Browsing Tag

bargarh news

ଅହିଂସା ରଥକୁ ଜିଲ୍ଲାରେ ସ୍ୱାଗତ କରାଯିବ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ଆଜାଦୀ କା ଅମୃତ ମହୋତ୍ସବ ପାଳନ ଅବସରରେ ସ୍ୱାଧୀନତା ସଂଗ୍ରାମୀମାନଙ୍କ ସ୍ମୃତିକୁ ଉଜ୍ଜୀବିତ କରିବା ପାଇଁ ଅହିଂସା ରଥ ସାରା ରାଜ୍ୟରେ ପରିକ୍ରମା କରୁଛି । ଏହି ପରିପ୍ରେକ୍ଷୀରେ ଆସନ୍ତା ୨୮ ତାରିଖରୁ ୩୦ ତାରିଖ ପର୍ଯ୍ୟନ୍ତ ଏହି ରଥ ବରଗଡ଼ ଜିଲ୍ଲାର
Read More...

ବରଗଡ଼ କଂଗ୍ରେସର ପଥପ୍ରାନ୍ତ ସଭା

ବରଗଡ଼, (ସତ୍ୟନାରାୟଣ ପ୍ରଧାନ) : ପ୍ରଦେଶ କଂଗ୍ରେସ କମିଟି ସଭାପତି ଶରତ ପଟ୍ଟନାୟକଙ୍କ ଆହ୍ବାନ କ୍ରମେ ବରଗଡ଼ ଜିଲ୍ଲା କଂଗ୍ରେସ କମିଟି ସଭାପତି ନିହାର ରଞ୍ଜନ ମହାନନ୍ଦଙ୍କ ନେତୃତ୍ବରେ ଅତାବିରା ବ୍ଲକ କଂଗ୍ରେସ ସଭାପତି ଦୟାସାଗର ମେଣ୍ଡେଲିଙ୍କ ସଭାପତିତ୍ୱରେ 'ମେହେଙ୍ଗାଇ ପେ ଚର୍ଚ୍ଚା'
Read More...

ଡିସେମ୍ବର ୨୭ରୁ ବରଗଡ ଧନୁଯାତ୍ରା ମହୋତ୍ସବ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ଆସନ୍ତା ଡ଼ିସେମ୍ବର ମାସ ୨୭ ତାରିଖରୁ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆରମ୍ଭ ହେବ । ଏହା ୧୧ ଦିନ ବ୍ୟାପୀ ଚାଲିବ ଓ ୬ ଜାନୁଆରୀ ୨୦୨୩ରେ ଉଦ୍‌ଯାପିତ ହେବ ବୋଲି ଆଜି ବରଗଡ଼ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ବରଗଡ଼ ଧନୁଯାତ୍ରା ମହୋତ୍ସବ ସମିତିର
Read More...

ବୃଦ୍ଧାଶ୍ରମ ଅନ୍ତେବାସୀମାନଙ୍କୁ ନୂଆଁଖାଇ ସାମଗ୍ରୀ ଯୋଗାଇଲେ ସମାଜସେବୀ ଗୀତା ମିଶ୍ର

ବରଗଡ଼, (ନିରୋଜ କୁମାର ପାଣୀ) : ପଶ୍ଚିମ ଓଡ଼ିଶାର ମହାନ୍ କୃଷି ଭିତ୍ତିକ ଗଣପର୍ବ ନୂଆଁଖାଇ ଲଗ୍ନ ନିର୍ଦ୍ଧାରିତ ହେବା ପରେ ସମଗ୍ର ଅଞ୍ଚଳରେ ଏବେ ଉତ୍ସାହର ମାହୋଲ ଦେଖିବାକୁ ମିଳିଛି । ଦୋକାନ ବଜାରମାନଙ୍କରେ ଗ୍ରାହକଙ୍କ ଭିଡ଼ ଦେଖିବାକୁ ମିଳୁଛି । ସମସ୍ତେ ସେଦିନ ନୂଆଁ ଖାଇବା ସହିତ ନୂଆଁ
Read More...

ବରପାଲି ସହରରେ କଂଗ୍ରେସର ପ୍ରତିବାଦ ସଭା

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ବରଗଡ଼ ଜିଲ୍ଲା କଂଗ୍ରେସ କମିଟି ସଭାପତି ନିହାର ରଞ୍ଜନ ମହାନନ୍ଦ ନେତୃତ୍ୱରେ ବରଗଡ଼ ଜିଲ୍ଲା ବିଜେପୁର ବିଧାନସଭା ନିର୍ବାଚନ ମଣ୍ଡଳୀ ଅଧୀନସ୍ଥ ବରପାଲି ଏନଏସି ଗାନ୍ଧୀ ଛକଠାରେ ଦରଦାମ ବୃଦ୍ଧି ବିରୋଧରେ ପଥପ୍ରାନ୍ତ ସଭା ଅନୁଷ୍ଠିତ ହୋଇଯାଇଛି । ଏହି ସଭାରେ
Read More...

ଆନ୍ତଃଜିଲ୍ଲା ମୋବାଇଲ ଟାୱାର ତାର ଚୋରି ଗ୍ୟାଙ୍ଗ ଧରାପଡିଲେ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ଅତାବିରା ପୋଲିସ ହାତରେ ଆନ୍ତଃଜିଲ୍ଲା ମୋବାଇଲ ଟାୱାର କେବୁଲ ତାର ଚୋର ଗ୍ୟାଙ୍ଗ ଧରାପଡ଼ିଥିବା ଜଣାପଡିଛି । ସମ୍ବଲପୁର ଓ ବରଗଡ଼ ଜିଲ୍ଲାରେ ଏହି ଗ୍ୟାଙ୍ଗ ବିଭିନ୍ନ ମୋବାଇଲ ଟାୱାରରୁ ଲକ୍ଷ ଲକ୍ଷ ଟଙ୍କାର ତମ୍ବା ତାର ଚୋରି କରିଥିଲେ । ସୂଚନା ଅନୁସାରେ ଗତ
Read More...

ଓଏଭିଏସରେ ବିଶ୍ୱ ସଂସ୍କୃତ ଦିବସ ପାଳିତ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ବରପାଲି ସ୍ଥିତ ଓଡ଼ିଶା ଆଦର୍ଶ ବିଦ୍ୟାଳୟଠାରେ ବିଶ୍ଵ ସଂସ୍କୃତ ଦିବସ ପାଳିତ ହୋଇଯାଇଛି । ଏଥିରେ ବରଗଡ଼ ରାଣା ପ୍ରତାପ ଉଚ୍ଚ ବିଦ୍ୟାଳୟର ସଂସ୍କୃତ ଶିକ୍ଷକ ଗୋପବନ୍ଧୁ ପୁରୋହିତ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ । ସେହିପରି ସଂସ୍କୃତ ଭାରତୀ ସଂସ୍ଥାର
Read More...

ବ୍ଲକସ୍ତରୀୟ କ୍ରୀଡା ଶିକ୍ଷକ ସମ୍ମିଳନୀ ଅନୁଷ୍ଠିତ

ବରଗଡ଼/ବିଜେପୁର, (ସତ୍ୟ ନାରାୟଣ ପ୍ରଧାନ) : ବରଗଡ଼ ଜିଲ୍ଲା ବିଜେପୁର ବ୍ଲକ ପୁଞ୍ଜିପଥର ହାଇସ୍କୁଲଠାରେ ବ୍ଲକସ୍ତରୀୟ କ୍ରୀଡା ଶିକ୍ଷକ ସମ୍ମିଳନୀ ଆଜି ଅନୁଷ୍ଠିତ ହୋଇଯାଇଛି । ସ୍କୁଲର ପ୍ରଧାନ ଶିକ୍ଷକ ଚୂଡାମଣି ବଢେଇଙ୍କ ଅଧ୍ୟକ୍ଷତାରେ ସାଧାରଣ ସଭା ଅନୁଷ୍ଠିତ ହୋଇଥିଲା । ଗୋଷ୍ଠୀ ଶିକ୍ଷା
Read More...

ଜିଲ୍ଲା ଲେଖିକା ପରିଷଦର ସ୍ୱନକ୍ଷତ୍ର ଦିବସ ଓ କବି ଗଙ୍ଗାଧର ମେହେରଙ୍କ ଜୟନ୍ତୀ ପାଳିତ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ଜିଲ୍ଲା ଲେଖିକା ପରିଷଦ ପକ୍ଷରୁ ବାପୁଜୀ ସ୍ୱତନ୍ତ୍ର ବିଦ୍ୟାଳୟଠାରେ ପରିଷଦର ଦ୍ୱିତୀୟ ସ୍ଵନକ୍ଷତ୍ର ଦିବସ ଓ ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ୧୬୧ତମ ଜନ୍ମ ଜୟନ୍ତୀ ପାଳିତ ହୋଇଯାଇଛି । ସଭାନେତ୍ରୀ କବିତା ରଥଙ୍କ ସଭାପତିତ୍ୱରେ ଆୟୋଜିତ ଏହି
Read More...

ମେଗା ରକ୍ତଦାନ ଶିବିର ଆୟୋଜିତ : ୧୦୫୬ ୟୁନିଟ ରକ୍ତ ସଂଗ୍ରହ

ବରଗଡ଼, (ସତ୍ୟନାରାୟଣ ପ୍ରଦାନ) : ବରଗଡ଼ ଜିଲ୍ଲା ବିଜେପୁର ବ୍ଲକଠାରେ ଦିବଙ୍ଗତ ନେତା ସ୍ୱର୍ଗତ ସୁବଳ ସାହୁଙ୍କ ପଞ୍ଚମ ଶ୍ରାଦ୍ଧ ବାର୍ଷିକୀ ସ୍ମୃତି ଦିବସ ଏବଂ ବିଜୁ ଜନତା ଦଳର ୨୫ତମ ପ୍ରତିଷ୍ଠା ଦିବସ ଅବସରରେ ଏକ ମେଗା ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଓଡ଼ିଶା ମୋ ପରିବାର ଆନୁକୂଲ୍ୟରେ
Read More...