ଅଗଷ୍ଟ ୨୧ରେ ଆପ୍ର ଭୁବନେଶ୍ୱରରେ ରାଜ୍ୟସ୍ତରୀୟ ସମ୍ମିଳନୀ
ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ଆସନ୍ତା ଅଗଷ୍ଟ ୨୧ ତାରିଖରେ ଭୁବନେଶ୍ୱରଠାରେ ଆମ୍ ଆଦମୀ ପାର୍ଟିର ରାଜ୍ୟସ୍ତରୀୟ କର୍ମୀ ସମ୍ମିଳନୀ ଅନୁଷ୍ଠିତ ହେବ ବୋଲି ଜିଲ୍ଲା ଆବାହକ ଭବାନୀ ସାହୁ ଏକ ପ୍ରେସ୍ ବିଜ୍ଞପ୍ତିରେ ପ୍ରକାଶ କରିଛନ୍ତି । ଏହି ସମ୍ମିଳନୀରେ ଓଡ଼ିଶାରେ ଶିକ୍ଷା, ସ୍ୱାସ୍ଥ୍ୟ,!-->…
Read More...
Read More...