ବରଗଡ଼ରେ ହେଉ କୃଷି ବିଶ୍ୱବିଦ୍ୟାଳୟ : ପ୍ରଦୀପ ପୁରୋହିତ
ବରଗଡ, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲାରେ ସ୍ଥାପନ ହେଉ କୃଷି ବିଶ୍ୱବିଦ୍ୟାଳୟ । ଏନେଇ କେନ୍ଦ୍ର କୃଷିମନ୍ତ୍ରୀ ଶିବରାଜସିଂ ଚୌହାନଙ୍କୁ ବରଗଡ଼ ସାଂସଦ ଅନୁରୋଧ କରିଛନ୍ତି । ଏହି ପ୍ରସ୍ତାବ ଉପରେ ଗମ୍ଭୀରତା ସହ ବିଚାର କରିବାକୁ କହିଛନ୍ତି ପ୍ରଦୀପ ପୁରୋହିତ । ଭାରତ ସରକାରଙ୍କ କୃଷି ଏବଂ!-->…
Read More...
Read More...