କାର୍ତ୍ତିକ ପୂର୍ଣ୍ଣିମା ଉପଲକ୍ଷେ କଳସ ଶୋଭାଯାତ୍ରା
ବଲାଙ୍ଗିର, (କେପିଏନ୍ଏସ୍) : ବଲାଙ୍ଗିର ସହରର ହାଟପଦାପଡା ମେଟାକାନୀ ମନ୍ଦିର କମିଟି ପକ୍ଷରୁ କାର୍ତ୍ତିକ ପୂର୍ଣ୍ଣିମା ଉପଲକ୍ଷେ ଚବିଶ ପ୍ରହର ନାମଯଜ୍ଞ ପାଇଁ ଗୁରୁବାର କଳସ ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି । ହଜାର ସଂଖ୍ୟାରେ ମହିଳାମାନେ ଏଥିରେ ଭାଗ ନେଇଥିଲେ । ବ୍ରତଧାରୀମାନେ କଳସ!-->…
Read More...
Read More...