Browsing Tag

bargarh news

ଫେଲ୍‌ ମାରିଲା ମହାପ୍ରୟାଣ : ସଂକଳ୍ପ ରଥରେ ବୁହାହେଲା ଶବ

ବରଗଡ଼, (ନିରୋଜ କୁମାର ପାଣୀ) : ବରଗଡ଼ ସହରରେ ଜଣେ ନାବାଳିକା କଲେଜ ଛାତ୍ରୀଙ୍କ ମୃତ ଶରୀର ଏକ ହୋଟେଲ ପରିସରରୁ ଉଦ୍ଧାର ହେବା ଘଟଣା ସମଗ୍ର ଜିଲ୍ଲାରେ ଆଲୋଡନ ସୃଷ୍ଟି କରିଥିବା ବେଳେ ଗତକାଲି ଶବ ବ୍ୟବଛେଦ ହୋଇନପାରି ଆଜି ସକାଳେ ଅର୍ଥାତ ମଙ୍ଗଳବାର ଦିନ ଗୋଟାଏରେ ଶବ ବ୍ୟବଚ୍ଛେଦ ପରେ ଝିଅର
Read More...

ରବି ଋତୁର ଧାନ ସଂଗ୍ରହ ପାଇଁ ଯୋଗାଣ ସଚିବଙ୍କ ସମୀକ୍ଷା ବୈଠକ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ବରଗଡ଼ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଆଜି ଜିଲ୍ଲାରେ ରବି ଧାନ ସଂଗ୍ରହ ପାଇଁ ଯୋଗାଣ ବିଭାଗର ପ୍ରମୁଖ ଶାସନ ସଚିବ ବୀର ବିକ୍ରମ ଯାଦବଙ୍କ ଅଧ୍ୟକ୍ଷତାରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ରାଜ୍ୟ ଯୋଗାଣ ବିଭାଗ ପରିଚାଳନା ନିର୍ଦ୍ଦେଶକ ଶୁଭମ୍
Read More...

ଜେଲରେ ବିଚାରାଧିନ କଏଦୀଙ୍କ ଆତ୍ମହତ୍ୟା

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ସୋହେଲା ସବ୍‌ଜେଲରେ ଏକ ଅଭାବନୀୟ ଘଟଣା ଘଟିଛି । ଭୋର୍‌ ସାଢେ ୪ଟା ବେଳେ ଜଣେ ବିଚାରାଧିନ କଏଦୀ ଗଳାରେ ଗାମୁଛା ଭିଡି ଆତ୍ମହତ୍ୟା କରିଛନ୍ତି । ମୃତକ ହେଲେ ମେଲଛାମୁଣ୍ଡା ଥାନା ଅଧୀନ ପେଟୁପାଲି ଗ୍ରାମର ମନମୋହନ ରାଉତିଆ(୨୬) । ମୃତକ ଜଣକ ସ୍ତ୍ରୀଙ୍କୁ
Read More...

ହୋଟେଲରେ ନାବାଳିକା ଛାତ୍ରୀଙ୍କ ମୃତ୍ୟୁ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ବରଗଡ଼ ରେଳ ଷ୍ଟେସନ ନିକଟ ବିଜୟ ନାମକ ଏକ ହୋଟେଲରେ ଗତକାଲି ଜଣେ ନାବାଳିକା(୧୭)ଙ୍କ ରହସ୍ୟଜନକ ମୃତ୍ୟୁ ଘଟିଛି । ମୃତ ନାବାଳିକା ଜଣକ ବରଗଡ଼ ଜିଲା ଗାଇସିଲେଟ ଥାନା ଭେଲୁଆପଦର ଗ୍ରାମର ବୋଲି ଜଣାପଡିଛି । ତାଙ୍କୁ ହତ୍ୟା କରାଯାଇଥିବା ନେଇ ପରିବାର ଲୋକେ
Read More...

ବରବେଶରେ ଗିରଫ ହେଲେ ବଳାତ୍କାର କରିଥିବା ଅଭିଯୁକ୍ତ

ବରଗଡ଼, (ସତ୍ୟନାରାୟଣ ପ୍ରଧାନ) : ବରଗଡ଼ ଜିଲ୍ଲା ଭଟଲି ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ବଳାତ୍କାର ଏବଂ ଗଭର୍ବତୀ କରିବା ଅଭିଯୋଗରେ ଗତ ୨୦୧୭ ମସିହାରୁ ଫେରାର ଥିବା ଅଭିଯୁକ୍ତଙ୍କୁ ସୋମବାର ବରବେଶରେ ଗିରଫ କରାଯାଇଛି । ଗିରଫ ଅଭିଯୁକ୍ତ ହେଲେ ଭଟଲି ଥାନା କେଲେଣ୍ଡାପାଲି ପଞ୍ଚାୟତ
Read More...

ବିଡିପିଏଲ-୭ : ଅତାବିରା ହ୍ୱାଇଟ୍‌ ହର୍ଷ ଫାଇନାଲରେ ପ୍ରବେଶ

ବରଗଡ, (ସତ୍ୟନାରାୟଣ ବେହେରା) : ବରଗଡ ଡିଷ୍ଟ୍ରିକ୍ଟ ପ୍ରିମିୟର ଲିଗ୍, ବି ଡି ପି ଏଲ -୭ର ପ୍ରଥମ ଫାଇନାଲିଷ୍ଟ୍ ଭାବରେ ଅତାବିରା ହ୍ୱାଇଟ ହର୍ଷ ପ୍ରବେଶ କରିଛି । ଅତାବିରା ହ୍ୱାଇଟ୍‌ ହର୍ଷ ଓ ସିଂ ୱାରିୟର ମଧ୍ୟରେ ଅନୁଷ୍ଠିତ ପ୍ରଥମ ସେମିଫାଇନାଲରେ ଅତାବିରା ଦଳ ଟସ୍ ଜିତି ପ୍ରଥମେ ବ୍ୟାଟିଂ
Read More...

ନୂତନ ଆରକ୍ଷୀ ଅଧିକ୍ଷକଙ୍କୁ ଭେଟିଲା ଓଡିଶା କର୍ମଜୀବୀ ସାମ୍ବାଦିକ ସଂଘ ବରଗଡ ଜିଲ୍ଲା ଶାଖା

ବରଗଡ, (ସତ୍ୟନାରାୟଣ ପ୍ରଧାନ) : ଓଡିଶା କର୍ମଜୀବୀ ସାମ୍ବାଦିକ ସଂଘ ବରଗଡ ଜିଲ୍ଲା ତରଫରୁ ବରଗଡରେ ନୂତନ ଭାବେ ଯୋଗଦେଇ ଥିବା ଜିଲ୍ଲା ଆରକ୍ଷୀ ଅଧିକ୍ଷକ ପରମାର ସ୍ମିତ ପୁରୁଷୋତ୍ତମ ଦାଶଙ୍କୁ ଭେଟି ପୁଷ୍ପଗୁଚ୍ଛ ଦେଇ ସ୍ୱାଗତ ସମ୍ବର୍ଦ୍ଧନା ଜଣାଇବା ସହ ବରଗଡ ଜିଲ୍ଲାରେ ଘଟୁଥିବା ବିଭିନ୍ନ
Read More...

ବ୍ରିଜ ତଳୁ ଯୁବତୀଙ୍କ ମୃତଦେହ ଉଦ୍ଧାର : ହତ୍ୟା ସନ୍ଦେହ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ବରପାଲି ଥାନା ଅନ୍ତର୍ଗତ ଭଟିଗାଁ ଗ୍ରାମ ନିକଟସ୍ଥ ରାଞ୍ଜନଦୀ ବ୍ରିଜ୍‌ ତଳୁ ଗତକାଲି ସନ୍ଧ୍ୟାରେ ଜଣେ ଯୁବତୀଙ୍କ ମୃତଦେହକୁ ପୋଲିସ ଠାବ କରିଥିବା ଜଣାପଡିଛି । ସୂଚନା ଅନୁସାରେ ବ୍ରିଜ୍‌ ତଳେ ଜଣେ ଯୁବତୀଙ୍କ ମୃତଦେହ ପଡିଥିବା ବରପାଲି ପୋଲିସକୁ ଖବର
Read More...

ବିଡିପିଏଲ୍‌ ଚତୁର୍ଥ ଦିବସର ମ୍ୟାଚରେ ସିଂ ୱାରିୟସ ବିଜୟୀ, ସୟଦ ଜାକିଙ୍କ ଶତକ

ବରଗଡ଼, (ସତ୍ୟନାରାୟଣ ପ୍ରଧାନ) : ମିନି ଷ୍ଟାଡିୟମରେ ବରଗଡ଼ ଜିଲ୍ଲା ପ୍ରିମୀୟର ଲିଗ୍‌ର ସପ୍ତମ ସଂସ୍କରଣ ଅନୁଷ୍ଠିତ ହେଉଥିବା ବେଳେ ଶନିବାର ଚତୁର୍ଥ ଦିବସର ପ୍ରଥମ ମ୍ୟାଚରେ ସିଂ ୱାରିୟସ ଏବଂ ବରଗଡ଼ ସ୍ପାର୍ଟନ ମଧ୍ୟରେ ହୋଇଥିବା ବେଳେ ସିଂ ୱାରିୟସ ଦଳ ବିଜୟୀ ହୋଇଥିଲା । ଏହି ମ୍ୟାଚରେ ସିଂ
Read More...

ଜିଲ୍ଲା ପରିଷଦର ପ୍ରଥମ ବୈଠକ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ବରଗଡ଼ ଜିଲ୍ଲା ପରିଷଦର ପ୍ରଥମ ବୈଠକ ଗତକାଲି ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଥିଲା । ପରିଷଦର ଅଧକ୍ଷା ମାମିନୀ ଭୋଇଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଜିଲ୍ଲାପାଳ ମୋନୀଷା ବାନାର୍ଜୀ ସ୍ବାଗତ ଭାଷଣ ଦେଇ ଜିଲ୍ଲାର
Read More...