Browsing Tag

bargarh news

ଭଟଲି ବ୍ଲକରେ ମିଶନ ଶକ୍ତି କାର୍ଯ୍ୟକ୍ରମ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ଭଟଲି ବ୍ଲକ ଅନ୍ତର୍ଗତ ବିଭିନ୍ନ ପଞ୍ଚାୟତର ମହିଳାମାନଙ୍କୁ ସ୍ୱାବଲମ୍ବି କରିବା ଓ ସେମାନଙ୍କର ଆର୍ଥିକ ଉନ୍ନତିର ବିକାଶ ଉଦ୍ଦେଶ୍ୟରେ ଆଜି ରାଜ୍ୟ ସରକାରଙ୍କ ମିଶନ ଶକ୍ତି ବିଭାଗ ପକ୍ଷରୁ ମାଗଣା ଟ୍ରାକ୍ଟର ବଣ୍ଟନ କରାଯାଇଥିଲା । ବରଗଡ଼ ଜିଲ୍ଲାରେ ପ୍ରଥମ
Read More...

ଜିଲ୍ଲାସ୍ତରୀୟ କାୟାକଳ୍ପ ପୁରସ୍କାର ଓ ସମ୍ବର୍ଦ୍ଧନା ଉତ୍ସବ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ସ୍ଥାନୀୟ ବିଜୁ ପଟ୍ଟନାୟକ ଟାଉନ ହଲ୍ ଠାରେ ଗତକାଲି ଜିଲ୍ଲାସ୍ତରୀୟ କାୟାକଳ୍ପ ପୁରସ୍କାର ଓ ସମ୍ବର୍ଦ୍ଧନା ଉତ୍ସବ ଆୟୋଜିତ ହୋଇଯାଇଛି । ଜିଲ୍ଲା ସ୍ୱାସ୍ଥ୍ୟ ସମିତି ଆନୁକୁଲ୍ୟରେ ଅନୁଷ୍ଠିତ ସମ୍ବର୍ଦ୍ଧନା ଉତ୍ସବକୁ ଜିଲ୍ଲାପାଳ ମନୀଷା ବାନାର୍ଜୀ
Read More...

ପ୍ରମୋଦ ଭଗତଙ୍କୁ ପ୍ଲେୟାର୍ସ କ୍ଲବ ପକ୍ଷରୁ ସମ୍ବର୍ଦ୍ଧନା

ବରଗଡ, (ସତ୍ୟ ନାରାୟଣ ପ୍ରଧାନ) : ପାରା ଅଲମ୍ପିକ ଖେଳାଳୀ ତଥା ଖେଳରତ୍ନ ଓ ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ ପ୍ରମୋଦ ଭଗତଙ୍କୁ ତାଙ୍କ ନିଜ ଜନ୍ମ ମାଟି ଅତାବିରାର ନିଜେ ଖେଳିଥିବା ପ୍ଲେୟାର୍ସ କ୍ଲବ୍ ପକ୍ଷରୁ ସମ୍ବର୍ଦ୍ଧିତ କରାଯାଇଛି । ଗତକାଲି କ୍ଲବର ସଭାପତି ରବି ପଣ୍ଡାଙ୍କ ସଭାପତିତ୍ୱ ଓ
Read More...

ଅତାବିରା ନିୟନ୍ତ୍ରିତ ବଜାର ପ୍ରାଙ୍ଗଣରେ ଚାଲିଥିବା ନିର୍ମାଣ କାମରେ ବ୍ୟାପକ ଦୁର୍ନୀତି ସମ୍ବନ୍ଧେ ବରଗଡ଼…

ବରଗଡ, (ନିରୋଜ କୁମାର ପାଣୀ) : ଅତାବିରା ନିୟନ୍ତ୍ରିତ ବଜାର ପ୍ରାଙ୍ଗଣରେ ଚାଲିଥିବା ନିର୍ମାଣ କାମରେ ବ୍ୟାପକ ଦୁର୍ନୀତି ସମ୍ବନ୍ଧେ ବରଗଡ଼ ଜିଲ୍ଲାପାଳଙ୍କୁ ଦାବୀପତ୍ର ଦେଲା ବିଜେପି ଯୁବମୋର୍ଚ୍ଚା । ବିଜେପି ଯୁବମୋର୍ଚ୍ଚା ପକ୍ଷରୁ କୁହାଯାଇଛି ଯେ, ଅତାବିରା ନିୟନ୍ତ୍ରିତ ବଜାର କମିଟି
Read More...

ଜାଣ୍ଡୋଲଠାରେ ବୁଣାକାର ସଚେତନତା ଶିବିର

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ବରଗଡ଼ ଜିଲ୍ଲାର ଭେଡେନ ବ୍ଲକ ଅନ୍ତର୍ଗତ ଜାଣ୍ଡୋଲ ଗ୍ରାମଠାରେ ବୁଣାକାର ସଚେତନତା ଶିବିର ଆୟୋଜିତ ହୋଇଯାଇଛି । ରାଜ୍ୟ ସରକାରଙ୍କ ବୟନ ଶିଳ୍ପ ବିଭାଗ ଦ୍ୱାରା ଆୟୋଜିତ ଉକ୍ତ ଶିବିରରେ ମୁଖ୍ୟ ଅତିଥି ଭାବେ ରାଜ୍ୟ ବୟନଶିଳ୍ପ ଓ ହସ୍ତତନ୍ତ ମନ୍ତ୍ରୀ ରୀତା
Read More...

ବରଗଡ଼ ଜିଲ୍ଲାରେ ଏକା ସାଙ୍ଗରେ ଶତାଧିକ ପିଇଓଙ୍କ ବଦଳି

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ବରଗଡ଼ ଜିଲ୍ଲାର ୨୫୬ ଗ୍ରାମ ପଞ୍ଚାୟତର ଶତାଧିକ ନିର୍ବାହୀ ଅଧିକାରୀଙ୍କୁ ଏକ ସପ୍ସଗରେ ଜିଲ୍ଲାପାଳ ମନୀଷା ବାନାର୍ଜୀ ବଦଳି କରିବା ପ୍ରଶାସନିକ ମହଲରେ ଚର୍ଚ୍ଚାର ବିଷୟ ହୋଇଛି । ଜିଲ୍ଲାପାଳଙ୍କ ଚିଠି ନମ୍ବର CXLV/221/2022,/1238/dt.28.6.2022 ଅନୁଯାଇ
Read More...

ବରପାଲି ବିଜ୍ଞାପିତ ଅଞ୍ଚଳ ପରିଷଦର ୨ୟ ବୈଠକ ଅନୁଷ୍ଠିତ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ବରପାଲି ବିଜ୍ଞାପିତ ଅଞ୍ଚଳ ପରିଷଦର ଦ୍ୱିତୀୟ କାଉନସିଲ ବୈଠକ ଗତକାଲି ଅଫିସ୍ ହଲ୍ ଠାରେ ଅନୁଷ୍ଠିତ ହୋଇଯାଇଛି । ପରିଷଦ ଅଧ୍ୟକ୍ଷ ଦୀନେଶ ଗହୀରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ରାଜ୍ୟ ସରକାରଙ୍କ ବୟନ ଶିଳ୍ପ ହସ୍ତତନ୍ତ ଓ ହସ୍ତଶିଳ୍ପ ମନ୍ତ୍ରୀ ରୀତା
Read More...

ବରପାଲି ବ୍ଲକରେ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ବରପାଲି ବ୍ଲକ ଅଫିସ ସମ୍ମିଳନୀ କକ୍ଷରେ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର ଆୟୋଜିତ ହୋଇଯାଇଛି । ଏଥିରେ ଜିଲ୍ଲାପାଳ ମନୀଷା ବାନାର୍ଜୀଙ୍କ ସମେତ ବ୍ଲକସ୍ତରୀୟ ଅଧିକାରୀମାନେ ଉପସ୍ଥିତ ରହି ଲୋକଙ୍କ ଅଭିଯୋଗ ଆପତ୍ତି ଅଭିଯୋଗ
Read More...

ବରପାଲିରେ ବୟନ ଶିଳ୍ପ ବିଭାଗ ମନ୍ତ୍ରୀଙ୍କୁ ନାଗରିକ ସମ୍ବର୍ଦ୍ଧନା

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ବରପାଲି ସାମ୍ବାଦିକ ସଂଘ ଆନୁକୂଲ୍ୟରେ ରାଜ୍ୟ ସରକାରଙ୍କ ବୟନ ଶିଳ୍ପ ଓ ହସ୍ତତନ୍ତ ମନ୍ତ୍ରୀ ରୀତା ସାହୁଙ୍କୁ ନାଗରିକ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି । ଏହି ଅବସରରେ ଆୟୋଜିତ ‌ସଭାରେରେ ଶ୍ରୀମତୀ ରିତା ସାହୁ, ମାନ୍ୟବର ରାଷ୍ଟ୍ରମନ୍ତ୍ରୀ ବୟନ ଶିଳ୍ପ ଓ
Read More...

ଆନ୍ତର୍ଜାତିକ ନିଶା ଦ୍ରବ୍ୟ ଚୋରା ଚାଲାଣ ଓ ସେବନ ନିଷେଧ ର‍୍ୟାଲି

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ବରଗଡ଼ ଜିଲ୍ଲା ପ୍ରଶାସନ ପକ୍ଷରୁ ଗତକାଲି ଆନ୍ତର୍ଜାତୀକ ନିଶା ଦ୍ରବ୍ୟ ଚୋରା ଚାଲାଣ ଓ ସେବନ ନିଷେଧ ଦିବସ ପରିପ୍ରେକ୍ଷୀରେ ଏକ ସଚେତନତା ର‍୍ୟାଲି ଆୟୋଜିତ ହୋଇଯାଇଛି । ଜିଲ୍ଲା ଅବକାରୀ ବିଭାଗ ଏବଂ ପ୍ରଜାପତି ବ୍ରହ୍ମକୁମାରୀ ଇଶ୍ୱରିୟ ବିଶ୍ୱ ବିଦ୍ୟାଳୟ
Read More...