ଅଜଣା ଶବ ସତ୍କାର କଲା ସଂକଳ୍ପ ପରିବାର
ବରଗଡ଼, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲାର ଅଗ୍ରଣୀ ସାମାଜିକ ଅନୁଷ୍ଠାନ ସଂକଳ୍ପ ପରିବାର ତରଫରୁ ଆଜି ପିପଳମୁଣ୍ଡା ସ୍ଥିତ ସ୍ୱର୍ଗଦ୍ୱାରରେ ଏକ ଅଜଣା ଶବ ସତ୍କାର କରାଯାଇଛି । ସୂଚନା କ୍ରମେ ଗତ ମଙ୍ଗଳବାର ଦିନ ବରଗଡ଼ ଜିଲ୍ଲା ବିଜେପୁର ଥାନା ଅନ୍ତର୍ଗତ ପଧାନ ମାଲ ଗାଁରେ ରହିଥିବା!-->…
Read More...
Read More...