ଲକ୍ଷାଧିକ ଟଙ୍କା ସହିତ ୨୯୭ ଗ୍ରାମ ବ୍ରାଉନ ସୁଗର ଜବତ : ଅଭିଯୁକ୍ତ ଗିରଫ
ବରଗଡ଼, (ସତ୍ୟନାରାୟଣ ପ୍ରଧାନ) : ବରଗଡ଼ ଜିଲ୍ଲାରେ ନିଶା କାରବାର ବଢି ଚାଲିଛି । ଚୋରାମଦ, କଫ ସିରଫ କାରବାର ସାଧାରଣରେ ପରିଣତ ହୋଇଯାଇଥିବା ବେଳେ ଜିଲ୍ଲାରେ ଏବେ ବ୍ରାଉନ ସୁଗର କାରବାର ବଢି ଚାଲିଛି । ଗତ ଦିନରେ ଅତାବିରା ପୋଲିସ ବ୍ରାଉନ ସୁଗର ବେପାରୀକୁ ଧରିଥିବା ବେଳେ ଆଜି ଜିଲ୍ଲା!-->…
Read More...
Read More...