ଆର୍ଥିକ ସାକ୍ଷରତା ତାଲିମ ଶିବିର ଅନୁଷ୍ଠିତ
ବରଗଡ, (ନିରୋଜ କୁମାର ପାଣୀ) : ବରଗଡ ଜିଲ୍ଲା ଅମ୍ବାଭନା ବ୍ଲକ ଅନ୍ତର୍ଗତ ଭୁକ୍ତା ଠାରେ ଏଚ୍ଡିଏଫ୍ସି ବ୍ୟାଙ୍କ ଓ ମହାଶକ୍ତି ଫାଉଣ୍ଡେସନର ପ୍ରକଳ୍ପ ସଂପୂର୍ଣ୍ଣା ଆନୁକୂଲ୍ୟରେ ଦିନିକିଆ ଡିଜିଟାଲ ଆର୍ଥିକ ସାକ୍ଷରତା ତାଲିମ ଶିବିର ଅନୁଷ୍ଠିତ ହୋଇଯାଇଛି । ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟ!-->…
Read More...
Read More...