Browsing Tag

bargarh news

୨୦ ଦିନ ଧରି ଝୁଲନ୍ତା ଅବସ୍ଥାରେ ରହିଥିବା ଶବକୁ ଉଦ୍ଧାର କଲା ସଂକଳ୍ପ ପରିବାର

ବରଗଡ, (ନିରୋଜ କୁମାର ପାଣୀ) : ବରଗଡ଼ ଟାଉନ ଥାନା ଅନ୍ତର୍ଗତ ତୁରା ଗ୍ରାମ ପଞ୍ଚାୟତ ବାନ୍ଧେନ ଟିକିରାଠାରେ ଝୁଲନ୍ତା ଅବସ୍ଥାରେ ରହିଥିବା ଶବକୁ ଆଜି ଟାଉନ ପୋଲିସ, ବରଗଡ଼ର ଉପସ୍ଥିତିରେ ସଂକଳ୍ପ ପରିବାରର ସଦସ୍ୟମାନେ ଉଦ୍ଧାର କରିଥିଲେ । ପ୍ରକାଶ ଥାଉକି ଯେ, ମୃତ ଶବଟି ଗତ ୨୦ ଦିନରୁ ଅଧିକ
Read More...

ବରହାଗୋଡା ପଞ୍ଚାୟତ ରାସ୍ତାରୁ ଟୋଲପ୍ଲାଜା ଟୋଲଟେକ୍ସ ଆଦାୟକୁ ନେଇ ଅସନ୍ତୋଷ

ବରଗଡ଼, (ସତ୍ୟନାରାୟଣ ପ୍ରଧାନ) : ବରଗଡ଼ ସହର ଉପକଣ୍ଠ ବରାହଗୋଡ଼ାସ୍ଥିତ ଅଶୋକ ବିଲକନ୍‌ର ଟୋଲପ୍ଲାଜାର ଟୋଲଟ୍ୟାକ୍ସ ଅସୁଲିକୁ ନେଇ ପୁଣି ଅସନ୍ତୋଷ ଦେଖାଯାଇଛି । ଟୋଲପ୍ଲାଜା କର୍ତ୍ତୃପକ୍ଷ ବେଆଇନ ଭାବେ ଟୋଲଟ୍ୟାକ୍ସ ଅସୁଲି କରୁଥିବା ଅଭିଯୋଗ ହୋଇଛି । ଏପରିକି ଗ୍ରାମ୍ୟ ଉନ୍ନୟନ(ଆର୍‌ଡି)
Read More...

ବରପାଲିରେ ଶୀତଳ ଷଷ୍ଠୀ ଯାତ୍ରା ଲାଗି ଧାର୍ଯ୍ୟ ହେଲା ଲଗ୍ନ

ବରଗଡ, (ସତ୍ୟ ନାରାୟଣ ପ୍ରଧାନ) : ବରପାଲିରେ ଚଳିତ ବର୍ଷ ୧୪୫ତମ ଶୀତଳ ଷଷ୍ଠୀ ଯାତ୍ରା ମହୋତ୍ସବ ପାଳନ କରାଯିବ । ଏନେଇ ସ୍ଥାନୀୟ ନୃପରାଜ କ୍ଲବ ପରିସରରେ ଯାତ୍ରା କମିଟି ସଭାପତି ଆନନ୍ଦ ବାବୁଙ୍କ ସଭାପତିତ୍ୱରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । ଚଳିତ ବର୍ଷ ମହୋତ୍ସବକୁ ଅଧିକ ଆକର୍ଷଣ ଓ
Read More...

କୃଷି କ୍ଷେତ୍ରରେ ସର୍ବୋତ୍ତମ ପ୍ରଦର୍ଶନ ପାଇଁ ପୁରସ୍କୃତ ହେବ ବରଗଡ଼ ଜିଲ୍ଲା

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ବରଗଡ଼ ଜିଲ୍ଲା କୃଷି କ୍ଷେତ୍ରରେ ସର୍ବୋତ୍ତମ ପ୍ରଦର୍ଶନ ଓ ଭିତ୍ତିଭୂମିର ବିକାଶ କ୍ଷେତ୍ରରେ ଉନ୍ନତ ମାନର ପ୍ରଦର୍ଶନ ପାଇଁ ବରଗଡ଼ ଜିଲ୍ଲା 'ଇଣ୍ଡିଆ ଟୁଡେ' ପକ୍ଷରୁ ପୁରସ୍କୃତ ହେବ ବୋଲି ନିର୍ଦ୍ଦେଶକ ରାଜ ଚେଙ୍ଗପ୍ପା ସୂଚନା ଦେଇଛନ୍ତି । ନୂଆଦିଲ୍ଲୀରୁ
Read More...

ବରଗଡ ସନାତନି ବ୍ରାହ୍ମଣ ସମାଜ ପକ୍ଷରୁ ପର୍ଶୁରାମ ଜୟନ୍ତୀ ପାଇଁ ପ୍ରସ୍ତୁତି ବୈଠକ

ବରଗଡ, (ସତ୍ୟ ନାରାୟଣ ପ୍ରଧାନ) : ବରଗଡ ସନାତନି ବ୍ରାହ୍ମଣ ସମାଜ ପକ୍ଷରୁ ପର୍ଶୁରାମ ଜୟନ୍ତୀ ପାଇଁ ପ୍ରସ୍ତୁତି ବୈଠକ ପଣ୍ଡିତ କୁଳମଣି ମହାପାତ୍ରଙ୍କ ସଭାପତିତ୍ବ ଓ ଦୀପକ ଦାଶଙ୍କ ସଂଯୋଜନାରେ ସ୍ଥାନୀୟ ସାଇ କ୍ରିଷ୍ଣା ପେଲେସ ଠାରେ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ସହରର ବ୍ରାହ୍ମଣ ସମାଜର
Read More...

ବରଗଡ଼ ସଦର ମହକୁମାରେ ଅଭିଯୋଗ ପ୍ରକୋଷ୍ଠ ଖୋଲିଲା

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : କୋଭିଡ କଟକଣା ଯୋଗୁଁ ଗତ ଦୁଇ ବର୍ଷ ହେବ ଜିଲ୍ଲାସ୍ତରୀୟ ଅଭିଯୋଗ ପ୍ରକୋଷ୍ଠ ଗତକାଲି ବରଗଡ଼ ବ୍ଲକ ସମ୍ମିଳନୀ କକ୍ଷରେ ଆରମ୍ଭ ହୋଇଛି । ଜିଲ୍ଲାପାଳ ମୋନୀଷା ବାନାର୍ଜୀଙ୍କ ଉପସ୍ଥିତିରେ ସଦର ମହକୁମାର ସମସ୍ତ ଅଧିକାରୀ ସାଧାରଣ ଲୋକଙ୍କ ଅଭିଯୋଗ ପ୍ରକୋଷ୍ଠରେ
Read More...

ପାହାଡଶ୍ରୀଗିଡ଼ା ଆଞ୍ଚଳିକ ଡିଗ୍ରୀ କଲେଜରେ ବିକାଶ ହସ୍ପିଟାଲ୍ ପକ୍ଷରୁ ମାଗଣା ସ୍ୱାସ୍ଥ୍ୟ ଶିବିର

ବରଗଡ, (ସତ୍ୟ ନାରାୟଣ ପ୍ରଧାନ) : ଅତାବିରା ବ୍ଲକ ଅନ୍ତର୍ଗତ ପାହାଡଶ୍ରୀଗିଡ଼ା ଆଞ୍ଚଳିକ ଡିଗ୍ରୀ ମହାବିଦ୍ୟାଳୟ ଓ ବିକାଶ ମଲ୍ଟି ସ୍ପେଶାଲିଟି ହସ୍ପିଟାଲ୍ ପକ୍ଷରୁ ମିଳିତ ଭାବରେ ମହାବିଦ୍ୟାଳୟ ପରିସରରେ ଏକ ମେଗା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଅଛି । ଏହି ଶିବିରକୁ ବିକାଶ ଗ୍ରୁପର
Read More...

ବରଗଡ଼ ହଲଦିପାଲି ଛକରେ ମର୍ମଦୁନ୍ତ ସଡକ ଦୁର୍ଘଟଣା, ଜଣେ ମୃତ

ବରଗଡ, (ନିରୋଜ କୁମାର ପାଣୀ) : ବରଗଡ଼ ହଲଦିପାଲି ଛକରେ ଆଜି ଭୋର ୪.୩୦ସମୟରେ ଏକ କାର୍‌ ଓ ବସ୍‌ ମଧ୍ୟରେ ମୁହାଁମୁହିଁ ଧକା ହୋଇଥିବା ବେଳେ ଘଟଣା ସ୍ଥଳରେ ଜଣେ ମୃତବରଣ କରିଥିବା ସୂଚନା ମିଳିଛି । ଦୁର୍ଘଟଣାରେ ତିନି ଜଣ ଆହତ ବ୍ୟକ୍ତିଙ୍କୁ ୧୦୮ ଅମ୍ବୁଲାନ୍ସ ସାହାଯ୍ୟରେ ଜିଲ୍ଲା ମୁଖ୍ୟ
Read More...

ତପୋବନ ଆଶ୍ରମ ଟ୍ରଷ୍ଟ ସଦସ୍ୟଙ୍କ ବୈଠକ ଅନୁଷ୍ଠିତ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ଭଟଲି ରୋଡ଼ ସ୍ଥିତ ତପୋବନ ଆଶ୍ରମ ପରିଚାଳନା ସମିତିର ଟ୍ରଷ୍ଟ ସଦସ୍ୟ ମାନଙ୍କ ଏକ ବୈଠକ ତପୋବନ ଆଶ୍ରମର ବୁଦ୍ଧ ହଲରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଆଶ୍ରମ ପରିଚାଳନା ଓ ବର୍ଷ ତମାମ ବିଭିନ୍ନ କାର୍ୟ୍ୟକ୍ରମ ଉପରେ ଆଲୋଚନା ହୋଇଥିଲା । ଆଧ୍ୟାତ୍ମିକ
Read More...

ମର୍ମନ୍ତୁଦ ସଡକ ଦୁର୍ଘଟଣା : ୧ ମୃତ, ୩ ଗୁରୁତର

ବରଗଡ଼, (ନିରୋଜ କୁମାର ପାଣୀ) : ବରଗଡ଼ ଟାଉନ ଥାନା ଅନ୍ତର୍ଗତ ହଲଦୀପାଲି ଛକରେ ଏଭଳି ମର୍ମନ୍ତୁଦ ଦୁର୍ଘଟଣା ଘଟିଥିବା ଜଣାପଡିଛି । ଉକ୍‌କ୍ତ ଦୁର୍ଘଟଣାରେ ଜଣକ ମୃତ୍ୟୁ ହୋଇଥିବା ବେଳେ ୩ ଜଣ ଗୁରୁତର ଥିବା ଜଣାପଡିଛି । ସମସ୍ତ ଆହତଙ୍କୁ ପ୍ରଥମେ ବରଗଡ଼ ଓ ପରେ ବୁର୍ଲା ବଡ଼ ମେଡିକାଲକୁ
Read More...