ସରକାରୀ ହାଇସ୍କୁଲ ବରଗଡ଼ରେ ନବନିଯୁକ୍ତ ମାଧ୍ୟମିକ ଶିକ୍ଷକ ଶିକ୍ଷୟିତ୍ରୀଙ୍କ ସଂକଳ୍ପ ପ୍ରଶିକ୍ଷଣ କର୍ମଶାଳା ଉଦ୍ଯାପିତ
ବରଗଡ଼, (କେପିଏନ୍ଏସ୍) : ବରଗଡ଼ ଜିଲ୍ଲା ଶିକ୍ଷା ବିଭାଗ ଆନୁକୂଲ୍ୟରେ ସ୍ଥାନୀୟ ସରକାରୀ ବାଳିକା ହାଇସ୍କୁଲ ବରଗଡ଼ରେ ନବ ନିଯୁକ୍ତ ମାଧ୍ୟମିକ ଶିକ୍ଷକ ଶିକ୍ଷୟିତ୍ରୀଙ୍କ ଶିକ୍ଷଣ ଦକ୍ଷତା, କୌଶଳ ସମ୍ବନ୍ଧୀୟ ଜ୍ଞାନର ଅଭିବୃଦ୍ଧି ନିମନ୍ତେ ପଞ୍ଚଦିବସୀୟ ପ୍ରଶିକ୍ଷଣ କାର୍ଯ୍ୟକ୍ରମ "ସଂକଳ୍ପ!-->…
Read More...
Read More...