କଲା ଦହନା ସାଂସ୍କୃତିକ ଅନୁଷ୍ଠାନ ତରଫରୁ ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ
ବରଗଡ, (ନିରୋଜ କୁମାର ପାଣୀ) : ଆଜି କଟାପାଲି ନୋଡାଲ ଉଚ୍ଚ ବିଦ୍ୟାଳୟ ଠାରେ କଲା ଦହନା ସାଂସ୍କୃତିକ ଅନୁଷ୍ଠାନ ତରଫରୁ ପ୍ରତିଷ୍ଠାତା ଓ ସମ୍ପାଦକ ଦିନେଶ ଭୋଇଙ୍କ ସମ୍ପାଦନାରେ ଏକ ଗୀତ, ପ୍ରବନ୍ଧ ଓ କବିତା ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ସ୍କୁଲର ପ୍ରଧାନ ଶିକ୍ଷକ!-->…
Read More...
Read More...