Browsing Tag

bargarh news

ପଦ୍ମଶ୍ରୀ କୃତାର୍ଥ ଆଚାର୍ଯ୍ୟ ଶିଳ୍ପ ତାଲିମ କେନ୍ଦ୍ରଠାରେ ବିଶ୍ଵ ଯୁବ ଦକ୍ଷତା ଦିବସ ପାଳିତ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ଆଜି ଜିଲ୍ଲା ନିୟୋଜନ ଅଫିସ ଆନୁକୁଲ୍ୟରେ ନାଗେନ୍‌ପାଲି ଛକ ସ୍ଥିତ ପଦ୍ମଶ୍ରୀ କୃତାର୍ଥ ଆଚାର୍ଯ୍ୟ ଶିଳ୍ପ ତାଲିମ କେନ୍ଦ୍ର, ବରଗଡ଼ଠାରେ ବିଶ୍ଵ ଯୁବ ଦକ୍ଷତା ଦିବସ ପାଳିତ ହୋଇଯାଇଛି । ପ୍ରଥମେ ଛାତ୍ରମାନଙ୍କୁ ନେଇ ଏକ ରୋଡ ସୋ' ଅନୁଷ୍ଠିତ ହୋଇଥିଲା । ଏହି
Read More...

ଭଗବାନ ମିଶ୍ର ସ୍ମୃତି ସମିତି ତରଫରୁ ବୃକ୍ଷ ରୋପଣ

ବରଗଡ, (ନିରୋଜ କୁମାର ପାଣୀ) : ବରଗଡ ସରକାରୀ ଉଚ୍ଚ ବାଳିକା ବିଦ୍ୟାଳୟଠାରେ (ଥାନା ଛକ ନିକଟସ୍ଥ) ଭଗବାନ ମିଶ୍ର ସ୍ମୃତି ସମିତିର ସଭାପତି ସରଦାର ପ୍ରୀତମ ସିଂଙ୍କ ନେତୃତ୍ୱରେ "ବୃକ୍ଷ ରୋପଣ" କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ସ୍କୁଲର ପ୍ରଧାନ-ଶିକ୍ଷୟିତ୍ରୀ ଶ୍ରୀମତୀ ରେଣୁ ଦାଶ ଶର୍ମା
Read More...

ସମାଜସେବୀ ସୌକିଲାଲ ଦାଶଙ୍କ ଦେହାନ୍ତ

ବରଗଡ, (ସତ୍ୟନାରାୟଣ ପ୍ରଧାନ) : ବରଗଡ ରୋହିଣିଆ ଗ୍ରାମବାସୀ ନିଜ ଅଞ୍ଚଳର ଜରେ ଦୃଢ ସଂଗଠକ ତଥା ସୁନାମଧନ୍ୟ ସମାଜସେବୀ ସୌକିଲାଲ ଦାଶଙ୍କ ଦେହାନ୍ତ ହୋଇଯାଇଛି । ଗତ କିଛି ଦିନ ହେଲା ତାଙ୍କର ସ୍ବାସ୍ଥ୍ୟ ଭଲ ନ ଥିବାରୁ ତାଙ୍କୁ ଭୁବନେଶ୍ୱରର ଏକ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । କିନ୍ତୁ
Read More...

ଚାଷୀଙ୍କୁ ଫସଲ ବୀମା ପ୍ରଦାନରେ ଟାଳଟୁଳ ନୀତିକୁ ବିରୋଧ, କୃଷି ଅଧିକାରୀଙ୍କ ଅଫିସରେ ତାଲା ଦେଲେ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ଚାଷୀଙ୍କ ୨୦୨୦-୨୧ ବର୍ଷର ପ୍ରଧାନମନ୍ତ୍ରୀ ଫସଲ ବୀମା ଟଙ୍କା ଯୋଗାଇଦେବାରେ ଏଚଡିଏଫସି ଏଗ୍ରୋ ବୀମା କଂପାନୀ ଯେଉଁ ଟାଳଟୁଳ ନୀତି ଅବଲମ୍ବନ କରୁଛି, ତାର ପ୍ରତିବାଦରେ ବରଗଡ଼ ଜିଲ୍ଲା ମୁଖ୍ୟ କୃଷି ଅଧିକାରୀଙ୍କ ଅଫିସକୁ ବିଜେପି ଜିଲ୍ଲା ସଭାପତି ଅଶ୍ୱିନୀ
Read More...

କୃଷକ ଉତ୍ପାଦକ କମ୍ପାନୀମାନଙ୍କର ଏକ ଦିନିକିଆ ବୈଠକ ଅନୁଷ୍ଠିତ

ବରଗଡ, (ସତ୍ୟନାରାୟଣ ପ୍ରଧାନ) : ସ୍ଥାନୀୟ ଜିଲ୍ଲା ଜଳଛାୟା ପ୍ରକଳ୍ପ ସମ୍ମିଳନୀ କକ୍ଷରେ କେନ୍ଦ୍ରୀୟ ଯୋଜନା ଅନ୍ତର୍ଗତ ତଥା ନାବାର୍ଡ ଓ ମହାଶକ୍ତି ଫାଉଣ୍ଡେସନର ମିଳିତ ଆନୁକୂଲ୍ୟରେ କୃଷକ ଉତ୍ପାଦକ କମ୍ପାନୀମାନଙ୍କର ଏକ ଦିନିକିଆ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଜିଲ୍ଲା
Read More...

ଓଡ଼ିଶା ମୋ ପରିବାର ପକ୍ଷରୁ ରକ୍ତଦାନ ଶିବିର

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ବରଗଡ଼ ଜିଲ୍ଲା ବରପାଲି ବ୍ଲକ ଅନ୍ତର୍ଗତ କଦଳୀ ପାଲି ଗ୍ରାମଠାରେ ପବିତ୍ର ଗୁରୁ ପୂର୍ଣ୍ଣିମା ଅବସରରେ ଗତକାଲି ଓଡିଶା ମୋ ପରିବାର ପକ୍ଷରୁ ଏକ ରକ୍ତଦାନ ଶିବିର ଆୟୋଜିତ ହୋଇଯାଇଛି । ଶିବିରକୁ ବରଗଡ଼ ବ୍ଲକ ଉପାଧ୍ୟକ୍ଷ ଉମେଶ ପଣ୍ଡା ଓ ଓଡ଼ିଶା ମୋ ପରିବାରର
Read More...

ଜିଲ୍ଲାସ୍ତରୀୟ କୃଷକ ଉତ୍ପାଦକ ସଙ୍ଘର ବୈଠକ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ସ୍ଥାନୀୟ ଜିଲ୍ଲା ଜଳଛାୟା ପ୍ରକଳ୍ପ ସମ୍ମିଳନୀ କକ୍ଷରେ ଆଜି ନାବାର୍ଡ ବରଗଡ଼ ଓ ମହାଶକ୍ତି ଫାଉଣ୍ଡେସନର ମିଳିତ ଆନୁକୂଲ୍ୟରେ କୃଷକ ଉତ୍ପାଦକ ସଙ୍ଘର ବୈଠକ ଅନୁଷ୍ଠିତ ହୋଇଯାଇଛି । ଅନୁଷ୍ଠିତ ବୈଠକରେ ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ ସନ୍ତୋଷ କୁମାର ମହାରଣା,
Read More...

ଅଗ୍ନିପଥ ଯୋଜନାରେ ସେନା ବାହିନୀରେ ଭର୍ତ୍ତି ହେବା ପାଇଁ ଆହ୍ୱାନ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ଅଗ୍ନିପଥ ଯୋଜନାରେ ସେନା ବାହିନୀରେ ଭର୍ତ୍ତି ହେବା ନିମନ୍ତେ ବରଗଡ଼ ଜିଲ୍ଲାର ଆଗ୍ରହୀ ପ୍ରାର୍ଥୀଙ୍କ ପାଇଁ ଆସନ୍ତା ସେପ୍ଟେମ୍ବର ମାସର ୭ତାରିଖରୁ ସେପ୍ଟେମ୍ବର ୨୪ ତାରିଖ ପର୍ଯ୍ୟନ୍ତ ସମ୍ବଲପୁର ଜମାଦାରପାଲି ସ୍ଥିତ ଏୟାର ଷ୍ଟ୍ରିପ୍‌ଠାରେ ଚୟନ ପ୍ରକିୟା
Read More...

ଅମୃତ ସମାରୋହରେ ସଙ୍ଘତି ମଣ୍ଡଳର ଅତିମାନସ ଜାଗରଣ ଯାତ୍ରା ରଥକୁ ସ୍ୱାଗତ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ମହାଯୋଗୀ ଶ୍ରୀଅରବିନ୍ଦଙ୍କ ୧୫୦ ତମ ଜନ୍ମ ବାର୍ଷିକୀ ଅବସରରେ ସଂଘତି ମଣ୍ଡଳ ଅନ୍ତର୍ଗତ ବରଗଡ଼ ଜିଲ୍ଲା ପରିକ୍ରମା କ୍ରମେ ଆଜି ଝାରବନ୍ଧ ବ୍ଲକରେ ଅତିମାନସ ଜାଗରଣ ଯାତ୍ରାର ଚେତନା ରଥକୁ ଭବ୍ୟ ସ୍ୱାଗତ ସମ୍ୱର୍ଦ୍ଧନା ଜ୍ଞାପନ କରାଯାଇଥିଲା । ରଥଟି
Read More...

ବରଗଡ଼ ଜିଲ୍ଲାରେ ୩୯.୩୦ ମିମି ବର୍ଷା

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ଗତ ଦୁଇ ଦିନ ଧରି ବରଗଡ଼ ଜିଲ୍ଲାର ବିଭିନ୍ନ ସ୍ଥାନରେ ମେଘୁଆ ପାଗ ସାଂଗକୁ ୩୯.୩୦ ମିଲିମିଟର ବର୍ଷା ହୋଇଥିବା ରେକର୍ଡ ହୋଇଛି । ଜିଲ୍ଲା ଜରୁରୀକାଳୀନ ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ ଗତକାଲି ସକାଳୁ ୧୧.୦ ମିମି, ସଂଧ୍ୟା ରେ ୪.୨୦ ମିମି, ଆଜି
Read More...