ପ୍ରଧାନ ଶିକ୍ଷକ ଡ଼ୋଲାମଣୀ ସାହୁଙ୍କ ଅବସରକାଳୀନ ସମ୍ବର୍ଦ୍ଧନା ସଭା
ବରଗଡ଼, (ନିରୋଜ କୁମାର ପାଣୀ) : ଆଞ୍ଚଳିକ ଉଚ୍ଚ ବିଦ୍ୟାଳୟ ଶ୍ରୀହରିନଗରର ପ୍ରଧାନ ଶିକ୍ଷକ ତଥା ବରିଷ୍ଠ ଗଣିତ ଶିକ୍ଷକ ଡ଼ୋଲାମଣୀ ସାହୁଙ୍କ ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା ସଭା ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି । ପୁରାତନ ଛାତ୍ରଛାତ୍ରୀଙ୍କ ଦ୍ୱାରା ଆୟୋଜିତ ଏହି କାର୍ଯ୍ୟକ୍ରମରେ!-->…
Read More...
Read More...