Browsing Tag

bargarh news

ବରପାଲି ଫାର୍ମାସୀ କଲେଜରେ ଜାତୀୟ ସମ୍ମିଳନୀ

ବରଗଡ, (ନିରୋଜ କୁମାର ପାଣୀ) : ବରପାଲି ଫାର୍ମାସୀ କଲେଜରେ 'ଫାର୍ମା ଟୁଲ୍ସ' ଉପରେ ଏକ ଜାତୀୟସ୍ତରୀୟ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ଏହି ସମ୍ମିଳନୀର ପ୍ରଥମ ଅଧିବେଶନରେ ବରପାଲି ଫାର୍ମାସୀ କଲେଜର ଚେୟାରମ୍ୟାନ ନରେନ୍ଦ୍ର କୁମାର ହୋତାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ମୁଖ୍ୟ ଅତିଥି…
Read More...

ଚକରକେନ୍ଦ +୩ ଏସ୍‌କେବିବିଏମ୍‌ ବିଦ୍ୟାଳୟରେ ରକ୍ତଦାନ ଶିବିର

ବରଗଡ, (ନିରୋଜ କୁମାର ପାଣୀ) : ସନ୍ଥ କବି ଭୀମ ଭୋଇ ମହିମା +୩ ମହାବିଦ୍ୟାଳୟଠାରେ, କଲେଜ ରେଡକ୍ରସ୍ ୟୁନିଟ ଆୟୋଜନରେ ରକ୍ତଦାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏଥିରେ ପ୍ରିନ୍ସିପାଲ କାର୍ତ୍ତିକେୟ ସଥୁଆ ପରିଚାଳନା କରିଥିଲେ । ମୁଖ୍ୟ ଅତିଥି ଭାବେ ସମ୍ବିଦ ଆଚାର୍ଯ୍ୟ, ରବିଶଙ୍କର…
Read More...

ଅତାବିରା ଏନ୍‌ଏସି ନିର୍ବାଚନ ପାଇଁ ବିଜୁ ଜନତା ଦଳର ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ

ବରଗଡ଼, (ନିରୋଜ କୁମାର ପାଣୀ) : ଆସନ୍ତା ୩ ତାରିଖରେ ଅତାବିରା ବିଜ୍ଞାପିତ ଅଞ୍ଚଳ ପରିଷଦ ନିର୍ବାଚନ ପାଇଁ ଭୋଟ୍ ଗ୍ରହଣ ହେବ । ୧୨ ୱାର୍ଡ ବିଶିଷ୍ଟ ଅତାବିରା ଏନ୍‌ଏସି ପାଇଁ ବିଜୁ ଜନତା ଦଳର ପ୍ରାର୍ଥୀ ନାମାଙ୍କନ ଦାଖଲ କରିଛନ୍ତି । ନାମାଙ୍କନ ଦାଖଲ ଅବସରରେ ବିଜେଡି ଶକ୍ତି ପ୍ରଦର୍ଶନ…
Read More...

ବିଜେପୁର ଡାକ୍ତରଖାନା ଡାକ୍ତର ଶୂନ୍ୟ : ସାଧାରଣରେ ଅସନ୍ତୋଷ

ବରଗଡ, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ବିଜେପୁର ଡାକ୍ତରଖାନା ଡାକ୍ତର ଶୂନ୍ୟ । ଏନେଇ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି । ମିଳିଥିବା ସୂଚନା ଅନୁସାରେ ବରଗଡ଼ ଜିଲ୍ଲା ବିଜେପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଦୀର୍ଘ ଦିନ ହେଲା ଅଚଳାବସ୍ଥା ଲାଗି ରହିଛି । ଏହି ସିଏଚ୍‌ସିରେ…
Read More...

ବିବାହ ଉତ୍ସବରେ ନିଷ୍ଠା ପରିବାର ତରଫରୁ ରକ୍ତଦାନ ଶିବିର

ବରଗଡ, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ଅନ୍ତର୍ଗତ ଗାଇସୀମା ଗ୍ରାମ ପଞ୍ଚାୟତର ମାଲିପାଲି ଗ୍ରାମରେ ନରୋତ୍ତମ ଭୋଇ ଓ ତୃପ୍ତୀମୟୀ ଭୋଇଙ୍କ ବିବାହ ଉତ୍ସବ ଅବସରରେ ନିଷ୍ଠା ପରିବାର ତରଫରୁ ଏକ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । ନିଜ ବିବାହ ଉତ୍ସବରେ ରକ୍ତଦାନ ଶିବିର…
Read More...

ଜିଲ୍ଲା ମହିଳା କଂଗ୍ରେସର ନବ ନିଯୁକ୍ତ ସଭାନେତ୍ରୀଙ୍କୁ କଂଗ୍ରେସ ନେତୃମଣ୍ଡଳୀଙ୍କ ଶୁଭେଚ୍ଛା

ବରଗଡ, (ନିରୋଜ କୁମାର ପାଣୀ) : ବରଗଡ ଜିଲ୍ଲା ମହିଳା କଂଗ୍ରେସ ସଭାନେତ୍ରୀ ଭାବରେ ପଦ୍ମପୁର ନଗର ମହିଳା କଂଗ୍ରେସ ସଭାନେତ୍ରୀ ଶ୍ରୀମତୀ ମୌସୁମୀ ସାହୁଙ୍କୁ ନିଯୁକ୍ତି ଦିଆଯାଇଥିବା ବେଳେ ତାଙ୍କର ଏହି ନିଯୁକ୍ତିକୁ ପଦ୍ମପୁର ନିର୍ବାଚନ ମଣ୍ଡଳୀ ବହୁ ବରିଷ୍ଠ ନେତୃମଣ୍ଡଳୀ ସ୍ଵାଗତ କରିଛନ୍ତି ।…
Read More...

ପାର୍ବତୀ ଗିରିଙ୍କ ନାମରେ ମହିଳା କଲେଜର ନାମକରଣ କରିବାକୁ ଦାବୀ

ବରଗଡ଼, (ନିରୋଜ କୁମାର ପାଣୀ) : ବରଗଡ଼ ମହିଳା ସମିତି ପକ୍ଷରୁ ଆୟୋଜିତ ବିଶ୍ୱ ମହିଳା ଦିବସ ପାଳନ ଅବସରରେ ବରଗଡ଼ ମହିଳା କଲେଜକୁ ବହ୍ନି କନ୍ୟା ପାର୍ବତୀ ଗିରିଙ୍କ ନାମରେ ନାମିତ କରିବାକୁ ବକ୍ତାମାନେ ମତପ୍ରକାଶ କରିଥିଲେ । ଏହି କ୍ରମରେ ସର୍ବସମ୍ମତି କ୍ରମେ ଏକ ପ୍ରସ୍ତାବ ଆଗତ ହୋଇ ପାରିତ…
Read More...

ପୂର୍ବ ଶତ୍ରୁତାରୁ ଗୁଳିମାଡ଼ ସହ ଯୁବକଙ୍କୁ ଆକ୍ରମଣ ଅଭିଯୋଗ

ବରଗଡ଼, (ନିରୋଜ କୁମାର ପାଣୀ) : ବରଗଡ଼ ଟାଉନ ଥାନା ଅନ୍ତର୍ଗତ ସରକାରୀ ବସଷ୍ଟାଣ୍ଡ ନିକଟରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଗୁଳିମାଡ଼ ସହ ଯୁବକଙ୍କ ହାତକୁ ଧାରୁଆ ଅସ୍ତ୍ରରେ ଦୁର୍ବୁତ୍ତମାନେ ହାଣି ଦେଇଥିବା ଅଭିଯୋଗ ହୋଇଛି । ଏଥିରେ ୨ ଜଣ ଯୁବକ ଗୁରୁତର ହୋଇଥିବା ଜଣାପଡିଛି । ଯୁବକ ୨ ଜଣ…
Read More...

ସୋହେଲାର ତାଣ୍ଡୋଲ ଗ୍ରାମଠାରେ ମାଣ୍ଡିଆ ଖାଦ୍ୟ ମେଳା ଉଦ୍‌ଘାଟିତ

ସୋହେଲା/ବରଗଡ : ସଂପ୍ରତି ବରଗଡ ଜିଲ୍ଲାର ସୋହେଲା ବ୍ଲକରେ ଇତି ମଧ୍ୟରେ ପ୍ରଥମ ବର୍ଷ ପାଇଁ ପ୍ରଥମ କରି ମାଣ୍ଡିଆ ଖାଦ୍ୟ ମେଳା ଉଦ୍‌ଘାଟିତ ହୋଇଯାଇଛି । ଆତ୍ମା ବରଗଡ, ଓଡିଶା ମିଲେଟ୍ସ୍ ମିଶନ ୱାସନ୍‌ର ମିଳିତ ସହାୟତା ତଥା ସ୍ୱେଚ୍ଛାସେବୀ ଅନୁଷ୍ଠାନ ମହାଶକ୍ତି ଫାଉଣ୍ଡେସନର ସହଯୋଗରେ ସୋହେଲା…
Read More...

ରଙ୍ଗବେରଙ୍ଗ ଫୁଲରେ ଡାକ୍ତର ଦମ୍ପତି ପାଳନ କଲେ ହୋଲି

ବରଗଡ଼, (କେପିଏନ୍‌ଏସ୍‌) : ରଙ୍ଗର ପର୍ବ ହୋଲି । ଆଜି ସାରା ଦେଶ ପାଳୁଛି ହୋଲି ପର୍ବ। ହୋଲିକୁ ନେଇ ସବୁଠି ହର୍ଷ ଉଲ୍ଲାସ ଲାଗି ରହିଛି । ତେବେ ସବୁଠି ରଙ୍ଗ ଅବିରରେ ହୋଲି ଖେଳାଯାଉଥିବା ବେଳେ ବରଗଡ଼ରେ ନିଆରା ଢଙ୍ଗରେ ହୋଲି ଖେଳାଯାଇଛି । ବିଭିନ୍ନ ଫୁଲରେ ହୋଲି ଖେଳ ଚାଲିଛି । ବରଗଡ଼ର…
Read More...