Browsing Tag

bargarh news

ତାଲପାଲି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଏକ ସ୍ଥାୟୀ ଚକ୍ଷୁ ପରୀକ୍ଷା କେନ୍ଦ୍ର ଲୋକର୍ପଣ କଲେ ସ୍ୱାସ୍ଥ୍ୟ ମନ୍ତ୍ରୀ

ସ୍ଥାନୀୟ ଲୋକଙ୍କ ଅଭିଯୋଗ ଶୁଣାଣି କରି ତୁରନ୍ତ ସମାଧାନ ପାଇଁ ଦେଲେ ନିର୍ଦ୍ଦେଶ ବରଗଡ, (ନିରୋଜ କୁମାର ପାଣୀ) : ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ ବରଗଡ଼ ଗସ୍ତ କରି ତାଲପାଲି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ନବ ନିର୍ମିତ ସ୍ଥାୟୀ ଚକ୍ଷୁ ପରୀକ୍ଷା କେନ୍ଦ୍ରକୁ ଲୋକର୍ପଣ କରିଛନ୍ତି ।
Read More...

ଦିବ୍ୟାଙ୍ଗଙ୍କୁ ବ୍ୟାଟେରୀ ଚାଳିତ ଗାଡି ବଣ୍ଟନ

ବରଗଡ, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲାର ଏଗାର ଜଣ ଦିବ୍ୟାଙ୍ଗ ଭାଇଭଉଣୀ ମାନଙ୍କୁ ବ୍ୟାଟେରୀ ଚାଳିତ ଗାଡ଼ି ମାଗଣାରେ ବଣ୍ଟନ କରାଯାଇଛି । ବରଗଡ଼ ଜିଲ୍ଲାର ଦିବ୍ୟାଙ୍ଗଙ୍କ ପାଇଁ କାମ କରୁଥିବା ବରପାଲିର ସୁଇଟ୍ ଏଣ୍ଡ ସ୍ମାଇଲ୍‌ ସଂଗଠନର ମୁଖ୍ୟ ଶ୍ରୀମତୀ ମଞ୍ଜୁଲତା ଦାସଙ୍କ
Read More...

ସ୍ୱାସ୍ଥ୍ୟ ମନ୍ତ୍ରୀ, ସାଂସଦ, ବିଧାୟକଙ୍କୁ ସାକ୍ଷାତ କରି ଦାବିପତ୍ର ପ୍ରଦାନ

ବରଗଡ, (ନିରୋଜ କୁମାର ପାଣୀ) : ଦିବ୍ୟାଙ୍ଗ ବିଦ୍ୟାର୍ଥୀ ମାନଙ୍କ ଶିକ୍ଷାର ବିକାଶ ନିମନ୍ତେ ସର୍ବଦା ଚେଷ୍ଟିତ ସଂଘ ଓଡ଼ିଶା ସ୍ପେସିଆଲ୍‌ ଏଜୁକେଟର୍‌ ଫେଡ଼େରସନ୍‌ ଫର ଦିବ୍ୟାଙ୍ଗ (ଓଏସ୍ଇଏଫଡ଼ି) ସଂଘ ବରଗଡ଼ ଜିଲ୍ଲା ଶାଖାର ଜିଲ୍ଲା ସଭାପତି ଅନ୍ତର୍ଯ୍ୟାମୀ ସାହୁ, କୋଷାଧ୍ୟକ୍ଷ ଉଦ୍ଧବ ସାହୁ,
Read More...

ସାଂସଦ ପ୍ରଦୀପ ଓ ବିଧାୟକ ସନତଙ୍କ ବରପାଲି ଗସ୍ତ

ବରଗଡ, (ନିରୋଜ କୁମାର ପାଣୀ) : ନବନିର୍ବାଚିତ ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ ତଥା ବିଜେପୁର ନିର୍ବାଚନ ମଣ୍ଡଳୀର ବିଧାୟକ ସନତ ଗଡତିୟାଙ୍କ ଆଜି ବରପାଲି ଗସ୍ତ କରି ବ୍ଲକ ଅଫିସକୁ ଯାଇ ସରକାରୀ ଯୋଜନା ସବୁକୁ ତୁରନ୍ତ କାର୍ଯ୍ୟକାରୀ କରିବା ସହ ନୀରିହ ଲୋକ ଯେମିତି ହଇରାଣ ନ ହେବେ ସେଥି ପ୍ରତି
Read More...

ସରସରା ହାଇସ୍କୁଲର ୧୯୯୩ ବ୍ୟାଚ୍‌ର ବନ୍ଧୁ ମିଳନ

ପ୍ରକୃତିକୁ ବଞ୍ଚାଇବା ଆମର ପ୍ରଥମ ଦାୟିତ୍ଵ - ପ୍ରଦୀପ ପୁରୋହିତ ବରଗଡ, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ସରସରା ହାଇସ୍କୁଲର ୧୯୯୩ ମ୍ୟାଟ୍ରିକ୍‌ ବ୍ୟାଚ୍‌ର ସମସ୍ତ ବନ୍ଧୁ ମାନଙ୍କୁ ନେଇ ଐତିହାସିକ କିମ୍ବଦନ୍ତୀ ପୂର୍ଣ୍ଣ ଶୈବପୀଠ ଶ୍ରୀଶ୍ରୀ ଝାଡେଶ୍ୱର ମନ୍ଦିର ପ୍ରାଙ୍ଗଣରେ ଏକ
Read More...

ବରଗଡ଼ ମୁଖ୍ୟ କେନାଲରୁ ଜଣେ ବ୍ୟକ୍ତିଙ୍କ ଶବ ଉଦ୍ଧାର

ବରଗଡ଼, (ନିରୋଜ କୁମାର ପାଣୀ) : ବରଗଡ଼ ମୁଖ୍ୟ କେନାଲ ବରଡୋଲ ଦେଓଗାଁ ମଧ୍ୟରେ ଥିବା ଡବଲ୍‌ ବ୍ରିଜ୍‌ ନିକଟରୁ ଆଜି ଏକ ବ୍ୟକ୍ତିଙ୍କ ମୃତ ଶରୀର ଉଦ୍ଧାର ହୋଇଛି । ପାଣିରେ ଭାସି ଭାସି ଯାଉଥିବା ବେଳେ ସ୍ଥାନୀୟ ଲୋକଙ୍କଠୁ ଖବର ପାଇଁ ବରଗଡ଼ ପୋଲିସ ଓ ଅଗ୍ନିଶମ ବାହିନୀ ଆସି ମୃତ ବ୍ୟକ୍ତିଙ୍କ
Read More...

ସଂକଳ୍ପ ପରିବାର ଓ ପୋଢ଼ମୁଣ୍ଡା ଗ୍ରାମବାସୀଙ୍କ ଉଦ୍ୟମରେ ବୃକ୍ଷରୋପଣ ମହୋତ୍ସବ

ବରଗଡ, (ନିରୋଜ କୁମାର ପାଣୀ) : ବରଗଡ ଜିଲ୍ଲା ପୋଢ଼ମୁଣ୍ଡା ଗ୍ରାମରେ ସାମାଜିକ ଅନୁଷ୍ଠାନ ସଂକଳ୍ପ ପରିବାର, ବରଗଡ ଓ ପୋଢ଼ମୁଣ୍ଡା ଗ୍ରାମବାସୀଙ୍କର ମିଳିତ ଉଦ୍ୟମରେ ଗ୍ରାମ ପରିସରରେ ରହିଥିବା ଖାଲି ସ୍ଥାନରେ ସାମାଜିକ ବନୀକରଣ ତଥା ୭୫ତମ ବନ ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି । ବରଗଡ଼ ବନଖଣ୍ଡ
Read More...

ସାଂସଦ ପ୍ରଦୀପ ପୁରୋହିତଙ୍କୁ ଦେବଦତ୍ତ କ୍ଲବରେ ସମ୍ବର୍ଦ୍ଧନା

ବରଗଡ, (ନିରୋଜ କୁମାର ପାଣୀ) : ବରଗଡ ଜିଲ୍ଲା ଗାଇସିଲେଟ ବ୍ଲକ କେନ୍ଦୁଭଟା ସ୍ଥିତ ଦେବଦତ୍ତ କ୍ଲବରେ ନବ ନିର୍ବାଚିତ ବରଗଡ଼ ଲୋକସଭା ସାଂସଦ ପ୍ରଦୀପ ପୁରୋହିତଙ୍କୁ କ୍ଲବର ସମ୍ପାଦକ କାହ୍ନୁଚରଣ ମାଝି ପୁଷ୍ପଗୁଚ୍ଛ ଓ ଉତ୍ତରୀୟ ଦେଇ ସମ୍ବର୍ଦ୍ଧିତ କରିଥିଲେ । ଏହି ଅବସରରେ ଏକ ବୈଠକ ଅନୁଷ୍ଠିତ
Read More...

ସାଂସଦ ପ୍ରଦୀପ ଓ ବିଧାୟକ ନୀହାରଙ୍କୁ ସମ୍ବର୍ଦ୍ଧିତ

ବରଗଡ, (ନିରୋଜ କୁମାର ପାଣୀ) : ବରଗଡ ଜିଲ୍ଲା ଭେଡେନ ବ୍ଲକ ଥୁଆପାଲି ଛକ ଠାରେ ନୂତନ ଭାବେ ନିର୍ବାଚିତ ହୋଇଥିବା ଭାରତୀୟ ଜନତା ପାର୍ଟି ବରଗଡ ସାଂସଦ ପ୍ରଦୀପ କୁମାର ପୁରୋହିତ ଓ ଅତାବିରା ନିର୍ବାଚନ ମଣ୍ଡଳୀର ବିଧାୟକ ନୀହାର ରଞ୍ଜନ ମହାନନ୍ଦଙ୍କୁ ପୁଷ୍ପମାଲ୍ୟ ଓ ଅଙ୍ଗବସ୍ତ୍ର ଦେଇ
Read More...

ସୁବର୍ଣ୍ଣ ଦୀପର ରଥଯାତ୍ରା ସଂଖ୍ୟା ଲୋକାର୍ପିତ

ବରଗଡ, (ନିରୋଜ କୁମାର ପାଣୀ) : ସ୍ଥାନୀୟ ରାଣାପ୍ରତାପ ସ୍କୁଲ ପରିସରରେ ଯୁଗୋପଯୋଗୀ ଶିଶୁ କିଶୋର ସାହିତ୍ୟ ପତ୍ରିକା ସୁବର୍ଣ୍ଣ ଦୀପର ରଥଯାତ୍ରା ସଂଖ୍ୟା ଲୋକାର୍ପିତ ହୋଇଯାଇଛି । ବିଦ୍ୟାଳୟର ଭାରତୀ ଶିଶୁ ସାହିତ୍ୟ ସଂସଦର ସମ୍ପାଦିକା ଅଶ୍ଲେଷା ମହାନନ୍ଦଙ୍କ ସଂଯୋଜନାରେ ଅନୁଷ୍ଟିତ ଏହି
Read More...