ବରପାଲିରେ ନକଲି ନୋଟ୍ ଜବତ,୨ ଗିରଫ
ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ବରପାଲି ଥାନା ଅଞ୍ଚଳରୁ ନକଲି ନୋଟ୍ କାରବାର ସଂପର୍କରେ ଓଡ଼ିଶା ପୋଲିସର ସ୍ୱତନ୍ତ୍ର ଟାକ୍ସ ଫୋର୍ସ ଖବର ପାଇ ସ୍ଥାନୀୟ ପୋଲିସ ସହାୟତାରେ ଦୁଇ ଜଣକୁ ଧରିବାରେ ସଫଳ ହୋଇଥିବା ଜଣାପଡିଛି । ସୂଚନା ଅନୁଯାୟୀ ତାଙ୍କ ଠାରୁ ୧୪ ଲକ୍ଷ ୨୯ହଜାର ପାଞ୍ଚ ଶହ ଟଙ୍କା!-->…
Read More...
Read More...