Browsing Tag

bargarh news

ସ୍ୱାଧୀନତା ସଂଗ୍ରାମୀଙ୍କ ଦାୟାଦମାନଙ୍କୁ ସମ୍ବର୍ଦ୍ଧନା

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ସ୍ୱାଧୀନତାର ଅମୃତ ମହୋତ୍ସବ, ୭୬ତମ ସ୍ୱାଧୀନତା ଦିବସ ପାଳନ ଅବସରରେ ଜିଲ୍ଲା ପ୍ରଶାସନ ପକ୍ଷରୁ ବରଗଡ଼ର ଦିବଂଗତ ସ୍ୱାଧୀନତା ସଂଗ୍ରାମୀ ଗଂଗାଧର ସରାଫଙ୍କ ଦାୟାଦମାନଙ୍କୁ ତାଙ୍କ ଭିଏସଏସ ନଗର ସ୍ଥିତ ବାସ ଭବନରେ ସମ୍ବର୍ଦ୍ଧିତ କରାଯାଇଛି । ଜିଲ୍ଲା
Read More...

ଅଗଷ୍ଟ ୨୧ରେ ଆପ୍‌ର ଭୁବନେଶ୍ୱରରେ ରାଜ୍ୟସ୍ତରୀୟ ସମ୍ମିଳନୀ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ଆସନ୍ତା ଅଗଷ୍ଟ ୨୧ ତାରିଖରେ ଭୁବନେଶ୍ୱରଠାରେ ଆମ୍‌ ଆଦମୀ ପାର୍ଟିର ରାଜ୍ୟସ୍ତରୀୟ କର୍ମୀ ସମ୍ମିଳନୀ ଅନୁଷ୍ଠିତ ହେବ ବୋଲି ଜିଲ୍ଲା ଆବାହକ ଭବାନୀ ସାହୁ ଏକ ପ୍ରେସ୍‌ ବିଜ୍ଞପ୍ତିରେ ପ୍ରକାଶ କରିଛନ୍ତି । ଏହି ସମ୍ମିଳନୀରେ ଓଡ଼ିଶାରେ ଶିକ୍ଷା, ସ୍ୱାସ୍ଥ୍ୟ,
Read More...

ସ୍ୱାଧୀନତା ଦିବସରେ ରକ୍ତଦାନ ଶିବିର : ୮୦ ୟୁନିଟ ରକ୍ତ ସଂଗ୍ରହ

ବରଗଡ, (ନିରୋଜ କୁମାର ପାଣୀ) : ୭୬ତମ ସ୍ୱାଧୀନତା ଦିବସ ଅବସରରେ "ସଂକଳ୍ପ ପରିବାର" ଓ ୧୧ ଷ୍ଟାର କ୍ଲବ, ବରଗଡ଼ର ମିଳିତ ଉଦ୍ୟମରେ ରକ୍ତଦାନ ଶିବିର ଆୟୋଜନ ହୋଇଥିଲା । ଉକ୍ତ ରକ୍ତଦାନ ଶିବିରରେ ମୁଖ୍ୟ ଅତିଥି ଭାବରେ ପୂର୍ବତନ ସେନା କର୍ମଚାରୀ ଅରୁଣ ରଥ ଯୋଗଦାନ କରି ଶିବିରକୁ ଆନୁଷ୍ଠାନିକ
Read More...

ବରଗଡ ସୋସିଆଲ କ୍ଲବରେ କ୍ୟାରମ ପ୍ରତିଯୋଗିତା ଉଦ୍‌ଯାପିତ

ବରଗଡ, (ସତ୍ୟ ନାରାୟଣ ପ୍ରଧାନ) : ବରଗଡ ସୋସିଆଲ କ୍ଲବରେ ଚାଲିଥିବା କ୍ୟାରମ ପ୍ରତିଯୋଗିତା ଉଦ୍‌ଯାପିତ ହୋଇଯାଇଅଛି । କ୍ଲବର ସଭାପତି ନିଧୁବନ ବିହାରୀ ପ୍ରସାଦ ପଣ୍ଡାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉଦ୍‌ଯାପନୀ ଉତ୍ସବରେ ବରଗଡ ବିଧାୟକ ତଥା ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ଦେବେଶ ଆଚାର୍ଯ୍ୟ
Read More...

ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ତିରୋଧାନ ଦିବସରେ ଶ୍ରଦ୍ଧାଞ୍ଜଳି

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ବରଗଡ଼ରେ ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ଚତୁର୍ଥ ତିରୋଧାନ ଦିବସ ଗତକାଲି ବାଜପେୟୀ ସ୍ମୃତି କମିଟି ପକ୍ଷରୁ ପାଳିତ ହୋଇଯାଇଛି । ଏହି ଅବସରରେ ସ୍ଥାନୀୟ ବାଜପେୟୀ ଛକରେ ଅଟଳ ବିହାରୀ ବାଜପେୟୀଙ୍କ ପ୍ରତିଛବିରେ
Read More...

ନିଷ୍ଠା ପରିବାରର ସ୍ୱାଧୀନତା ଦିବସ ପାଳିତ

ବରଗଡ଼, (ସତ୍ୟନାରାୟଣ ପ୍ରଧାନ) : ବରଗଡ଼ ଜିଲ୍ଲାର ଅଗ୍ରଣୀ ସ୍ୱେଚ୍ଛାସେବୀ ସଂଗଠନ ନିଷ୍ଠା ପରିବାର ପକ୍ଷରୁ ସ୍ୱାଧୀନତାର ଅମୃତ ମହୋତ୍ସବ ତଥା ୭୬ତମ ସ୍ୱାଧୀନତା ଦିବସରେ ଜାତୀୟ ପତାକା ଉତ୍ତୋଳନ କରାଯାଇ ସ୍‌ସ୍ୱାଧୀନତା ଦିବସ ପାଳନ କରାଯାଇଥିଲା । ଏହି ଅବସରରେ ନିଷ୍ଠା ଭବନଠାରେ ସ୍ୱାଧୀନତା
Read More...

ସ୍ୱାଧୀନତା ଦିବସରେ ବିଜେତା କାର୍ଯ୍ୟକ୍ରମ ଉଦ୍‌ଘାଟିତ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ସ୍ଥାନୀୟ ବିଜୁ ପଟ୍ଟନାୟକ ଟାଉନ ହଲ୍‌ଠାରେ ଆଜି ଜିଲ୍ଲା ଶିକ୍ଷା ବିଭାଗ ପକ୍ଷରୁ ଆୟୋଜିତ 'ବିଜେତା'କୁ ମୁଖ୍ୟ ଅତିଥି ଭାବେ ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବ କିଶୋର ଦାଶ ଆନୁଷ୍ଠାନିକ ଭାବେ ଉଦ୍‌ଘାଟନ କରିଥିଲେ ।
Read More...

ଜଳବନ୍ଦୀରେ ଅମ୍ଭାଭୋନା ବ୍ଲକ ଗ୍ରାମବାସୀ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ହୀରାକୁଦ ଜଳଭଣ୍ଡାରେ ୮ଟି ଗେଟ୍ ବନ୍ଦ କରିବା ପରେ ଅମ୍ଭାଭୋନା ବ୍ଲକ ଅନ୍ତର୍ଗତ ବିଭିନ୍ନ ପଞ୍ଚାୟତର ଗ୍ରାମବାସୀଙ୍କ ଚିନ୍ତା ଆହୁରି ବଢି ଯାଇଛି । ଉପର ମୁଣ୍ଡରେ ଏବେ ବର୍ଷା ଲାଗି ରହିଥିବାରୁ ମହାନଦୀ ଲକ୍ଷାଧିକ କ୍ୟୁସେକ ଜଳ ଜଳଭଣ୍ଡାରରେ ପ୍ରବେଶ କରୁଛି
Read More...

ଜର୍ଜ ହାଇସ୍କୁଲ ପଡିଆରେ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳିତ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ପ୍ରବଳ ବର୍ଷା ସତ୍ୱେ ସ୍ଥାନୀୟ ଜର୍ଜ ହାଇସ୍କୁଲ ପଡ଼ିଆରେ ଆଜି ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳିତ ହୋଇଯାଇଛି । ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ମନ୍ତ୍ରୀ ନବ କିଶୋର ଦାଶ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଜାତୀୟ ପତାକା ଉତ୍ତୋଳନ
Read More...

ବରଗଡ଼ ବୀର ଛକରେ ପ୍ରଥମ କରି ଉଡିଲା ତ୍ରିରଙ୍ଗା

ବରଗଡ଼, (ନିରୋଜ କୁମାର ପାଣୀ) : ବୀର ଶହୀଦ ମାଧୋ ସିଂଙ୍କ ନାମରେ ନାମିତ ବୀର ଛକରେ ଶ୍ରୀମତୀ ମମତା ସିଂ ବରିହା ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ ପୂର୍ବକ ଅଭିବାଦନ ଗ୍ରହଣ କରିଥିଲେ । ଏହି ଅବସରରେ ଶହୀଦ ଓ ସଂଗ୍ରାମୀ ସ୍ମୃତି ସମିତି ଓ "ସଂକଳ୍ପ ପରିବାର" ତରଫରୁ ସଭାର
Read More...
error: Content is protected !!