Browsing Tag

bargarh news

ବରଗଡ଼ ବ୍ଲକସ୍ତରୀୟ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ

ବରଗଡ, (ନିରୋଜ କୁମାର ପାଣୀ) : ଆଜି ବରଗଡ ଜର୍ଜ ଉଚ୍ଚ ବିଦ୍ୟାଳୟ ପରିସରରେ ବରଗଡ଼ ବ୍ଲକସ୍ତରୀୟ ବିଜ୍ଞାନ ନାଟକ ଅନୁଷ୍ଠିତ ହୋଇଯାଇଛି । ଉକ୍ତ କାର୍ଯ୍ୟକ୍ରମଟି ବରିଷ୍ଠ ବ୍ଲକ ଶିକ୍ଷା ଅଧିକାରୀ ଶ୍ରୀମତୀ ସେବାଶ୍ରୀ ଭୋଇଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା । ଏହି କାର୍ଯ୍ୟକ୍ରମରେ ସମ୍ମାନିତ
Read More...

ମେଧାବୀ ଛାତ୍ରକୁ ପାଠପଢ଼ାରେ ସହଯୋଗ କଲେ ବିଜେପି ଯୁବନେତା

ବରଗଡ଼, (ନିରୋଜ କୁମାର ପାଣୀ) : ବିଜେପି ଯୁବନେତା ନବକିଶୋର ପାଣିଗ୍ରାହୀ ଜଣେ ମେଧାବୀ ଛାତ୍ରକୁ ପାଠପଢ଼ାରେ ସହଯୋଗର ହାତ ବଢାଇଛନ୍ତି । ଏଠାରେ ସୂଚନାଯୋଗ୍ୟ ଯେ, ଯୁବନେତା ନବକିଶୋର ପାଣିଗ୍ରାହୀ ବର୍ତ୍ତମାନ ବରଗଡ଼ ଜିଲ୍ଲା ଭାରତୀୟ ଜନତା ପାର୍ଟିର ପ୍ରବକ୍ତା ଦାୟିତ୍ୱରେ ଅଛନ୍ତି । ଏହା
Read More...

ଲକ୍ଷାଧିକ ଟଙ୍କା ସହିତ ୨୯୭ ଗ୍ରାମ ବ୍ରାଉନ ସୁଗର ଜବତ : ଅଭିଯୁକ୍ତ ଗିରଫ

ବରଗଡ଼, (ସତ୍ୟନାରାୟଣ ପ୍ରଧାନ) : ବରଗଡ଼ ଜିଲ୍ଲାରେ ନିଶା କାରବାର ବଢି ଚାଲିଛି । ଚୋରାମଦ, କଫ ସିରଫ କାରବାର ସାଧାରଣରେ ପରିଣତ ହୋଇଯାଇଥିବା ବେଳେ ଜିଲ୍ଲାରେ ଏବେ ବ୍ରାଉନ ସୁଗର କାରବାର ବଢି ଚାଲିଛି । ଗତ ଦିନରେ ଅତାବିରା ପୋଲିସ ବ୍ରାଉନ ସୁଗର ବେପାରୀକୁ ଧରିଥିବା ବେଳେ ଆଜି ଜିଲ୍ଲା
Read More...

ବିଜେପି ପକ୍ଷରୁ ସାମ୍ବାଦିକ ସମ୍ମିଳନୀ

ବରଗଡ, (ନିରୋଜ କୁମାର ପାଣୀ) : ବିଜେପି ପକ୍ଷରୁ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ସମ୍ମିଳନୀରେ ଦୀର୍ଘ ୨୨ ବର୍ଷର ସରକାରରେ ରହିବା ପରେ ମୁଖ୍ୟମନ୍ତ୍ରୀଙ୍କ VSSUT ବୁର୍ଲାକୁ ୨୦୦୦ କୋଟି ଟଙ୍କା ଅନୁଦାନ ଘୋଷଣା କରିବା ମିଛ ସୁନେଲି ସ୍ୱପ୍ନ ନୁହେଁ ତ ? ବୋଲି ବରଗଡ଼
Read More...

ବରଗଡ ଜିଲ୍ଲାରେ ବାହାର ଜିଲ୍ଲାର ଅପେରା ବନ୍ଦ ପାଇଁ ଜିଲ୍ଲାପାଳଙ୍କୁ କେଏମ୍‌ଏମ୍ ଦେଲା ଦାବୀପତ୍ର

ବରଗଡ, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲାରେ ବାହାର ଜିଲ୍ଲାର ଅପେରା ବନ୍ଦ ପାଇଁ ବରଗଡ଼ ଜିଲ୍ଲାପାଳଙ୍କ ଅନୁପସ୍ଥିତିରେ ଅନ୍ୟ ଅଧିକାରୀଙ୍କୁ କୋଶଳ ରାଏଜ ମୁକ୍ତି ମୋର୍ଚ୍ଚାର ବରଗଡ଼ ଜିଲ୍ଲା ସଭାପତି ଘନଶ୍ୟାମ ସାହୁଙ୍କ ନେତୃତ୍ୱରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରେ ଦାବୀପତ୍ର ଦେଇଥିଲେ
Read More...

କୋଶଳ ରାଜ୍ୟ ମୁକ୍ତି ମୋର୍ଚ୍ଚା କେନ୍ଦ୍ରୀୟ କମିଟି ବୈଠକ : ରାଜ୍ୟ ଦାବୀକୁ ପାର୍ଲିଆମେଣ୍ଟରେ ଉଠାଇବା ପାଇଁ…

ବରଗଡ଼, (ସତ୍ୟନାରାୟଣ ପ୍ରଧାନ) : ବିଧାନସଭା ଘେରାଉ, କୋସଲାଞ୍ଚଲ ମହାବନ୍ଦ ପରେ କୋଶଲ ରାଜ୍ୟ ମୁକ୍ତି ମୋର୍ଚ୍ଚାର ନବ ଗଠିତ କେନ୍ଦ୍ର କମିଟିର ପ୍ରଥମ ବୈଠକରେ ଆନ୍ଦୋଳନକୁ ଅଧିକ ଶାଣିତ କରିବାକୁ ନିଷ୍ପତ୍ତି ନିଆଯାଇଛି । ଏଥିପାଇଁ ସମ୍ବଲପୁରର ବୟୋଜ୍ୟେଷ୍ଠ କୋଶଲବାଦୀ ନେତା ଭକ୍ତ ପ୍ରସାଦ
Read More...

ପଶ୍ଚିମ ଓଡ଼ିଶାର ବିଶିଷ୍ଟ ମୃଦଙ୍ଗବାଦକ ସ୍ୱର୍ଗତ ଭିକାରୀ ମିଶ୍ର ଓ ତାଙ୍କ ଧର୍ମପତ୍ନୀଙ୍କୁ ଅଶ୍ରୁଳ ଶ୍ରଦ୍ଧାଞ୍ଜଳି

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ବରଗଡ଼ ସ୍ଥିତ ବାପୁଜୀ ସ୍ୱତନ୍ତ୍ର ବିଦ୍ୟାଳୟରେ ବିଶ୍ଵପ୍ରସିଦ୍ଧ ଧନୁଯାତ୍ରାର ଦ୍ଵିତୀୟ କୃଷ୍ଣ ତଥା ପଶ୍ଚିମ ଓଡ଼ିଶାର ବିଶିଷ୍ଟ ମୃଦଙ୍ଗବାଦକ ସ୍ୱର୍ଗତ ଭିକାରୀ ଚରଣ ମିଶ୍ର ଓ ତାଙ୍କ ଧର୍ମପତ୍ନୀ ସୁବର୍ଣ୍ଣ ମିଶ୍ରଙ୍କୁ ଆକାଶ ମିଶ୍ର ଓ ବୋହୂ ଅନୁସୂୟା
Read More...

ବରଗଡ ଜିଲ୍ଲା ବିଜେପି ପଛୁଆ ବର୍ଗ ମୋର୍ଚ୍ଚା ଜିଲ୍ଲା ସଭାପତି ଭାବେ ପରେଶ ବିଶି ନିଯୁକ୍ତ

ବରଗଡ, (ନିରୋଜ କୁମାର ପାଣୀ) : ବିଜେପି ଜିଲ୍ଲା ସଭାପତି ଅଶ୍ଵିନୀ ଷଡ଼ଙ୍ଗୀଙ୍କ ଅନୁମୋଦନ କ୍ରମେ, ବିଜେପି ରାଜ୍ୟ ପଛୁଆ ବର୍ଗ ମୋର୍ଚ୍ଚା ସଭାପତି ସୁରଥ ବିଶ୍ଵାଳ ବରଗଡ ଜିଲ୍ଲା ବିଜେପି ପଛୁଆ ବର୍ଗ ମୋର୍ଚ୍ଚା ସଭାପତି ଭାବେ ବରିଷ୍ଠ ବିଜେପି ନେତା ପରେଶ ବିଶିଙ୍କୁ ନିଯୁକ୍ତ କରିଛନ୍ତି ।
Read More...

ଅମଠି ବିଦ୍ୟାଳୟରେ ସ୍ୱାସ୍ଥ୍ୟ ଏବଂ ସୁସ୍ଥତା କାର୍ଯ୍ୟକ୍ରମ ଅନୁଷ୍ଠିତ

ବରଗଡ଼, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ପଦ୍ମପୁର ଉପଖଣ୍ଡ ଝାରବନ୍ଧ ବ୍ଲକ ବୈତାଳି କ୍ଲଷ୍ଟର ଅନ୍ତର୍ଗତ ଅମଠି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ସ୍ୱାସ୍ଥ୍ୟ ଏବଂ ସୁସ୍ଥତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ପ୍ରଧାନ ଶିକ୍ଷକ ପ୍ରଭୁଦାସ ମହାନନ୍ଦଙ୍କ ସହ
Read More...

ବରଗଡ଼ ହଳଦୀପାଲିରେ ବେଦାନ୍ତ ଗାଡି ଧକ୍କାରେ ଜଣେ ମୃତ

ବରଗଡ, (ନିରୋଜ କୁମାର ପାଣୀ) : ବରଗଡ଼ ହଳଦୀପାଲି ଛକରେ ବେଦାନ୍ତ ଗାଡି ଧକ୍କା ଦେବା ଫଳରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଛି । ମୃତ ବ୍ୟକ୍ତି ଜଣକ ହେଲେ ଗୁଡ଼ିସିରା ଗ୍ରାମର ଅଲେଖ ହରିପାଳ(୬୦) । ସୂଚନା ଅନୁସାରେ, ସେ ସାଇକେଲରେ ଘାସ ବୋଝେଇ କରି ରାସ୍ତା ପାରି ହେଉଥିବା ସମୟରେ ବେଦାନ୍ତ
Read More...