Browsing Tag

bargarh news

ସ୍ୱାଧୀନତାର ୭୫ ବର୍ଷ ପୂର୍ତ୍ତି ଉପଲକ୍ଷେ ଜିଲ୍ଲା କଂଗ୍ରେସ କମିଟିର ପଦଯାତ୍ରା

ବରଗଡ, (ସତ୍ୟ ନାରାୟଣ ପ୍ରଧାନ) : ସ୍ୱାଧୀନତାର ୭୫ ବର୍ଷ ପୂର୍ତ୍ତି ଉପଲକ୍ଷେ ଗୌରବମୟ ପଦଯାତ୍ରା ବରଗଡ଼ ଜିଲ୍ଲା କଂଗ୍ରେସ କମିଟିର ସଭାପତି ନିହାର ରଞ୍ଜନ ମହାନନ୍ଦଙ୍କ ସଭାପତିତ୍ୱରେ ଆଜି ଅଗଷ୍ଟ ୯ କ୍ରାନ୍ତି ଦିବସରେ ଅତାବିରା ବିଧାନସଭା ନିର୍ବାଚନ ମଣ୍ଡଳୀ ଅଧିନସ୍ଥ ଭେଡେନ ବ୍ଲକ କଂଗ୍ରେସ
Read More...

ଲଘୁଚାପ ଜନିତ ବର୍ଷା : ବରଗଡ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଙ୍ଗ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ଲଘୁଚାପ ଜନିତ ବର୍ଷା ଯୋଗୁଁ ଗତ ଦୁଇ ଦିନ ଧରି ବରଗଡ଼ ଜିଲ୍ଲାର ଜନ ଜୀବନ ଅସ୍ତବ୍ୟସ୍ତ ହୋଇପଡିଛି । ଭୁବନେଶ୍ୱର ପାଣିପାଗ ବିଭାଗ ପକ୍ଷରୁ ବରଗଡ଼ ଜିଲ୍ଲାରେ ଆସନ୍ତା ୨୪ଘଣ୍ଟା ମଧ୍ୟରେ ଅତି ପ୍ରବଳ ବର୍ଷା ସମ୍ଭାବନା ଥିବା ଯୋଗୁଁ ରେଡ୍ ୱାର୍ଣ୍ଣିଙ୍ଗ ଜାରି
Read More...

ସତ୍ୟାଗ୍ରହ ସ୍ମାରକୀ ପୀଠରେ ଶ୍ରଦ୍ଧାଞ୍ଜଳି ଅର୍ପଣ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ଆଜି ଅଗଷ୍ଟ ୯ ତାରିଖ ଅଗଷ୍ଟ କ୍ରାନ୍ତି ଦିବସ ଅବସରରେ ସ୍ୱାଧୀନତା ସଂଗ୍ରାମୀଙ୍କ ବଳିଦାନର ସ୍ମୃତି ଉଦ୍ଦେଶ୍ୟରେ ବରଗଡ଼ ଜିଲ୍ଲା ସୋହେଲା ଗାନ୍ଧୀ ଛକଠାରେ ଥିବା ସତ୍ୟାଗ୍ରହ ସ୍ମାରକୀ ପୀଠରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଥିଲା । ଜାତିର ପିତା
Read More...

୧୪ ଅଗଷ୍ଟରେ ରେଳ ରୋକ : ରାଜବୋଡାସମ୍ବର କୃଷକ ସଂଗଠନ ଦେଲା ଚେତାବନୀ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ଫସଲ ବୀମା ବିଳମ୍ବ, ସମସ୍ତ ଚାଷୀ ଗୃହୀତ ହୋଇନଥିବା, ଯେଉଁ ପଞ୍ଚାୟତ ବୀମା ପାଇଛନ୍ତି ସେମାନଙ୍କୁ ଠିକ ଭାବରେ କ୍ଷତିପୂରଣ ନ ଦେବା ପ୍ରତିବାଦରେ ଆସନ୍ତା ୧୪ ତାରିଖ ସକାଳ ୧୦ରୁ ବରଗଡ଼ ରେଳ ଷ୍ଟେସନଠାରେ ରେଳ ରୋକ୍‌ ଆନ୍ଦୋଳନ କରାଯିବାକୁ ରାଜବୋଡାସମ୍ବର
Read More...

ବିଜେପୁର ବ୍ଲକରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ବିଜେପୁର ବ୍ଲକ ପଞ୍ଚାୟତ ସମିତି କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଆଜି ବ୍ଲକସ୍ତରୀୟ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର ଆୟୋଜିତ ହୋଇଯାଇଛି । ଜିଲ୍ଲାପାଳ ମନୀଷା ବାନାର୍ଜୀ ଓ ଜିଲ୍ଲା ଏସପି ପର୍ମାର ସ୍ମିତ ପୁରୁଷୋତ୍ତମ ଦାଶଙ୍କ ଉପସ୍ଥିତିରେ ବ୍ଲକ
Read More...

ଓଡ଼ିଶା ଫାର୍ମାସିଷ୍ଟ ସେବାସଂଘର କାର୍ଯ୍ୟକାରିଣୀ ବୈଠକ

ବରଗଡ, (ସତ୍ୟନାରାୟଣ ପ୍ରଧାନ) : ଓଡିଶା ଫାର୍ମାସିଷ୍ଟ ସେବାସଂଘ ବରଗଡ ଶାଖାପକ୍ଷରୁ ସ୍ଥାନୀୟ ମହାରାଜା ହୋଟେଲଠାରେ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଓଡ଼ିଶାର ସମସ୍ତ ଜିଲ୍ଲାରୁ କର୍ମକର୍ତ୍ତା ଏବଂ ପ୍ରତିନିଧିମାନେ ଯୋଗଦେଇଥିଲେ । ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ପ୍ରମୁଖ
Read More...

ନିଷ୍ଠା ପରିବାର ତରଫରୁ ଶ୍ରାବଣର ଶେଷ ସୋମବାରରେ ରକ୍ତଦାନ ଶିବିର

ବରଗଡ଼, (ସତ୍ୟନାରାୟଣ ପ୍ରଧାନ) : ଅଷ୍ଟଶମ୍ଭୁ ଶୈବପୀଠ ଗାଈସୀମାଠାରେ ଭକ୍ତି ଓ ସେବାର ନିଆରା ପରମ୍ପରା ଏଠାରେ ଦେଖିବାକୁ ମିଳିଥିଲା । ପ୍ରତ୍ୟେକ ବର୍ଷ ପରି ଚଳିତ ବର୍ଷ ମଧ୍ୟ ନିଷ୍ଠା ପରିବାର ତରଫରୁ ଅଷ୍ଠଶମ୍ଭୁ ପୀଠ ଶ୍ରୀ ଶ୍ରୀ ବାବା ବରାଡ ବାଲୁଙ୍କେଶ୍ୱର ଧାମ, ଗାଇସୀମା, ବରଗଡ଼ରେ
Read More...

ବିକାଶ ଶିକ୍ଷାନୁଷ୍ଠାନ ସମୁହ ପକ୍ଷରୁ ୧ କିମି ଲମ୍ବର ଜାତୀୟ ପତାକା ଶୋଭାଯାତ୍ରା

ବରଗଡ଼, (ନିରୋଜ କୁମାର ପାଣୀ) : ସ୍ୱାଧୀନତାର ୭୫ତମ ବର୍ଷ ପାଳନ ଅବସରରେ ଦେଶରେ ଚାଲିଥିବା ଆଜାଦି କି ଅମୃତ ମହୋତ୍ସବ ପରିପ୍ରେକ୍ଷୀରେ ବିକାଶ ଗୃପ ପକ୍ଷରୁ ୧କିମି ଲମ୍ବ ଜାତୀୟ ପତାକା ସହ ତ୍ରିରଙ୍ଗା ଶୋଭାଯାତ୍ରା ଆସନ୍ତାକାଲି ଅନୁଷ୍ଠିତ ହେବ ବୋଲି ଶିକ୍ଷାନୁଷ୍ଠାନ ସମୁହର ଅଧକ୍ଷ ଡି ମୁରଲି
Read More...

ସ୍ୱେଚ୍ଛାକୃତ ରକ୍ତଦାନ ଶିବିର

ବରଗଡ଼, (ସତ୍ୟନାରାୟଣ ପ୍ରଧାନ) : ବରଗଡ଼ ଜିଲ୍ଲା ଓଡ଼ିଶା ମୋ ପରିବାର, ବିଜୁ ଯୁବ ଜନତା ଦଳ, ବିଜୁ ଛାତ୍ର ଜନତା ଦଳ ପକ୍ଷରୁ ଆଜି ବରଗଡ଼ ବ୍ଲକ ପରିସରରେ ଏକ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜିତ ହୋଇଯାଇଛି । ଶିବିରକୁ ପୂର୍ବତନ ସାଂସଦ ପ୍ରସନ୍ନ ଆଚାର୍ଯ୍ୟ ଓ ବରଗଡ଼ ବିଧାୟକ ଦେବେଶ
Read More...

ଅମୃତ ମହୋତ୍ସବରେ ତ୍ରିରଙ୍ଗା ଶୋଭାଯାତ୍ରା

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ସ୍ୱାଧୀନତାର ୭୫ ବର୍ଷ, ଆଜାଦି କା ଅମୃତ ମହୋତ୍ସବ ପରିପ୍ରେକ୍ଷୀରେ ଆଜି ବରଗଡ଼ ସ୍ଥିତ ଦୈନିକ ସକାଳ ପକ୍ଷରୁ ତ୍ରିରଙ୍ଗା ଶୋଭାଯାତ୍ରା ସହର ପରିକ୍ରମା କରିଥିଲେ । ସ୍ଥାନୀୟ ଅଗ୍ରଗାମୀ ଯୁବକ ସଂଘଠାରୁ ଏହି ଶୋଭାଯାତ୍ରାକୁ ଜିଲ୍ଲା ଏସ୍‌ପି ପର୍ମାର ସ୍ମିତ
Read More...