପରିବେଶ ସୁରକ୍ଷା ଆଲୋଚନାଚକ୍ର

ବରଗଡ, (ନିରୋଜ କୁମାର ପାଣୀ) : ଜିଲ୍ଲା ପରିବେଶ ସୁରକ୍ଷା ମଞ୍ଚ, ବରଗଡ଼ର ପରିବେଶ ସୁରକ୍ଷା ସମ୍ପର୍କରେ ଏକ ଆଲୋଚନା ଚକ୍ର ଅମ୍ବାଭୋନା ବ୍ଲକ କର୍ଲା ଗ୍ରାମ ନିକଟସ୍ଥ ବାରବଖରାଠାରେ ଅନୁଷ୍ଠିତ ହୋଇଯାଇଛି । ପରିବେଶ ସୁରକ୍ଷା ମଞ୍ଚ ସଭାପତି ପ୍ରାଧ୍ୟାପକ ପ୍ରମୋଦ କୁମାର ହୋତାଙ୍କ ସଭାପତିତ୍ୱରେ
Read More...

ଶଳାବୁଢା ଅଟଲ ବିହାରୀ ପଣ୍ଡାଙ୍କ ଜନ୍ମ ଜୟନ୍ତୀ ସମାରୋହ

ବରଗଡ, (ନିରୋଜ କୁମାର ପାଣୀ) : ବରପାଲି ବ୍ଲକ ଅନ୍ତର୍ଗତ ସମଲେଶ୍ୱରୀ ବିହାରଠାରେ ଫାର୍ମାସିଷ୍ଟ କଲେଜର ସଭା ଗୃହରେ ସ୍ୱର୍ଗତ ଅଟଲ ବିହାରୀ ପଣ୍ଡାଙ୍କ ଜନ୍ମ ଜୟନ୍ତୀ ସମାରୋହ ଅଧ୍ୟକ୍ଷ ଅନ୍ନବାଦିତ୍ୟ ମହାନ୍ତିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଶଳା ବୁଢା, ଆଦିମ୍‌ ବିଚାର୍‌ ଓ ଶଳା
Read More...

ମଦୁଆଙ୍କୁ ପରିଚୟ ପତ୍ର ପ୍ରଦାନ ପାଇଁ ଓଡ଼ିଶା ସରକାରଙ୍କୁ ଦାବି ଜଣାଇଲା ଓଡ଼ିଶା ରାଜ୍ୟ କୃଷକ ସଂଗଠନ

ବରଗଡ, (ନିରୋଜ କୁମାର ପାଣୀ) : ମଦୁଆଙ୍କୁ ପରିଚୟ ପତ୍ର ପ୍ରଦାନ ପାଇଁ ଓଡ଼ିଶା ସରକାରଙ୍କୁ ଦାବି ଜଣାଇଲା ଓଡ଼ିଶା ରାଜ୍ୟ କୃଷକ ସଂଗଠନ । ସଂଗଠନ ପକ୍ଷରୁ କୁହାଯାଇଛି ଯେ ପରିବର୍ତ୍ତନଶୀଳ ସମୟ ଚକରେ ଆଜି ଦୁନିଆଁଟା ବହୁଳ ଭାବରେ ବଦଳିବାକୁ ବସିଥିବା ବେଳେ ପୂର୍ବର ସେ ସମୟର ବ୍ୟକ୍ତି ବିଶେଷ
Read More...

ଜାନୁଆରୀ ୧୫ ତାରିଖରୁ ଆରମ୍ଭ ହେବ ବିଶ୍ୱପ୍ରସିଦ୍ଧ ବରଗଡ ଧନୁଯାତ୍ରା

ବରଗଡ: ଆସନ୍ତା ଜାନୁଆରି ୧୫ ତାରିଖରୁ ବିଶ୍ୱପ୍ରସିଦ୍ଧ ବରଗଡ ଧନୁଯାତ୍ରା ଆୟୋଜନ ହେବାକୁ ଯାଉଛି । ଏଥିପାଇଁ ପ୍ରଥମ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିବା ବେଳେ ଧନୁଯାତ୍ରା ମହୋତ୍ସବ ସମିତିର ଏହି ସାଧାରଣ ପରିଷଦ ବୈଠକ ଜିଲ୍ଲାପାଳ ମୋନୀଷା ବାନାର୍ଜୀଙ୍କ ଅଧ୍ୟକ୍ଷତାରେ କରିଥିଲେ । ତେବେ
Read More...

ବୀର ସୁରେନ୍ଦ୍ର ସାଏ ଉଚ୍ଚ ବିଦ୍ୟାଳୟ ରୌପ୍ୟ ଜୟନ୍ତୀ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ

ବରଗଡ଼, (ନିରୋଜ କୁମାର ପାଣୀ): ବରଗଡ଼ ବ୍ଲକ ଉପକଣ୍ଠ ବରଡୋଲ ଗ୍ରାମ ସ୍ଥିତ ବୀର ସୁରେନ୍ଦ୍ର ସାଏ ଉଚ୍ଚ ବିଦ୍ୟାଳୟ ୧୯୯୮ ମସିହା ଜୁଲାଇ ମାସରେ ଗଢି ଉଠିଥିବା ବେଳେ ଚଳିତ ବର୍ଷ ତାର ୨୫ତମ ବର୍ଷ ପୂର୍ତ୍ତି ଅବସରରେ ରୌପ୍ୟ ଜୟନ୍ତୀ ପାଳନକୁ ନେଇ ଗ୍ରାମବାସୀ ତଥା ପୂର୍ବତନ ଛାତ୍ରଛାତ୍ରୀମାନଙ୍କ
Read More...

ବିଦ୍ୟାଳୟର ଶହେ ବର୍ଷ ପୂର୍ତ୍ତି ଉତ୍ସବ ପ୍ରସ୍ତୁତି ଚାଲିଥିବା ବେଳେ ପାଠପଢିବା ପାଇଁ ଶ୍ରେଣୀ କୋଠରୀ ନଥିବା ଅଭିଯୋଗ

ବରଗଡ, (ନିରୋଜ କୁମାର ପାଣୀ) : ବରଗଡ ଜିଲ୍ଲା ଅନ୍ତର୍ଗତ ଗାଇସିଲେଟ ବ୍ଲକ ଅଧିନସ୍ଥ କେର୍ମଲି ଗ୍ରାମରେ ୧୯୨୩ ମସିହାରେ ପ୍ରତିଷ୍ଠିତ ସରକାରୀ ଉନ୍ନିତ ଉଚ୍ଚ ବିଦ୍ୟାଳୟର ତାର ଶହେ ବର୍ଷ ପୂର୍ତ୍ତ ଉତ୍ସବ ପାଳନ ପାଇଁ ପୁରାତନ ଛାତ୍ର ସଂଘ, ଗ୍ରାମ୍ୟ କମିଟି, ସ୍କୁଲ ପରିଚାଳନା କମିଟି ବ୍ୟାପକ
Read More...

ଉନ୍ନୟନ କାର୍ଯ୍ୟରେ ବ୍ୟାପକ ପିସି କାରବାର ଓ ଅନିୟମିତତା ପ୍ରତିବାଦରେ ବିଜେପିର ପାଇକମାଲ ବ୍ଲକ ଘେରାଉ ଡାକରା

ପଦ୍ମପୁର, (ନିରୋଜ କୁମାର ପାଣୀ) : ପାଇକମାଲ ବ୍ଲକରେ ରାଜ୍ୟ ଓ କେନ୍ଦ୍ର ସରକାରଙ୍କଠାରୁ ଉନ୍ନୟନମୂଳକ କାର୍ଯ୍ୟରେ ଆସୁଥିବା କୋଟି କୋଟି ଟଙ୍କାର ଅନୁଦାନ ଅର୍ଥ ବ୍ୟାପକ ପିସି କାରବାର ଯୋଗୁଁ ନିମ୍ନମାନର ହେଉଥିବା, ହଜାର ସଂଖ୍ୟାରେ ଶ୍ରମିକ ମାନଙ୍କୁ ୬ ମାସରୁ ଉର୍ଦ୍ଧ୍ବ ହେବ ମନରେଗା ଯୋଜନାର
Read More...

୧୦୧ଝଣ୍ଡା ଧରି ବରଗଡ଼ରୁ ଭଟଲି ଯାତ୍ରା କଲେ ଶ୍ୟାମ ଭକ୍ତ

ବରଗଡ଼, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ଭଟଲି ଠାରେ ରହିଥିବା ବାବା ଶ୍ୟାମ ମନ୍ଦିର ଯାହା ରାଜସ୍ଥାନର ଖାଟୁ ଠାରେ ଅବସ୍ଥିତ ଖାଟୁ ନରେଶଙ୍କ ପରେ ପରେ ଭାରତରେ ସର୍ବ ବୃହତ ଶ୍ୟାମ ମନ୍ଦିର ଭାବରେ ଜଣାଶୁଣା ଅଟେ । ପ୍ରତ୍ୟକ ବର୍ଷ କାର୍ତ୍ତିକ ମାସ ଶୁକ୍ଳପକ୍ଷ ଏକାଦଶୀ ଦିନ ବାବା
Read More...