Browsing Tag

bargarh news

ପୁରା ଉଁଆସ ପାଳିତ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ବରଗଡ଼ ବାପୁଜୀ ସ୍ୱତନ୍ତ୍ର ବିଦ୍ୟାଳୟଠାରେ ଆଜି ପଶ୍ଚିମ ଓଡ଼ିଶାର କୃଷିଭିତ୍ତିକ ପର୍ବ ପୁରା ଉଁଆସ (ସପ୍ତପୁରୀ ଅମାବାସ୍ୟା) ପାଳନ କରାଯାଇଛି । ମୁଖ୍ୟ ଅତିଥି ଭାବେ ପୌରାଧ୍ୟକ୍ଷା କଳ୍ପନା ମାଝୀ ଯୋଗଦେଇ ଉଦ୍‌ଘାଟନ କରିଥିଲେ । ଅନ୍ୟ ଅତିଥିମାନଙ୍କ ମଧ୍ୟରେ
Read More...

ବରଗଡ ଫସଲ ବୀମା ପ୍ରଦାନ ପାଇଁ ପୁଣି ଆନ୍ଦୋଳନ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : କୃଷକମାନେ ଦୀର୍ଘ ଦିନ ଧରି ଆନ୍ଦୋଳନ କରିବା, ଜିଲ୍ଲା ପ୍ରଶାସନ ପକ୍ଷରୁ ଦିଆଯାଇଥିବା ପ୍ରତିଶ୍ରୁତି ଫେଲ୍‌ ହେବା ପ୍ରତିବାଦରେ କୃଷକ ସଙ୍ଗଠନ ପକ୍ଷରୁ ୩୧ ତାରିଖ ପରେ ଯେ କୌଣସି ସମୟରେ ପୁଣି ଆନ୍ଦୋଳନ ହେବ ବୋଲି ଚେତାବନୀ ଦେଇଛନ୍ତି । ଏ ସମ୍ପର୍କରେ
Read More...

୧୭ ବର୍ଷ ପରେ ଯୋଖିପାଲି ହାଇସ୍କୁଲରେ ବିଜ୍ଞାନ ଶିକ୍ଷକ ନିଯୁକ୍ତ : ଦିବସଙ୍କ ପ୍ରୟାସକୁ ପ୍ରଶଂସା

ବରଗଡ, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ବିଜେପୁର ବ୍ଲକ ଅନ୍ତର୍ଗତ ଯୋଖିପାଲି ଗ୍ରାମର ଶିକ୍ଷକ ତଥା ସ୍ୱେଚ୍ଛାସେବୀଙ୍କ ଉଦ୍ୟମରେ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ଯୋଖିପାଲିରେ ଦୀର୍ଘ ସତର ବର୍ଷ ହେଲା ଖାଲି ପଡ଼ିଥିବା ବିଜ୍ଞାନ ଶିକ୍ଷକ ପଦବୀ ପୂରଣ ହୋଇଛି । ଏଠାରେ ସୂଚନା ଯୋଗ୍ୟ ଯେ,
Read More...

ବରଗଡ ବିଜେପି କାର୍ଯ୍ୟାଳୟରେ ‘ମନକି ବାତ’ କାର୍ଯ୍ୟକ୍ରମ ନିମନ୍ତେ ପ୍ରସ୍ତୁତି ବୈଠକ

ବରଗଡ, (ନିରୋଜ କୁମାର ପାଣୀ) : ବରଗଡ ଜିଲ୍ଲା ବିଜେପି କାର୍ଯ୍ୟାଳୟ ବରଗଡଠାରେ ଜିଲ୍ଲା ଉପସଭାପତି ସରୋଜ କୁମାର ସାମଲଙ୍କ ସଭାପତିତ୍ୱରେ ପ୍ରଧାନମନ୍ତ୍ରୀ ମୋଦୀଜୀଙ୍କ 'ମନକି ବାତ' କାର୍ଯ୍ୟକ୍ରମ ବୁଥ୍‌ ସ୍ତରରେ କେମିତି ସମସ୍ତ କାର୍ଯ୍ୟକର୍ତ୍ତା ଦେଖିବେ ତାରି ଉପରେ ଏକ ବୈଠକ ଅନୁଷ୍ଠିତ
Read More...

ବିବିଏ ଓ ବିସିଏ ପରୀକ୍ଷା ଫଳ ପ୍ରକାଶିତ : ଇମ୍ପରିୟଲ କଲେଜ ଛାତ୍ରଛାତ୍ରୀଙ୍କ ସଫଳତା

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ସମ୍ବଲପୁର ବିଶ୍ୱବିଦ୍ୟାଳୟ ଅଧିନରେ ଥିବା ସମସ୍ତ କଲେଜର ବିବିଏ ଓ ବିସିଏ ପରୀକ୍ଷା ଫଳ ପ୍ରକାଶିତ ହୋଇଛି । ଏହି ପରୀକ୍ଷା ଫଳରେ କ୍ରମାଗତ ଦ୍ୱିତୀୟ ବର୍ଷ ପାଇଁ ଇମ୍ପରିୟଲ କଲେଜକୁ ଶ୍ରେଷ୍ଠ ସ୍ଥାନ ମିଳିଛି । ଏହି କଲେଜର ଛାତ୍ର କାହ୍ନାଚରଣ ପଣ୍ଡା
Read More...

ପୃଥ୍ୱୀରାଜ ହାଇସ୍କୁଲ ରଚନା ଲିଖନ ଓ ତର୍କ ପ୍ରତିଯୋଗିତା

ବଲାଙ୍ଗିର, (କେପିଏନ୍‌ଏସ୍‌) : ପୃଥ୍ୱୀରାଜ ହାଇସ୍କୁଲ ୧୯୭୭ ବ୍ୟାଚ୍‌ ଆନୁକୂଲ୍ୟରେ ଓ ପୃଥ୍ୱୀରାଜ ହାଇସ୍କୁଲର ପ୍ରଧାନ ଶିକ୍ଷକ ଶ୍ରୀମତୀ ସନ୍ତୋଷିନୀ ସେଠୀ ତଥା ସହକର୍ମୀ ବୃନ୍ଦଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ହାଇସ୍କୁଲର ଛାତ୍ରମାନଙ୍କ ମଧ୍ୟରେ ଗତକାଲି ରଚନା ଲିଖନ ଓ ତର୍କ ପ୍ରତିଯୋଗିତା
Read More...

ଅହିଂସା ରଥକୁ ଜିଲ୍ଲାରେ ସ୍ୱାଗତ କରାଯିବ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ଆଜାଦୀ କା ଅମୃତ ମହୋତ୍ସବ ପାଳନ ଅବସରରେ ସ୍ୱାଧୀନତା ସଂଗ୍ରାମୀମାନଙ୍କ ସ୍ମୃତିକୁ ଉଜ୍ଜୀବିତ କରିବା ପାଇଁ ଅହିଂସା ରଥ ସାରା ରାଜ୍ୟରେ ପରିକ୍ରମା କରୁଛି । ଏହି ପରିପ୍ରେକ୍ଷୀରେ ଆସନ୍ତା ୨୮ ତାରିଖରୁ ୩୦ ତାରିଖ ପର୍ଯ୍ୟନ୍ତ ଏହି ରଥ ବରଗଡ଼ ଜିଲ୍ଲାର
Read More...

ବରଗଡ଼ କଂଗ୍ରେସର ପଥପ୍ରାନ୍ତ ସଭା

ବରଗଡ଼, (ସତ୍ୟନାରାୟଣ ପ୍ରଧାନ) : ପ୍ରଦେଶ କଂଗ୍ରେସ କମିଟି ସଭାପତି ଶରତ ପଟ୍ଟନାୟକଙ୍କ ଆହ୍ବାନ କ୍ରମେ ବରଗଡ଼ ଜିଲ୍ଲା କଂଗ୍ରେସ କମିଟି ସଭାପତି ନିହାର ରଞ୍ଜନ ମହାନନ୍ଦଙ୍କ ନେତୃତ୍ବରେ ଅତାବିରା ବ୍ଲକ କଂଗ୍ରେସ ସଭାପତି ଦୟାସାଗର ମେଣ୍ଡେଲିଙ୍କ ସଭାପତିତ୍ୱରେ 'ମେହେଙ୍ଗାଇ ପେ ଚର୍ଚ୍ଚା'
Read More...

ଡିସେମ୍ବର ୨୭ରୁ ବରଗଡ ଧନୁଯାତ୍ରା ମହୋତ୍ସବ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ଆସନ୍ତା ଡ଼ିସେମ୍ବର ମାସ ୨୭ ତାରିଖରୁ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆରମ୍ଭ ହେବ । ଏହା ୧୧ ଦିନ ବ୍ୟାପୀ ଚାଲିବ ଓ ୬ ଜାନୁଆରୀ ୨୦୨୩ରେ ଉଦ୍‌ଯାପିତ ହେବ ବୋଲି ଆଜି ବରଗଡ଼ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ବରଗଡ଼ ଧନୁଯାତ୍ରା ମହୋତ୍ସବ ସମିତିର
Read More...

ବୃଦ୍ଧାଶ୍ରମ ଅନ୍ତେବାସୀମାନଙ୍କୁ ନୂଆଁଖାଇ ସାମଗ୍ରୀ ଯୋଗାଇଲେ ସମାଜସେବୀ ଗୀତା ମିଶ୍ର

ବରଗଡ଼, (ନିରୋଜ କୁମାର ପାଣୀ) : ପଶ୍ଚିମ ଓଡ଼ିଶାର ମହାନ୍ କୃଷି ଭିତ୍ତିକ ଗଣପର୍ବ ନୂଆଁଖାଇ ଲଗ୍ନ ନିର୍ଦ୍ଧାରିତ ହେବା ପରେ ସମଗ୍ର ଅଞ୍ଚଳରେ ଏବେ ଉତ୍ସାହର ମାହୋଲ ଦେଖିବାକୁ ମିଳିଛି । ଦୋକାନ ବଜାରମାନଙ୍କରେ ଗ୍ରାହକଙ୍କ ଭିଡ଼ ଦେଖିବାକୁ ମିଳୁଛି । ସମସ୍ତେ ସେଦିନ ନୂଆଁ ଖାଇବା ସହିତ ନୂଆଁ
Read More...