Browsing Tag

bargarh news

ବରଗଡ଼ ଜିଲ୍ଲା ଉପ-ନିବନ୍ଧକ ଭାବେ ଯୋଗଦେଲେ ପଦ୍ମନାଭ ପୁରୋହିତ

ବରଗଡ଼, (ସତ୍ୟନାରାୟଣ ପ୍ରଧାନ) : ବରଗଡ଼ ଜିଲ୍ଲା ଉପ-ନିବନ୍ଧକ ଭାବେ ଯୋଗ ଦେଇଛନ୍ତି ପଦ୍ମନାଭ ପୁରୋହିତ । ଏହା ପୂର୍ବରୁ ବଲାଙ୍ଗିର ଜିଲ୍ଲା ଉପ-ନିବନ୍ଧକ ଭାବେ ସେ ରହିଥିବା ବେଳେ ଏବେ ବରଗଡ଼ ଜିଲ୍ଲାକୁ ତାଙ୍କ ବଦଳି ହୋଇଯାଇଛି । ବିଭିନ୍ନ ମହଲରୁ ତାଙ୍କୁ ଶୁଭେଚ୍ଛା ବାର୍ତ୍ତା ପ୍ରଦାନ
Read More...

ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ପୁଣ୍ୟ ତିଥିରେ ଶ୍ରଦ୍ଧାଞ୍ଜଳି

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ଜନ୍ମମାଟି ବରପାଲିଠାରେ କବି ଗଙ୍ଗାଧର ମେହେର ସ୍ମୃତି ସଦନ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଥିଲା । ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ପୁଣ୍ୟ ତିଥିରେ ତାଙ୍କ ସମାଧି ପୀଠରେ ପୁଷ୍ପ ମାଲ୍ୟାର୍ପଣ ଅର୍ପଣ କରି
Read More...

ଭ୍ରାମ୍ୟମାଣ ପାଠାଗାରରେ ମତ ପ୍ରକାଶ କାର୍ଯ୍ୟକ୍ରମ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ପୁସ୍ତକ ସମ ବନ୍ଧୁ ଦୁନିଆରେ ନାହିଁ । ପୁସ୍ତକ ମାର୍ଗ ଦର୍ଶନ କରେ । ବିପଦରେ ସହାୟତାର ହାତ ବଢାଏ । ପୁସ୍ତକ କେବେ ଧୋକା ଦିଏନି ବରଂ ସବୁ ସମସ୍ୟାର ସମାଧାନ କରେ, ସବୁ ସ୍ଵପ୍ନକୁ ପୂରଣ କରିଥାଏ ବୋଲି ବରଗଡ଼ ବ୍ଲକ ନୀଲେଶ୍ଵର ମଧ୍ୟ ଇଂରାଜୀ ବିଦ୍ୟାଳୟ
Read More...

ବର୍ଷାଙ୍କ ଶବ ସତ୍କାର କଲା ସଂକଳ୍ପ ପରିବାର

ବରଗଡ଼, (ନିରୋଜ କୁମାର ପାଣୀ) : ବରଗଡ଼ ସାଇ ମନ୍ଦିର ନିକଟ ରାସ୍ତାକଡରେ ଗତକାଲି ବୁଧବାର ଦିନ ସକାଳୁ ଝୁଲନ୍ତା ଅବସ୍ଥାରେ ଏକ ଯୁବତୀଙ୍କ ଶବ ଦେଖିବାକୁ ମିଳିଥିଲା ଯାହା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ ସାଜିଥିଲା । ତେବେ ବରଗଡ଼ ପୋଲିସ ଦ୍ୱାରା ଶବ ବ୍ୟବଚ୍ଛେଦ ପରେ ତାଙ୍କ ପରିବାର
Read More...

ନିଷ୍ଠା ପରିବାର ଓ ଶହୀଦ ରଞ୍ଜନ ଦାଶ ସ୍ମୃତି କମିଟି ତରଫରୁ ରକ୍ତଦାନ ଶିବିର

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ରକ୍ତ ଭଣ୍ଡାରରେ ରକ୍ତ ଅଭାବକୁ କିଛି ପରିମାଣରେ ଦୂର କରିବା ପାଇଁ ନିଷ୍ଠା ପରିବାରର ପ୍ରୟାସ ଜାରି ରହିଛି । ଶହୀଦ ରଞ୍ଜନ ଦାଶଙ୍କ ଷଷ୍ଠ ଶହୀଦ ବାର୍ଷିକି ପାଳନ ଅବସରରେ ନିଷ୍ଠା ପରିବାର ଓ ଶହୀଦ ରଞ୍ଜନ ଦାଶ ସ୍ମୃତି କମିଟି ଖଣ୍ଡହତା ବରଗଡ଼ର ମିଳିତ
Read More...

ବିଜେପୁର ବିଜ୍ଞାପିତ ଅଞ୍ଚଳ ପରିଷଦର ପ୍ରଥମ ଅଧ୍ୟକ୍ଷା ଭାବେ ସୀତା ବାରିକଙ୍କ ଦାୟିତ୍ଵ ଗ୍ରହଣ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ବିଜେପୁର ବିଜ୍ଞାପିତ ଅଞ୍ଚଳ ପରିଷଦର ପ୍ରଥମ ଅଧ୍ୟକ୍ଷା ଭାବେ ସୀତା ବାରିକ ଦାୟିତ୍ଵ ଗ୍ରହଣ କରିଛନ୍ତି । ତାଙ୍କ ସହ ନବ ନିର୍ବାଚିତ ସମସ୍ତ କାଉନସିଲର ମଧ୍ୟ ଶପଥ ପାଠ କରିଛନ୍ତି । ଏଠାରେ ଉଲ୍ଲେଖଯୋଗ୍ୟ ଯେ, ଏହି ଅଞ୍ଚଳରେ ପ୍ରଥମ ଥର ନିର୍ବାଚନ ହୋଇଥିବା
Read More...

ପୂର୍ବତନ ମନ୍ତ୍ରୀ ରିପୁନାଥ ସେଠଙ୍କୁ କଂଗ୍ରେସ ପକ୍ଷରୁ ଶ୍ରଦ୍ଧାଞ୍ଜଳି

ବରଗଡ, (ସତ୍ୟ ନାରାୟଣ ପ୍ରଧାନ) : ସ୍ୱର୍ଗତ ରିପୁନାଥ ସେଠ ଥିଲେ କଂଗ୍ରେସ ଦଳର ସାଲିସ ବିହୀନ ନେତା । ଗତକାଲି ସ୍ଥାନୀୟ ସୋଖିନ କଳାକାର ସଂଘଠାରେ ଯୁଗଳ ପ୍ରସାଦ ସିଂଙ୍କ ସଂଯୋଜନାରେ ଅନୁଷ୍ଠିତ ଶ୍ରଦ୍ଧାଞ୍ଜଳି ସଭାରେ ବହୁ ଦଳୀୟ ପଦାଧିକାରୀ ଓ କର୍ମୀ ରାଜନେତା ସ୍ୱର୍ଗତ ରିପୁ ବାବୁଙ୍କୁ
Read More...

ବିଜେପୁରରେ ବ୍ଲକସ୍ତରୀୟ ବିଜ୍ଞାନ ପ୍ରଦର୍ଶନୀ : ୧୪୦ ପ୍ରକଳ୍ପ ପ୍ରଦର୍ଶିତ

ବରଗଡ, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ବିଜେପୁର ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ବ୍ଲକସ୍ତରୀୟ ବିଜ୍ଞାନ, ଗଣିତ, ପରିବେଶ ପ୍ରଦର୍ଶନୀ ଆଜି ଅନୁଷ୍ଠିତ ହୋଇଯାଇଛି । ଏଥିରେ ବ୍ଲକର ବିଭିନ୍ନ ବିଦ୍ୟାଳୟରୁ ମୋଟ ୧୪୦ଟି ପ୍ରକଳ୍ପ ପ୍ରଦର୍ଶିତ ହୋଇଥିଲା । ଚାରପାଲି ୟୁଜିଏଚଏସର ଲିଜା
Read More...

ଯୁବତୀଙ୍କ ମୃତଦେହ ଉଦ୍ଧାର : ହତ୍ୟା ନା ଆତ୍ମହତ୍ୟା କାରଣ ଅସ୍ପଷ୍ଟ

ବରଗଡ଼, (ନିରୋଜ କୁମାର ପାଣୀ) : ବରଗଡ଼ ଟାଉନ ଥାନା ଅନ୍ତର୍ଗତ ଭଟଲି ଛକ ସାଇ ମନ୍ଦିର ନିକଟରେ ଜଣେ ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଥିବା ଜଣାପଡିଛି । ପୁଲିସ ପହଞ୍ଚିବା ପୂର୍ବରୁ ଅଗ୍ନିଶମ ବିଭାଗ ପହଞ୍ଚି ଝୁଲନ୍ତା ମୃତ ଦେହକୁ ଉଦ୍ଧାର କରି ବରଗଡ଼ ମୁଖ୍ୟ ଚିକିତ୍ସାଳୟକୁ
Read More...

ନବ ନିର୍ବାଚିତ ପୌର ପରିଷଦ ଅଧ୍ୟକ୍ଷା ଦାୟିତ୍ଵ ଗ୍ରହଣ କଲେ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ବରଗଡ଼ ପୌର ପରିଷଦର ନୂତନ ପୌରାଧ୍ୟକ୍ଷା ଭାବେ ଶ୍ରୀମତୀ କଳ୍ପନା ମାଝୀ ଆଜି ତାଙ୍କ ଦାୟିତ୍ଵ ଗ୍ରହଣ କରିଛନ୍ତି । ଆଜି ସକାଳୁ ସେ ବରଗଡ଼ର ଗ୍ରାମ୍ୟ ଦେବୀ ମା' ସମଲେଶ୍ଵରୀଙ୍କ ମନ୍ଦିରରୁ ଆଶୀର୍ବାଦ ଗ୍ରହଣ କରି ପୌର ପରିଷଦ କାର୍ଯ୍ୟାଳୟରେ ପହଞ୍ଚି ଶପଥ ପାଠ
Read More...