ସମ୍ବଲପୁର ମଣ୍ଡଳସ୍ତରୀୟ ରେଳ ଉପଭୋକ୍ତା ପରାମର୍ଶଦାତା ସମିତିର ବୈଠକ
ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : କ୍ଷେତରାଜପୁର ସ୍ଥିତ ସମ୍ବଲପୁର ରେଳ ମଣ୍ଡଳ କାର୍ଯ୍ୟାଳୟର ସମ୍ମିଳନୀ କକ୍ଷରେ ରେଳ ଉପଭୋକ୍ତା ପରାମର୍ଶଦାତା ସମିତିର ବୈଠକ ଅନୁଷ୍ଠିତ ହୋଇଯାଇଛି । ଏଥିରେ ସମ୍ବଲପୁର ରେଳ ମଣ୍ଡଳ ପ୍ରବନ୍ଧକ ପ୍ରଦୀପ କୁମାର ଓ ଅନ୍ୟାନ୍ୟ ପଦାଧିକାରୀଙ୍କ ସହିତ ସମ୍ବଲପୁର!-->…
Read More...
Read More...